ଖୋଲିଲା ବାବା କେଦାରନାଥଙ୍କ କପାଟ

ଉତ୍ତରାଖଣ୍ଡ : ଖୋଲିଲା ବାବା କେଦାରନାଥଙ୍କ ମନ୍ଦିର । ବୈଦିକ ମନ୍ତ୍ରୋଚ୍ଚାରଣ ଏବଂ ପାରମ୍ପରିକ ରୀତିନୀତି ଅନୁଯାୟୀ ମନ୍ଦିରର ଦ୍ୱାର ଖୋଲିଲା । ବୈଦିକ ମନ୍ତ୍ରୋଚ୍ଚାରଣ ଏବଂ ପାରମ୍ପରିକ ରୀତିନୀତି କେଦାରନାଥଙ୍କୁ ଦର୍ଶନ କରିବା ପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି … Read More

ବଢ଼ିଲା ଅସ୍ତ୍ରବିରତି ଅବଧି, ବିମାନ ଆକ୍ରମଣ ଓ ମିସାଇଲ ମାଡ଼ ବନ୍ଦ

ନୂଆଦିଲ୍ଲୀ: ବଢ଼ିଲା ଅସ୍ତ୍ର ବିରତି ସମୟ ସୀମା । ଅନିର୍ଦ୍ଦିଷ୍ଟ କାଳ ପାଇଁ ଅସ୍ତ୍ରବିରତି ସମୟ ସୀମା ବଢ଼ାଇଲେ ଡୋନାଲ୍ଡ ଟ୍ରମ୍ପ । ଇରାନ ସହିତ ଚାଲିଥିବା ଅସ୍ତ୍ରବିରତି ଅବଧିକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବଢ଼ାଇଛନ୍ତି । ଆଜି ସନ୍ଧ୍ୟାରେ ଶେଷ ହେବାର … Read More

କଳାହାଣ୍ଡି ଜିଲ୍ଲା କାରାଗାରରୁ କଏଦୀ ଫେରାର

ଭବାନୀପାଟଣା: କଳାହାଣ୍ଡି ଜିଲା କାରାଗାରରୁ ଜଣେ ବିଚାରଧିନ କଏଦୀ ଫେରାର ମାରିଛି। ଫେରାର କଏଦୀ ଜଣକ ସଦର ଥାନା ଅନ୍ତର୍ଗତ ଠେମରା ଗାଁର ଜଗନ୍ନାଥ ଶବର ବୋଲି ଜଣାପଡିଛି। ସଦର ଥାନା ଅଞ୍ଚଳର ୩ଟି ଚୋରି ମାମଲାରେ ଗତ ଫେବ୍ରୁଆରୀ ୧୪ … Read More

ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି: ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ଵର: ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି। ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ ଡାକିଛନ୍ତି। ମନ୍ତ୍ରୀ କହିଛନ୍ତି ଘରକୁ ଘର ଯାଇ ଜନଗଣନା କରିବା ଏକ … Read More

ଡିସେମ୍ବର ୧୩ରେ ପୁରୀ କୋଷ୍ଟାଲ ମାରାଥନ, ବିଜେତାଙ୍କୁ ମିଳିବ କୋଟିଏ ଟଙ୍କାର ପୁରସ୍କାର ରାଶି

ପୁରୀ : ପୁରୀ କୋଷ୍ଟାଲ ମାରାଥନ ବିଜେତାଙ୍କୁ ମିଳିବ ଏକକୋଟିର ପୁରସ୍କାର ରାଶି । ଆସନ୍ତା ଡିସେମ୍ବର ୧୩ ତାରିଖ ଦ୍ୱିତୀୟ ରବିବାରରେ ଅନୁଷ୍ଠିତ ହେବ କୋଷ୍ଟାଲ ମାରାଥନ। ଓଡିଶା ପର୍ଯ୍ୟଟନ ବିଭାଗ ଏବଂ ଓଏମସି ସହଯୋଗରେ ପୁରୀ କୋଷ୍ଟାଲ ମାରାଥନ ନାମରେ … Read More

