ଭିସୁଟରେ ରାଗିଂ, ୪ ସିନିଅର ଛାତ୍ରଙ୍କୁ ଅର୍ଥଦଣ୍ଡ

ସମ୍ବଲପୁର : ଭିସୁଟରେ ପୁଣି ରାଗିଂ ଅଭିଯୋଗ । ସମ୍ବଲପୁର ଭିସୁଟର ମେକାନିକାଲ ବିଭାଗର ଜଣେ ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି । ରାଗିଂ ଅଭିଯୋଗରେ ୪ ଜଣ ସିନିଅର ଛାତ୍ରଙ୍କୁ ଗଠନ କରାଯାଇଥିବା ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଛାତ୍ରମାନଙ୍କୁ ଆର୍ଥିକ ଦଣ୍ଡରେ … Read More

ସରିଲା କ୍ୟାବିନେଟ ବୈଠକ, ୮ଟି ପ୍ରସ୍ତାବକୁ ମଞ୍ଜୁରି

ଭୁବନେଶ୍ୱର : ସରିଲା କ୍ୟାବିନେଟ ବୈଠକ ୮ଟି ପ୍ରସ୍ତାବରେ ବାଜିଲା ମୋହର । ଶିଳ୍ପରୁ ଆରମ୍ଭ କରି ଡିଜିଟାଲ୍ ଗଭର୍ନାନ୍ସ, ପରିବହନରୁ ଲୋକସେବା ସମସ୍ତ କ୍ଷେତ୍ରରେ ନିଆଯାଇଛି ପଦକ୍ଷେପ। ବଲାଙ୍ଗୀରରେ ସୁତା ଉତ୍ପାଦନ କାରଖାନା ସ୍ଥାପନକୁ ମଞ୍ଜୁରି । M/s Shree Ambica … Read More

ହାତୀ ଆକ୍ରମଣରେ ମାଆ-ପୁଅ ମୃତ

ଆଠଗଡ଼: ଶୌଚ ହେବାକୁ ଯାଇଥିବା ବେଳେ ମା’,ପୁଅଙ୍କୁ ଦଳି ଦେଲା ହାତୀ । ମୃତକ ହେଳେ ନରସିଂହପୁର ବ୍ଲକ ଅନ୍ତର୍ଗତ ଦେବଭୂଇଁ ନୂଆଗାଁ ଗ୍ରାମର ସସ୍ମିତା ନାଏକ ଏବଂ ତାଙ୍କ ପୁଅ ପ୍ରିୟାଂଶୁ ନାଏକ । ନରସିଂହପୁର ବ୍ଲକ ଦେବଭୂଇଁ ନୂଆଗାଁ … Read More

ମେ’ ୧୫ରୁ ସିବିଏସଇ ଦଶମ ଶ୍ରେଣୀ ୨ୟ ବୋର୍ଡ଼ ପରୀକ୍ଷା

ଭୁବନେଶ୍ୱର: ପ୍ରକାଶ ପାଇଲା ସିବିଏସଇ ଦଶମ ଶ୍ରେଣୀ ଦ୍ଵିତୀୟ ବୋର୍ଡ଼ ପରୀକ୍ଷା ତାରିଖ। ମେ’ ୧୫ରୁ ୨୧ ତାରିଖ ଯାଏଁ ଚାଲିବ ପରୀକ୍ଷା। ସକାଳ ୧୦ଟା ୩୦ରୁ ୧ଟା ୩୦ ଯାଏଁ ଚାଲିବ ପରୀକ୍ଷା। ଚଳିତ ବର୍ଷ ପ୍ରଥମ ଥର ସିବିଏସଇ … Read More

ପଶ୍ଚିମବଙ୍ଗରେ ଖାତା ଖୋଲିପାରିବନି କଂଗ୍ରେସ, ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି କହିଲେ ଅମିତ ଶାହ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ଦମଦମ୍‌ରେ ଏକ ନିର୍ବାଚନୀ ରାଲିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କଂଗ୍ରେସ ଦଳ ଉପରେ ବର୍ଷିଛନ୍ତି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି ସେ କହିଥିଲେ ଯେ ଏଥର କଂଗ୍ରେସ ଦଳ ବଙ୍ଗଳାରେ ତା’ର ଖାତା … Read More

ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା “ଦେଶ ଗାରିମା”

