କାଠ ଫାଳିଆରେ ପିଟି ସ୍ତ୍ରୀକୁ ମାରିଦେଲା ସ୍ୱାମୀ

ବଣାଇ : ଘରୋଇ କଳିରୁ ସ୍ତ୍ରୀକୁ ମାରିଦେଲା ସ୍ୱାମୀ ।  ଏଭଳି ଅଭିଯୋଗ ଆସିଛି ସୁନ୍ଦରଗଡ ଲହୁଣୀପଡା ଥାନା ବରଶୁଆଁ ନିକଟ ଶସ୍ୟକଳା ଗାଁରୁ ।  ସୂଚନା ଅନୁଯାୟୀ, ଶସ୍ୟକଳା ଗାଁର ସାରଫିନା ମିଞ୍ଜ ଏବଂ ସ୍ୱାମୀ ଜୁଲୁ ମିଞ୍ଜ ମଧ୍ୟରେ କୌଣସି … Read More

ଅଫିସରେ କାମ କରୁଥିବା ବେଳେ ହୃଦଘାତ: ଟଳିପଡ଼ିଲେ ଡ଼ିଏଫଓ

ଭଦ୍ରକ: ଅଫିସରେ କାମ କରୁଥିବା ସମୟରେ ଡ଼ିଏଫଓଙ୍କ ମୃତ୍ୟୁ । ହୃଦଘାତରେ କାର୍ଯ୍ୟରତ ଡ଼ିଏଫଓଙ୍କ ମୃତ୍ୟୁ । ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ କାର୍ଯ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ସୌଭାଗ୍ୟ ରଞ୍ଜନ ସାହୁଙ୍କ ହୃଦଘାତରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତାଙ୍କ ଘର … Read More

ଟ୍ରକ ପଛରେ ପିଟିଲା ଆମ୍ବୁଲାନ୍ସ, ଆଟେଣ୍ଡାଣ୍ଟ ମୃତ

ଢେଙ୍କାନାଳ: ଭାରସାମ୍ୟ ହରାଇ ଟ୍ରକ ପଛରେ ପିଟିଲା ଆମ୍ବୁଲାନ୍ସ, ଜଣେ ଆଟେଣ୍ଡାଣ୍ଟ ମୃତ । ଆମ୍ବୁଲାନ୍ସ ଡ୍ରାଇଭର ଗୁରୁତର । ଆମ୍ବୁଲାନ୍ସଟି ଭୁବନେଶ୍ଵରରୁ ଅନୁଗୁଳ ଫେରୁଥିଲା । ଢେଙ୍କାନାଳ ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳ ନିକଟରେ ଘଟିଛି ଏହି … Read More

ରାଜଧାନୀରେ ହଣାକଟା, ଭାଇକୁ ଗୋଡ଼ାଇ ଗୋଡ଼ାଇ ହାଣିଲା ଭାଇ

ଭୁବନେଶ୍ୱର : ଭୁବନେଶ୍ୱର ସାଲିଆ ସାହିରେ ପୁଣି ହଣାକଟା । ଭାଇକୁ ଗୋଡ଼ାଇ ଗୋଡ଼ାଇ ହାଣିଲା ଭାଇ । ବଡ ଭାଇ ଭୁଜାଲି ଚୋଟରେ ସାନ ଭାଇ ଗୁରୁତର ।  ମୈତ୍ରୀ ବିହାର ପୋଲିସ ପହଞ୍ଚି ଆରମ୍ଭ କରିଛି ତଦନ୍ତ । ଖବର … Read More

୨୦୨୭ ଜାନୁଆରୀ ଯାଏଁ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ୍ କାର୍ଯ୍ୟକାଳ

କଟକ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି । ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲର ଅବଧି । ୨୦୨୭ ଜାନୁଆରୀ ଯାଏଁ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ୍ କାର୍ଯ୍ୟକାଳ । ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦର ସମାଧାନ ପାଇଁ … Read More