ସମ୍ବଲପୁର, ସୁନ୍ଦରଗଡ ଓ କେନ୍ଦ୍ରାପଡାରେ ବଢିଲା ସ୍କୁଲ ଛୁଟି ଅବଧି

ଭୁବନେଶ୍ୱର : ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖାଯାଇ ୩ ଜିଲ୍ଲାରେ ବଢିଲା ସ୍କୁଲ ଛୁଟି ଅବଧି । ସମ୍ବଲପୁର, ସୁନ୍ଦରଗଡ ଓ କେନ୍ଦ୍ରାପଡାରେ ବଢିଲା ସ୍କୁଲ ଛୁଟି ଅବଧି । ତାତି ବଢୁଥିବାରୁ ସୁନ୍ଦରଗଡ଼ ଜିଲ୍ଲାରେ ବଢ଼ିଲା ସ୍କୁଲ ଛୁଟି ଅବଧି … Read More

RTO ଚାଲାଣ ନାଁରେ ଠକେଇ, ୪ ସାଇବର ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର : RTO ଚାଲାଣ ନାଁରେ ଠକେଇ । ଚାରି ଜଣିଆ ସାଇବର ଠକ ଗ୍ୟାଙ୍ଗକୁ ବାନ୍ଧିଲା ପୋଲିସ । ଠକେଇ ଘଟଣାରେ ରହିଛି ଜାମତାରା ଲିଙ୍କ୍ । APK ଲିଙ୍କ ପଠାଇ ଖାଲି କରିଦେଉଥିଲେ ଆକାଉଣ୍ଟ। ଭୁବନେଶ୍ୱର ସାଇବର ଓ ଅର୍ଥନୈତିକ … Read More

ଗ୍ରୀଷ୍ମପ୍ରବାହକୁ ନେଇ ବଦଳିଲା ଜନଗଣନା ସମୟ

ଭୁବନେଶ୍ୱର : ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନଗଣନା । ଗ୍ରୀଷ୍ମପ୍ରବାହକୁ ନେଇ ବଦଳିଲା ଜନଗଣନା ସମୟ । ରାଜସ୍ବ ବିଭାଗ ବଡ଼ ନିଷ୍ପତ୍ତି । ଜନଗଣନା ନିର୍ଦ୍ଦେଶକ ଓ ରାଜସ୍ବ ବିଭାଗ ସଚିବଙ୍କ ବୈଠକ ପରେ ନିଷ୍ପତ୍ତି ନିଆଯାଇଛି । … Read More

ଖୁବଶୀଘ୍ର ସୂର୍ଯ୍ୟମନ୍ଦିରରୁ ବାହାର କରାଯିବ ବାଲି, ସରିଲା ସମସ୍ତ ବୈଷୟିକ କାର୍ଯ୍ୟ

ଗୋପ : କୋଣାର୍କ ସୂର୍ଯ୍ୟମନ୍ଦିରରୁ ଖୁବଶୀଘ୍ର କଢାଯିବ ବାଲି । ଏନେଇ ସମସ୍ତ ବୈଷୟିକ କାର୍ଯ୍ୟ ଶେଷ ହୋଇଛି । ପୂର୍ବରୁ ମନ୍ଦିରର ପଶ୍ଚିମ ପାଖ କାନ୍ଥରେ ଡ୍ରିଲିଂ କରାଯାଇ ବାଲିର ସ୍ଥିତି ଅନୁଧ୍ୟାନ କରାଯାଇଥିଲା । ସେଠାରୁ ବାଲିର ନମୁନା ସଂଗ୍ରହ … Read More

ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ, ୪ ଆହତ

କାମାକ୍ଷାନଗର: ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ । ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁରହିଥିବା ବେଳେ କାମାକ୍ଷାନଗରରେ ଜନଗଣନା କରିବାକୁ ଯାଇଥିବା କର୍ମଚାରୀଙ୍କୁ ମରଣାତ୍ମକ ଆକ୍ରମଣ ଅଭିଯୋଗ । ଆକ୍ରମଣରେ ୪ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨ଜଣ ମହିଳା କର୍ମଚାରୀ ଅଛିନ୍ତି। … Read More