ନୂଆଦିଲ୍ଲୀ : ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଛି ଭାରତୀୟ ତୈଳ ଟ୍ୟାଙ୍କର୍ “ଦେଶ ଗାରିମା” । ଦେଶ ଗାରିମା ଅଶୋଧିତ ତୈଳ ଟ୍ୟାଙ୍କର୍ ବିପୁଳ ପରିମାଣର ତେଲ ନେଇ ଭାରତରେ ପହଞ୍ଚିଛି କିନ୍ତୁ ବର୍ତ୍ତମାନ ସମୁଦ୍ରରେ ଲଙ୍ଗର ଲାଗିଛି । ହେଲେ … Read More

IRS ଅଧିକାରୀଙ୍କ ଝିଅକୁ ଦୁଷ୍କର୍ମ ପରେ ତଣ୍ଟି ଚିପି ହତ୍ୟା

ନୂଆଦିଲ୍ଲୀ : ଆଇଆରଏସ ଅଧିକାରୀଙ୍କ ଝିଅକୁ ହତ୍ୟା । ଦୁଷ୍କର୍ମ ପରେ ଚାର୍ଜର କେବୁଲରେ ତଣ୍ଟି ଚିପି ହତ୍ୟା । ଏଭଳି ଏକ ଘଟଣା ରାଜଧାନୀ ଦିଲ୍ଲୀର ଦକ୍ଷିଣ-ପୂର୍ବ ଅଞ୍ଚଳରେ ଥିବା ଅମର କଲୋନୀରେ ଘଟିଛି । ପୋଲିସ ତଦନ୍ତ ଜାରି ରଖିଥିବା … Read More

ଭାରତ ଆସୁଥିବା ଜାହାଜକୁ ଗୁଳିମାଡ଼ ସହ ଜବତ କରି ନେଲା ଇରାନ ସେନା

ନୂଆଦିଲ୍ଲୀ :  ଇରାନ ରିଭୋଲ୍ୟୁଶନରୀ ଗାର୍ଡ କପର୍ସ (IRGC) ଦୁଇଟି ଜାହାଜ ଉପରେ ଗୁଳିମାଡ଼ କରିବା ସହିତ ନିଜ କବଜା କରିଛି । ଏଥିରୁ ଗୋଟିଏ ଜାହାଜ ଭାରତକୁ ଆସୁଥିଲା ବୋଲି ଜଣାପଡିଛି । ଦୁବାଇରୁ ଗୁଜରାଟର ମୁନ୍ଦ୍ରା ବନ୍ଦରକୁ ଆସୁଥିଲା । … Read More

ଲୁଫଥାନ୍ସା ଏୟାରଲାଇନର ୨୦ ହଜାର ବିମାନ ବାତିଲ

ନୂଆଦିଲ୍ଲୀ : ଜର୍ମାନୀର ସବୁଠୁ ବଡ଼ ଏୟାରଲାଇନ କମ୍ପାନୀ ଲୁଫଥାନ୍ସା ଅକ୍ଟୋବର ଯାଏଁ ୨୦ ହଜାରରୁ ଅଧିକ ବିମାନ ଉଡ଼ାଣ ବାତିଲ କରିବାକୁ ନିଷ୍ପତ୍ତି ନେଇଛି । ବିମାନର ଇନ୍ଧନ ଦାମ୍ ବଢୁଥିବା ଯୋଗୁଁ ଏୟାରଲାଇନ୍ କମ୍ପାନୀ ଏଭଳି ନିଷ୍କତ୍ତି ନେଇଛି । … Read More

ପୂର୍ବାଞ୍ଚଳ ଏକ୍ସପ୍ରେସ ୱେରେ ବାୟୁସେନାର ଲଢୁଆ ବିମାନ କରିବ ଟଚ୍ ଆଣ୍ଡ ଗୋ ଅଭ୍ୟାସ

ଉତ୍ତରପ୍ରଦେଶ : ସୁଲତାନପୁରର ଆରବଳୀ-କିରି କରୱତ ସ୍ଥିତ ଏୟାରଷ୍ଟ୍ରିପରେ ଆଜିଠାରୁ ବାୟୁସେନାର ଦୁଇ ଦିବସୀୟ ସ୍ବତନ୍ତ୍ର ଅଭ୍ୟାସ ଆରମ୍ଭ ହେବ । ଅପରାହ୍ନ ୨ଟାରୁ ଆରମ୍ଭ ହେବ ଅଭ୍ୟାସ । ଭାରତୀୟ ବାୟୁସେନାର ଲଢୁଆ ବିମାନ ଏକ୍ସପ୍ରେସ-ୱେକୁ ବିକଳ୍ପ ରନୱେ ଭାବେ ବ୍ୟବହାର … Read More