ସୋସିଆଲ ମିଡିଆରେ ଅଶ୍ଲୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର:ସୋସିଆଲ ମିଡିଆ ୟୁଜର୍ସ ସାବଧାନ। ସୋସିଆଲ ମିଡିଆରେ ଅଶ୍ଲୀଳ କିମ୍ବା ଅପଶବ୍ଦ ବ୍ୟବହାର କରୁଛନ୍ତି କି ହୋଇଯାଆନ୍ତୁ ସାବଧାନ। ଏଣିକି ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର କଠୋର … Read More

ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଲେ ସସ୍ମିତ ପାତ୍ର

ଭୁବନେଶ୍ୱର : ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଲେ ସସ୍ମିତ ପାତ୍ର। ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର। ସସ୍ମିତ ପାତ୍ର ୨୦୨୨ରେ ଦ୍ବିତୀୟ ଥର ପାଇଁ ରାଜ୍ୟସଭାକୁ ଯାଇଥିଲେ। ତାଙ୍କୁ ସଂସଦୀୟ ଦଳ ନେତା କରିଥିଲା … Read More

ମହିଳା ସଂରକ୍ଷଣ ବିଲକୁ କ୍ୟାବିନେଟର ଗ୍ରୀନ୍ ସିଗନାଲ୍, ୮୧୬କୁ ବୃଦ୍ଧି ହେବ ଲୋକସଭା ସିଟ୍ ସଂଖ୍ୟା

ଭୁବନେଶ୍ୱର : ଲୋକସଭା ସିଟ୍ ସଂଖ୍ୟା ୮୧୬କୁ ବୃଦ୍ଧି ହେବ । ମହିଳା ସଂରକ୍ଷଣ ବିଲ୍ କୁ କ୍ୟାବିନେଟ୍ ର ଗ୍ରୀନ୍ ସିଗ୍ ନାଲ୍ । ଦେଶର ସଂସଦୀୟ ଇତିହାସରେ ଏକ ବଡ଼ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି କେନ୍ଦ୍ର ସରକାର। ମହିଳାମାନଙ୍କୁ ସଂସଦ … Read More

ହଷ୍ଟେଲ ଓ ଲାଇବ୍ରେରୀ ସୁବିଧା ଦାବିରେ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ସୁନାବେଡ଼ା କ୍ୟାମ୍ପସରେ ଝୁଲିଲା ତାଲା

କୋରାପୁଟ : କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ସୁନାବେଡ଼ା କ୍ୟାମ୍ପସରେ ତାଲା । ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ା କ୍ୟାମ୍ପସର ଛାତ୍ରଛାତ୍ରୀ ବିଭିନ୍ନ ଦାବିନେଇ ଶାନ୍ତିପୂର୍ଣ୍ଣଭାବେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ସହ ଜିଲ୍ଲା ସ୍ତରୀୟ କଂଗ୍ରେସ ନେତା … Read More

ଆସିଲା ରାଉରକେଲା ବିମାନ ଦୁର୍ଘଟଣାର ତଦନ୍ତ ରିପୋର୍ଟ

ରାଉରକେଲା : ରାଉରକେଲା ବିମାନ ଦୁର୍ଘଟଣାର ଆସିଲା ତଦନ୍ତ ରିପୋର୍ଟ । ଅଏଲ ପ୍ରେସର କମ୍ ଯୋଗୁଁ ଦୁର୍ଘଟଣା ହୋଇଥିବା କହିଲା AAIB । ଗତ ଜାନୁଆରୀ ୧୦ ତାରିଖରେ ରାଉରକେଲାରେ ପ୍ଳେନ କ୍ରାସ୍ ହୋଇଥିଲା । AAIB ପକ୍ଷରୁ ହୋଇଥିବା ଦୁର୍ଘଟଣାର … Read More

