‘ଟ୍ରମ୍ପ ପାଗଳ’- ଆମେରିକୀୟ ନେତା
ୱାଶିଂଟନ : ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଆକ୍ରମଣ ଏବଂ ଯୁଦ୍ଧବିରତି ସମ୍ପର୍କରେ ଲଗାତାର ପରିବର୍ତ୍ତନଶୀଳ ବୟାନ ଯୋଗୁଁଁ ରାଷ୍ଟ୍ରପତି ଟ୍ରମ୍ପ ସାରା ବିଶ୍ୱରେ ଉପହାସର ପାତ୍ର ହୋଇଛନ୍ତି। ଏହି ପରିସ୍ଥିତି ଆମେରିକାର ଅନ୍ତର୍ଜାତୀୟ … Read More