ଦୁଇ ବସ ଧକ୍କା: ୩୦ରୁ ଅଧିକ ଯାତ୍ରୀ ଆହତ

ସାଲେପୁର: ସାଲେପୁର ନନ୍ଦୋଳଗଡ଼ା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇ ଯାତ୍ରୀବାହୀ ବସ ମଧ୍ୟରେ ଧକ୍କା ହୋଇଛି । ଦୁର୍ଘଟଣା ପରେ ଭାରସାମ୍ୟ ହରାଇ ବିଲକୁ ଖସିଲେ ଦୁଇ ବସ୍ । ଦୁର୍ଘଟଣାରେ ଉଭୟ ବସରେ ୩୦ରୁ ଅଧିକ ଯାତ୍ରୀ ଆହତ … Read More

ଆତଙ୍କବାଦୀ ଲିଙ୍କ ଅଭିଯୋଗରେ ଭୁବନେଶ୍ୱରରୁ ଯୁବକଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆତଙ୍କବାଦୀ ଲିଙ୍କ ଅଭିଯୋଗରେ ଜଣେ ଯୁବକ ଗିରଫ । ମହମ୍ମଦ ଇମ୍ରାନକୁ ଗିରଫ କଲା ଦିଲ୍ଲୀ ପୋଲିସର ସ୍ପେସାଲ୍ ବ୍ରାଞ୍ଚ । ୟୁନିଟ୍ ୬ଅଞ୍ଚଳରୁ କମିଶନରେଟ ପୋଲିସ ସହାୟତାରେ ଇମ୍ରାନକୁ ଦିଲ୍ଲୀ ପୋଲିସ ଗିରଫ କରିଛି । ଭୁବନେଶ୍ୱର ଡିସିପି … Read More

ହିଟୱେଭ୍‌ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଏପ୍ରିଲ୍ ଦ୍ୱିତୀୟ ସପ୍ତାହ ଆରମ୍ଭ ହେବା ସହିତ ପାଗ ସମ୍ପୂର୍ଣ୍ଣ ପରିବର୍ତ୍ତନ ହୋଇଯାଇଛି। ସୂର୍ଯ୍ୟ ଏବେ ଉତ୍ତର ଭାରତରେ ସିଧାସଳଖ ଉପର ମୁଣ୍ଡରେ ଅଛି ଏବଂ ଅପରାହ୍ନର ଗରମ ଲୋକଙ୍କୁ ଜ୍ୱଳାଉଛନ୍ତି। ଅଜିଠୁ କଲବଲ କରିବ ତାତି। ପଶ୍ଚିମରେ ତାତି, … Read More

ଆରଜି କର ମେଡିକାଲ କଲେଜ ଗଣଦୁଷ୍କର୍ମ ପୀଡ଼ିତାଙ୍କ ମା’ଙ୍କୁ ଟିଏମସି କର୍ମୀଙ୍କ ଆକ୍ରମଣ

ନୂଆଦିଲ୍ଲୀ: ଆରଜି କର ମେଡିକାଲ କଲେଜ ଗଣଦୁଷ୍କର୍ମ ଘଟଣାର ପୀଡ଼ିତାଙ୍କ ମାଙ୍କୁ ଟିଏମସିର କିଛି କର୍ମୀ ହଇରାଣ କରିଥିବା ଅଭିଯୋଗ ଆଣିଛନ୍ତି ପୂର୍ବତ୍ତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତ୍ରୀ ସ୍ମୃତି ଇରାନୀ। ଯାହାର ଏକ ଭିଡ଼ିଓ ମଧ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ … Read More

ଇମେଲ୍ ମାଧ୍ୟମରେ ବିହାର ବିଧାନସଭାକୁ ବୋମା ଧମକ

ପାଟନା: ଶୁକ୍ରବାର ବିହାର ବିଧାନସଭାକୁ ଇମେଲ୍ ମାଧ୍ୟମରେ ବୋମା ଧମକ ମିଳିଛି। ଘଟଣାକୁ ନେଇ ବିଧାନସଭା ପରିସରରେ ବ୍ୟାପକ ପୁଲିସ ମୃତୟନ କରାଯାଇଛି। ଘଟଣାକୁ ନେଇ ସଚିୱାଲେ-୧ ସବଡିଭିଜନାଲ୍ ପୁଲିସ ଅଧିକାରୀ (SDPO) ଅନୁ କୁମାରୀ କହିଛନ୍ତି, ଆମେ ସୂଚନା ପାଇଲୁ … Read More