ବିଜୁ ବାବୁଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ବିଜୁ ପଟ୍ଟନାୟକଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ଅବସରରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ … Read More

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା

ଯାଜପୁର: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା । ବିଳମ୍ବିତ ରାତିରେ ଯୁବକଙ୍କୁ ସଙ୍ଘବଦ୍ଧ ଆକ୍ରମଣ । ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ବାରବାଟୀ ପଞ୍ଚାୟତ ବେତଣ୍ଡା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ଗ୍ରାମର ସୁକାନ୍ତ ମଲିକ । ସୂଚନା … Read More

ଦନ୍ତା ଆକ୍ରମଣରେ ଯୁବକ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ବେଗୁନିଆ : ଯୁବକଙ୍କୁ ଦଳିଦେଲା ଦନ୍ତା । କ୍ଷତିପୂରଣ ଦାବିରେ ରାସ୍ତାରୋକ ହୋଇଛି । ବେଗୁନିଆ ହଜ ଅଞ୍ଚଳରେ ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ହେଲେ ନିଧିପୁର ଆଦିବାସୀ ସାହିର ସୁଶାନ୍ତ ପ୍ରଧାନ । ସେ … Read More

ରଦ୍ଦ ହେଲା ଓଏସଏସଏସସିର ନିଷ୍ପତ୍ତି, ପ୍ରାର୍ଥୀଙ୍କୁ ନିଯୁକ୍ତି ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ଓଏସଏସଏସସିର ନିଷ୍ପତ୍ତି ହାଇକୋର୍ଟରେ ରଦ୍ଦ । ପ୍ରାର୍ଥୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ । ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇ ୩୩୭ ପ୍ରାର୍ଥୀଙ୍କ ନିଯୁକ୍ତି ପାଇଁ ରାସ୍ତା ପରିଷ୍କାର କରିଛନ୍ତି । ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଓଏସଏସଏସସି … Read More

ରାଜଧାନୀରେ ବେଆଇନ କଫ୍ ସିରଫ୍ କାରବାର୍, ୭୧ ପେଟି ଜବତ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବେଆଇନ କଫ ସିରଫ କାରବାରର ପର୍ଦ୍ଦାଫାସ । ଭୁବନେଶ୍ବର ଦେଇ ବାଲେଶ୍ବର ଚାଲାଣ ବେଳେ ଜବତ ହେଲା କଫସିରପ ବୋଝେଇ କଣ୍ଟେନର । ନଖରା ସ୍ଥିତ ଭିଆରଏଲ୍ ଲଜିଷ୍ଟିକ ଷ୍ଟକ୍ ହାଉସରେ ଏସଟିଏଫ ଓ ଡ୍ରଗ କଣ୍ଟ୍ରୋଲର ମିଳିତ … Read More

ଆହୁରି ତାତିବ ଓଡ଼ିଶା, ଆଗାମୀ ୨୪ ଘଣ୍ଟାରେ ୨-୩ ଡିଗ୍ରୀ ବୃଦ୍ଧି ହେବ ତାପମାତ୍ରା

ଭୁବନେଶ୍ୱର : ସାବଧାନ ! ଆହୁରି ତାତିବ ଓଡ଼ିଶା । ରାଜ୍ୟରେ ବଢ଼ିବ ଖରା । ଆଗାମୀ ୨୪ ଘଣ୍ଟା ମଧ୍ୟରେ ତାପମାତ୍ରା ୨-୩ ଡିଗ୍ରୀ ବୃଦ୍ଧି ସମ୍ଭାବନା । ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଦିନର ସର୍ବାଧିକ ତାପମାତ୍ରା ପ୍ରାୟ ୨ ରୁ … Read More

ଭୋଟ୍‌କୁ ବାଧ୍ୟତାମୂଳକ କରିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଏକ ଆକର୍ଷଣୀୟ ଆବେଦନର ଶୁଣାଣି ହୋଇଛି। ଆବେଦନରେ ଦାବି କରାଯାଇଥିଲା ଯେ, ଭୋଟ୍‌କୁ ବାଧ୍ୟତାମୂଳକ କରାଯାଉ। ଯେଉଁମାନେ ଜାଣିଶୁଣି ଭୋଟ୍ ଦେଉ ନାହାନ୍ତି ସେମାନଙ୍କ ଉପରେ ଦଣ୍ଡ ବ୍ୟବସ୍ଥା ଲାଗୁ କରାଯାଉ। ଏପରି ବ୍ୟକ୍ତିମାନଙ୍କୁ ସରକାରୀ ସୁବିଧାରୁ ବଞ୍ଚିତ … Read More

ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ଷଷ୍ଠ ଥର ମନୋନୀତ ହେଲେ ଡ. ସସ୍ମିତ ପାତ୍ର

ନୂଆଦିଲ୍ଲୀ: ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ବିଜେଡି ସାଂସଦ ଡ. ସସ୍ମିତ ପାତ୍ର ଷଷ୍ଠ ଥର ପାଇଁ ମନୋନୀତ ହୋଇଛନ୍ତି। ରାଜ୍ୟସଭା ଅଧ୍ୟକ୍ଷ ସି ପି ରାଧାକ୍ରିଷ୍ଣନ ଗୃହ କାର୍ଯ୍ୟ ପରିଚାଳନା ପାଇଁ ଡ. ପାତ୍ରଙ୍କ ସମେତ ସାଂସଦ ଡ. … Read More

ରନୱେରେ ଧକ୍କା ହେଲା ଦୁଇ ବିମାନ, କ୍ରୁ ସଦସ୍ୟ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ

ନୂଆଦିଲ୍ଲୀ : ଦିଲ୍ଲୀ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ସାଇସ୍ପଜେଟ B737-700 ବିମାନ ଏୟାରପୋର୍ଟରେ ଟ୍ୟାକ୍ସିଂ କରୁଥିବା ବେଳେ ଅନ୍ୟ ଏକ ଆକାସା ଏୟାର ବିମାନକୁ ରନୱେରେ ଧକ୍କା ଦେଇଥିଲା । ଏହି ଧକ୍କା … Read More

ଲସ୍କର-ଇ-ତୋଏବାର କୁଖ୍ୟାତ ଆତଙ୍କୀ ଆମିର ହମଜା ଉପରେ ଆଖିବୁଜା ଗୁଳିମାଡ଼

ଲାହୋର: ପାକିସ୍ତାନର ଲାହୋରରେ ଲସ୍କର-ଇ-ତୋଇବାର ଫାଉଣ୍ଡର ସଦସ୍ୟ ଓ କୁଖ୍ୟାତ ଆତଙ୍କୀ ଆମିର ହମଜା ଉପରେ ଆଖିବୁଜା ଗୁଳିମାଡ଼ । ମିଳିଥିବା ସୂଚନା ଅନୁସାରେ, ହମଜା ଲାହୋରରେ ଥିବା ଏକ ନ୍ୟୁଜ ଚ୍ୟାନେଲ ଅଫିସରୁ ଏକ କାର୍ଯ୍ୟକ୍ରମ ସାରିବା ପରେ ଘରକୁ … Read More