ପତ୍ନୀର ତଣ୍ଟି କାଟିଲା ସ୍ବାମୀ, ହତ୍ୟା ପରେ କଲା ଆତ୍ମସମର୍ପଣ

ଭୁବନେଶ୍ବର : ଭୁବନେଶ୍ବର ଏୟାରଫିଲ୍ଡ ଥାନା କୁହାରେ ବୀଭତ୍ସ ହତ୍ୟାକାଣ୍ଡ । ପରିବା କଟା ଛୁରୀରେ ପତ୍ନୀର ତଣ୍ଟି କାଟିଲା ସ୍ବାମୀ । ପତ୍ନୀକୁ ହତ୍ୟା କରିବା ପରେ ଆତ୍ମସମର୍ପଣ କଲା ସ୍ବାମୀ । ଅଭିଯୁକ୍ତ ସ୍ବାମୀ ଦେବରାଜ ଷଡ଼ଙ୍ଗୀକୁ ଗିରଫ କରି … Read More

କାଠ ଗୋଲା ଭିତରେ ବେଆଇନ ଗ୍ୟାସ୍ ଗୋଦାମ, ଚଢ଼ାଉ ବେଳେ ମିଳିଲା ବିପୁଳ ପରିମାଣର ସିଲିଣ୍ଡର

ଭୁବନେଶ୍ବର: କାଠ ଗୋଲା ଭିତରେ ଗ୍ୟାସ୍ ଗୋଦାମ । ବେଆଇନ ଗ୍ୟାସ ମହଜୁଦ ରଖିବା ଅଭିଯୋଗରେ ବଡ଼ ଧରଣର ଚଢାଉ। ଗ୍ୟାସ ଗୋଦାମରେ ଚଢାଉ କରୁଛି ଯୋଗାଣ ବିଭାଗ । ଭୁବନେଶ୍ବର ସାମନ୍ତରାପୁର ଛକ ନିକଟରେ ଚଢ଼ାଉ ହୋଇଛି। ଚଢ଼ାଉ ବେଳେ ମିଳିଲା … Read More

ଶୋଇଥିବା ବେଳେ ଗଛ ପଡ଼ି ଭାଙ୍ଗିଲା ଘର, ୩ ଗୁରୁତର

ସୋର: ଖଇରାରେ କାଳବୈଶାଖୀରେ ପ୍ରଭାବ। ବାଲେଶ୍ବର ଜିଲ୍ଲା ଖଇରା ବ୍ଲକ କଇଁଥଗଡିଆ ପଞ୍ଚାୟତର ବିଭିନ୍ନ ସ୍ଥାନରେ ଵର୍ଷା, ପବନ, ବିଜୁଳି ଘଡଘଡିର ତାଣ୍ଡବ। ପବନରେ ଭାଙ୍ଗିଲା ଘର ଓ ଅନେକ ବଡ଼ ବଡ଼ ଗଛ । ଲୋକେ ଶୋଇଥିବା ବେଳେ ଗଛ ପଡ଼ି … Read More

ମହୁମାଛି ଆକ୍ରମଣରେ ଜଣେ ମୃତ

କୁଚିଣ୍ଡା: ମହୁମାଛି ଆକ୍ରମଣ ରେ ଜଣେ ମୃତ, ଜମନକିରା ବ୍ଲକ ଅନ୍ତର୍ଗତ ଗୁଲୁଜିପାଲି ଗ୍ରାମର ବାସୁଦେବ କିସାନ ମହୁଲ ଫୁଲ ଗୋଟାଉଥିବା ସମୟରେ ମହୁ ମାଛି ଆକ୍ରମଣ କରିଥିଲେ । ତାଙ୍କୁ ତୁରନ୍ତ ଫାଶୀମାଲ ଡାକ୍ତରଖାନା କୁ ଅଣାଯାଇଥିଲା କିନ୍ତୁ ଡାକ୍ତର ତାଙ୍କୁ … Read More

ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ, ୬ ସ୍ଥାନରେ ଚଢ଼ଉ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ । ସେଣ୍ଟ୍ରାଲ ଇରିଗେସନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ମହାନ୍ତିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍ … Read More