LPG କଳାବଜାରୀ: ରାଜ୍ୟବ୍ୟାପୀ ଚଢ଼ାଉ ଜୋରଦାର, ୩୪୩୫ ସିଲିଣ୍ଡର ଜବତ

ଭୁବନେଶ୍ୱର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ୱାଭାବିକ ରହିଛି । ମାତ୍ର ବିଭିନ୍ନ କାରଣ ଦର୍ଶାଇ କିଛି କଳାବଜାରୀ ଓ ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ପ୍ରତିହତ … Read More

ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ: ବଣ୍ଟନ ପ୍ରକ୍ରିୟା ଶେଷ ପାଇଁ ଓସେପାର ନିର୍ଦ୍ଦେଶ

ଭୁବନେଶ୍ୱର: ସମସ୍ତ ଜିଲ୍ଲାର ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଓସେପାର ନିର୍ଦ୍ଦେଶ । ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ଦେବାକୁ ନିର୍ଦ୍ଦେଶ। ଖରାଛୁଟି ଆରମ୍ଭ ହେବା ପୂର୍ବରୁ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ବଣ୍ଟାଯିବ ୟୁନିଫର୍ମ। ୟୁନିଫର୍ମ ବଣ୍ଟନ ପ୍ରକ୍ରିୟା ଶେଷ ପାଇଁ ଓସେପା ଦେଇଛି … Read More

ଉଛୁଳିଲା ସେୟାର ବଜାର, ପୁଣି ବଢିଲା ସୁନା ଦର

ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଅସ୍ତ୍ରବିରତି ଏବଂ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ହ୍ରାସ ଯୋଗୁଁ ଆଜି ଏସୀୟ ବଜାରରେ ତୀବ୍ର ବୃଦ୍ଧି ଘଟିଛି। ଏହାର ପ୍ରତିଫଳନ ଘରୋଇ ଷ୍ଟକ୍ ବଜାର ଉପରେ ମଧ୍ୟ ପଡୁଛି। ପ୍ରାରମ୍ଭିକ କାରବାରରେ ବିଏସଇ ସେନସେକ୍ସ ୨୭୦୦ … Read More

ନିର୍ବାଚନ ପ୍ରଚାର ବେଳେ ଗୁଜରାଟୀଙ୍କ ଉପରେ ଟିପ୍ପଣୀ ଦେଇ କ୍ଷମା ମାଗିଲେ ମଲ୍ଲିକାର୍ଜୁନ ଖଡଗେ

ନୂଆଦିଲ୍ଲୀ : କେରଳ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ଗୁଜରାଟ ଲୋକଙ୍କ ଉପରେ ଦେଇଥିବା ଟିପ୍ପଣୀକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ କ୍ଷମା ମାଗିଛନ୍ତି । ସେ ଜାଣିଶୁଣି ଏଭଳି ଟିପ୍ପଣୀ ଦେଇନଥିଲେ, ଆଉ ଏହାକୁ ଜାଣିଶୁଣି ଭୁଲ୍ ଭାବେ ଦର୍ଶାଯାଉଛି, … Read More

ତୁରନ୍ତ ଇରାନ ଛାଡ଼ିବାକୁ ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଆମେରିକା-ଇରାନ ଯୁଦ୍ଧବିରତି ମଧ୍ୟରେ କେନ୍ଦ୍ର ସରକାର ଭାରତୀୟମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି । ଯେଉଁଥିରେ ଭାରତୀୟମାନଙ୍କୁ ଯଥାଶୀଘ୍ର ଇରାନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏପରିକି କେନ୍ଦ୍ର ସରକାର ଭାରତୀୟମାନଙ୍କ ପାଇଁ ହେଲ୍ପଲାଇନ୍ ନମ୍ବର ମଧ୍ୟ ଜାରି … Read More

ଆମେରିକା ଓ ଇରାନ ମଧ୍ୟରେ ଯୁଦ୍ଧ ବିରତିକୁ ସମର୍ଥନ ଜଣାଇଲା ଇସ୍ରାଏଲ

ନୂଆଦିଲ୍ଲୀ : ଆମେରିକା ଓ ଇରାନ ମଧ୍ୟରେ ହୋଇଥିବା ଯୁଦ୍ଧ ବିରାମକୁ ଇସ୍ରାଏଲ ସମର୍ଥନ ଦେଇଛି । ଯୁଦ୍ଧ ବିରତି ପରେ ଇସ୍ରାଏଲର ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଇସ୍ରାଏଲର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ଇରାନ ସହିତ ଯୁଦ୍ଧ ବିରାମରେ ଆମେରିକାର … Read More

ଆସାମ, କେରଳ ଓ ପୁଡୁଚେରୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଶେଷ, ୯ରେ ମତଦାନ

ନୂଆଦିଲ୍ଲୀ : ଆସାମ, କେରଳ ଓ ପୁଡୁଚେରୀ ବିଧାନସଭା ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ ହୋଇଛି । ଆସନ୍ତା ୯ ତାରିଖ ଏହି ରାଜ୍ୟଗୁଡିକରେ ଭୋଟଗ୍ରହଣ କରାଯିବ । ଆସାମ ବିଧାନସଭାର ୧୨୬, କେରଳର ୧୪୦ ଏବଂ ପୁଡୁଚେରୀର ୩୦ ଆସନ ପାଇଁ … Read More

ଯୁଦ୍ଧବିରତି ଘୋଷଣା ପରେ ହର୍ମୁଜ ପ୍ରଣାଳୀ ଖୋଲିବାକୁ ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ଇରାନର ସର୍ତ୍ତ । ଆମେରିକା ପକ୍ଷରୁ ଯୁଦ୍ଧବିରତି ଘୋଷଣା ହେବା ପରେ ଇରାନର ‘ଉଚ୍ଚସ୍ତରୀୟ ଜାତୀୟ ସୁରକ୍ଷା ପରିଷଦ’ ଏହାକୁ ଗ୍ରହଣ କରିଛି । ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଗଚି କହିଛନ୍ତି ଯେ, ଯଦି ଆମେରିକା … Read More

ଯୁଦ୍ଧବିରତି ପରେ ୧୭% କମିଲା ତେଲ ଦର !

ନୂଆଦିଲ୍ଲୀ: ଯୁଦ୍ଧବିରତି ପରେ ୧୭% କମିଲା ତେଲ ଦାମ!। ଆଜି ବିଶ୍ୱ ଶକ୍ତି ବଜାରରେ ଇତିହାସର ଏକ ବଡ଼ ଧରଣର ଦର ହ୍ରାସ ଦେଖିବାକୁ ମିଳିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା … Read More

ଇରାନ ସହ ୨ ସପ୍ତାହ ପାଇଁ ଶାନ୍ତି ଚୁକ୍ତି କଲେ ଟ୍ରମ୍ପ

ନୂଆଦିଲ୍ଲୀ: ଟଳିଲା ମହାଯୁଦ୍ଧର ବିପଦ! ଟ୍ରମ୍ପଙ୍କ ବଡ଼ ନିଷ୍ପତ୍ତି । ଇରାନ ସହ ୨ ସପ୍ତାହ ପାଇଁ ଶାନ୍ତି ଚୁକ୍ତି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା କରିଛନ୍ତି । ନିଜେ ସେଟ୍ … Read More