୩୦ରେ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ପାଇଁ ଟ୍ରାଫିକ କଟକଣା

ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ଦିନ ସପ୍ତଦଶ ବିଧାନସଭାର ଏକ ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବାକୁ ଯାଉଛି। ବିଧାନସଭା ଚାଲୁଥିବା ସମୟରେ ଯାନବାହନ ଚଳାଚଳ ଓ ଜନସାଧାରଣଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ବିଧାନସଭା ସଂଲଗ୍ନ ରାସ୍ତା ମାନଙ୍କରେ ଓଡିଶା ସହରାଞ୍ଚଳ ଆଇନ୍ … Read More

ଚନ୍ଦନ ଯାତ୍ରା ନୀତିରେ ବଡ଼ ବିଭ୍ରାଟ: ଅଧା ରହିଲା ମହାପ୍ରଭୁଙ୍କ ଚାପ ଖେଳ

ପୁରୀ : ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ନୀତିରେ ବଡ଼ ବିଭ୍ରାଟ । ସେବାୟତଙ୍କ ବିବାଦ ଯୋଗୁଁ ଚାପ ନ ଖେଳି ବାହୁଡ଼ିଲେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନ ମୋହନ,ଭୂଦେବୀ , ଶ୍ରୀଦେବୀଙ୍କ ସମେତ ରାମ କୃଷ୍ଣ ଓ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ … Read More

ଏଲପିଜି ଠାରୁ ବ୍ୟାଙ୍କିଙ୍ଗ୍ : ମେ’ ପହିଲାରୁ ବଦଳିବ ଅନେକ ନିୟମ

ନୂଆଦିଲ୍ଲୀ : ବଦଳିବ ଅନେକ ନିୟମ। ୧ ମେ’ ୨୦୨୬ ଠାରୁ ଭାରତରେ ଅନେକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି ଯାହା ଆପଣଙ୍କ ପକେଟ୍ ଏବଂ ଦୈନନ୍ଦିନ ଜୀବନ ଉପରେ ସିଧାସଳଖ ପ୍ରଭାବ ପକାଇବ। ରନ୍ଧନ ଗ୍ୟାସ୍ ମୂଲ୍ୟଠାରୁ ଆରମ୍ଭ କରି … Read More

‘ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ’

ନୂଆଦିଲ୍ଲୀ: ସାବରିମାଳା ମାମଲା ସହିତ ଜଡିତ ଆବେଦନ ଉପରେ ଶୁଣାଣି ସମୟରେ ସୁପ୍ରିମକୋର୍ଟ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟବେକ୍ଷଣ କରିଛନ୍ତି। ନଅ ଜଣିଆ ସମ୍ବିଧାନ ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି ଯେ ଏକ ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ … Read More

ଟ୍ରକ୍ – ଭ୍ୟାନ ମୁହାଁମୁହିଁ ଧକ୍କା: ୪ ମୃତ

ନୂଆଦିଲ୍ଲୀ : ହମିରପୁର ଜିଲ୍ଲାର ମୌଦାହା ନିକଟରେ ସୋମବାର ବିଳମ୍ବିତ ରାତିରେ ଜାତୀୟ ରାଜପଥ-୩୪ ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁସାରେ, ଚିରକା ଗାଁ ନିକଟରେ ଏକ ଟ୍ରକ୍ ଏବଂ ଏକ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା … Read More

ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିଓ୍ବାଲ ଏବଂ ମନୀଷ ସିସୋଦିଆ ରାଜଘାଟରେ ପହଞ୍ଚିଛନ୍ତି। ବିରୋଧୀ ଦଳ ନେତା ଆତିଶୀ ମଧ୍ୟ ସେମାନଙ୍କ ସହିତ ଉପସ୍ଥିତ ଥିଲେ। ସେମାନେ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । … Read More

ଦୁଇ ସୁରକ୍ଷାକର୍ମୀଙ୍କୁ ଛୁରାମାଡ଼, ନାମ ଓ ଧର୍ମ ପଚାରିବା ପରେ କଲମା ପଢ଼ିବାକୁ ବାଧ୍ୟ କଲା ଆତଙ୍କୀ

ମୁମ୍ବାଇ : ମୁମ୍ବାଇର ମୀରା ରୋଡ୍ ଅଞ୍ଚଳରେ ଜଣେ ୩୧ ବର୍ଷୀୟ ଯୁବକ ଦୁଇଜଣ ସୁରକ୍ଷାକର୍ମୀଙ୍କୁ ”କଲମା” ପଢ଼ିବାକୁ ବାଧ୍ୟ କରିବା ସହ ନିର୍ମମ ଭାବେ ଛୁରାମାଡ଼ କରିଛି । ଅଭିଯୁକ୍ତ ଜୈବ୍ ଜୁବେର ଅନସାରୀକୁ ପୋଲିସ ଗିରଫ କରିଛି । ମହାରାଷ୍ଟ୍ର … Read More

ଭାରତ ଆସିଲା ଦାଉଦର ସହଯୋଗୀ ସଲିମ ଡୋଲା, ମୁମ୍ବାଇ ପୋଲିସ କରିବ ଜେରା

ନୂଆଦିଲ୍ଲୀ : ଭାରତ ଆସିଲା ଦାଉଦର ଡାହାଣ ହାତ । ଭାରତ ଆସିଲା ଦାଉଦର ଡାହାଣ ହାତ ସଲିମ ଡୋଲା । ଅଣ୍ଡରୱାର୍ଲ୍ଡ ଡନ୍ ଦାଉଦ ଇବ୍ରାହିମର ଅତି ନିକଟତର ସହଯୋଗୀ ସଲିମ ଡୋଲାକୁ ଭାରତ ଅଣାଯାଇଛି । ଆଜି ସକାଳେ ତାକୁ … Read More

ଯୁବପିଢିଙ୍କ ସହ ଫୁଟବଲ ଖେଳିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ସିକ୍କିମ ଗସ୍ତରେ ରହିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ସିକ୍କିମର ୫୦ତମ ସ୍ଥାପନା ଦିବସ ସମାରୋହରେ ସାମିଲ ହୋଇଛନ୍ତି । ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ଗ୍ୟାଙ୍ଗଟକର ଯୁବପିଢିଙ୍କ ସହିତ ଫୁଟବଲ୍ ଖେଳିଛନ୍ତି । ଯାହାର ଫଟୋ ସୋସିଆଲ … Read More

ରେଳ ଧାରଣାରେ ବିସ୍ଫୋରଣ,: ମୃତଦେହ ଉଦ୍ଧାର

ପଞ୍ଜାବ : ଗତକାଲି ବିଳମ୍ବିତ ରାତିରେ ପଞ୍ଜାବର ପଟିଆଲାରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି । ଶମ୍ଭୁ-ଅମ୍ବାଲା ରେଲୱେ ଟ୍ରାକ ନିକଟରେ ଏହି ବିସ୍ଫୋରଣ ଘଟି ଟ୍ରାକ୍ କ୍ଷତିଗ୍ରସ୍ତ ହୋଇଛି । ବିସ୍ଫୋରଣ ଘଟିଥିବା ସ୍ଥାନରେ ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି । … Read More