ଅବକାରୀ ବିଭାଗର ନୂଆ ଗାଇଡଲାଇନ, ଏଣିକି ଟେଟ୍ରା ପ୍ୟାକରେ ମିଳିବ ମଦ

ଭୁବନେଶ୍ୱର : ଅବକାରୀ ବିଭାଗର ନୂଆ ଗାଇଡଲାଇନ । ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ । ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର । ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ନୂଆ ଗାଇଡଲାଇନ ଅନୁସାରେ, … Read More

ବାଣ ଭିଡିବା ବେଳେ ବିସ୍ଫୋରଣ, ଗୋଟିଏ ପରିବାରର ୬ ଗୁରୁତର

ନୟାଗଡ : ବାଣ ଭିଡିବା ବେଳେ ବିସ୍ଫୋରଣ । ବିସ୍ଫୋରଣରେ ଗୋଟିଏ ପରିବାରର ୬ ଜଣ ଗୁରୁତର ଆହତ ହୋଇଛନ୍ତି । ନୟାଗଡ ଜିଲ୍ଲା ଦଶପଲ୍ଲା ନୂଆଗାଁ ଥାନା କୋରଡା ଗାଁରେ ବିସ୍ଫୋରଣ ହୋଇଛି । ସୂଚନାଥାଉକି, ଦଶପଲ୍ଲାରେ ୭ ତାରିଖରେ ହେବାକୁ … Read More

ରାଜ୍ୟରେ ଅସମ୍ଭାଳ ଖରା, ଆସନ୍ତା ତିନି ଦିନରେ ଆହୁରି ବଢିବ ତାତି

ଭୁବନେଶ୍ୱର : ରାଜ୍ୟରେ ଅସମ୍ଭାଳ ଖରା । ବିଶେଷକରି ପଶ୍ଚିମ ଓଡିଶାର ଅଧିକାଂଶ ସ୍ଥାନରେ ତାତି ବଢିବାରେ ଲାଗିଛି । ଝାରସୁଗୁଡ଼ାରେ ଗତକାଲି ସର୍ବାଧିକ ୪୦.୬ ଡିଗ୍ରୀ ତାତି ରେକର୍ଡ ହୋଇଥିଲା । ସେହିଭଳି ଟିଟିଲାଗଡ଼ରେ ୪୦ ଡିଗ୍ରୀ ପାରଦ ରହଥିଲା । … Read More

ଅବକାରୀ ବିଭାଗରେ ୩କୋଟି ୬୭ ଲକ୍ଷ ଟଙ୍କାର ଘୋଟାଲା: ୨ଗିରଫ, ୨୪ ଲକ୍ଷ ଜବତ

ସମ୍ବଲପୁର: ଅବକାରୀ ବିଭାଗରେ ୩କୋଟି ୬୭ ଲକ୍ଷ ଟଙ୍କାର ମହାଘୋଟାଲା । ୨୪ ଲକ୍ଷ ନଗଦ ଟଙ୍କା ଜବତ ହେବା ସହ ୨ଗିରଫ । ସମ୍ବଲପୁର ଜିଲ୍ଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ସାମ୍ନାକୁ ଆସିଛି । ଜାଲିଆତି … Read More

ଦୁଇଦିନ ପରେ ମିଳିଲା ନିଖୋଜ ନାବାଳିକାର ମୃତଦେହ

ରାଜନଗର : ୨ ଦିନ ପରେ ମିଳିଲା ମୃତଦେହ । ନିଖୋଜର ଦୁଇଦିନ ପରେ ୭ ବର୍ଷ ନାବାଳିକାର ମୃତଦେହ ଉଦ୍ଧାର । ମୃତ ନାବାଳିକାଙ୍କ ଘର ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ । ଦୀର୍ଘଦିନ ହେଲା ମାମୁଘର ରାଜନଗର ଥାନା ଆନ୍ତର୍ଗତ … Read More

୮ ଯାଏ ବର୍ଷା, ୧୨ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ସବୁ ଜିଲାଗୁଡିକ ହେଲା ମୟୂରଭଞ୍ଜ, … Read More

ଆରମ୍ଭ ହେଲା ଯୁକ୍ତ ଦୁଇ ଖାତାଦେଖା

ଭୁବନେଶ୍ୱର: ଓଡିଶାରେ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ। ରାଜ୍ୟରେ ଆରମ୍ଭ ହୋଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଖାତା ଦେଖା। ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ୧୫୧ଟି କେନ୍ଦ୍ରରେ ନିୟୋଜିତ ୮୨୫୮ … Read More

ଦିଲ୍ଲୀବାସୀଙ୍କ ପାଇଁ ନୂଆ ବିଦ୍ୟୁତ୍ ସଂଯୋଗ ନେବା ହେବ ସହଜ: ଲାଗୁ ହେବ ନୂଆ ନିୟମ

ନୂଆଦିଲ୍ଲୀ: ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ସେବା ପାଇବା ସହଜ ହେବ। ଦିଲ୍ଲୀ ବିଦ୍ୟୁତ୍ ନିୟାମକ ଆୟୋଗ (DERC) ଦ୍ୱାରା ଜାରି କରାଯାଇଥିବା ଏକ ନୋଟିସ୍ ଅନୁଯାୟୀ, ନୂତନ ବିଦ୍ୟୁତ୍ ସଂଯୋଗ ପାଇବା ପ୍ରକ୍ରିୟାରେ ଏକ ବୈପ୍ଳବିକ ପରିବର୍ତ୍ତନ କରାଯାଇଛି। ରେଖା … Read More

୧୬୭.୨୦ କୋଟି ଟଙ୍କାରେ ବିକ୍ରି ହେଲା ଚିତ୍ରଶିଳ୍ପୀ ରାଜା ରବି ବର୍ମାଙ୍କ ‘ଯଶୋଦା ଏବଂ କୃଷ୍ଣ’ ପେଣ୍ଟିଂ

ନୂଆଦିଲ୍ଲୀ: ପେଣ୍ଟିଂର ଦାମ୍ ୧୬୭ କୋଟି । ରେକର୍ଡ ଭାଙ୍ଗିଲା ପ୍ରସିଦ୍ଧ ଭାରତୀୟ ଚିତ୍ରଶିଳ୍ପୀ ରାଜା ରବି ବର୍ମାଙ୍କ ‘ଯଶୋଦା ଏବଂ କୃଷ୍ଣ’ ପେଣ୍ଟିଂ । ୧୬୭.୨୦ କୋଟି ଟଙ୍କାରେ ବିକ୍ରି ହେଲା ଏହି ଆକର୍ଷଣୀୟ ଫଟୋ ଚିତ୍ର । ଏହାକୁ … Read More

ପାକିସ୍ଥାନକୁ କଡା ଚେତାବନୀ ଦେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

ନୂଆଦିଲ୍ଲୀ: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧର ଉଷ୍ମତା ଦିନକୁ ଦିନ ବଢିବାରେ ଲାଗିଛି। ଏହି ସମୟରେ, ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପାକିସ୍ତାନକୁ କଡ଼ା ଚେତାବନୀ ଦେଇଛନ୍ତି। କେରଳରେ “ସୈନିକ ସମ୍ମାନ ସମ୍ମିଳନୀ”ରେ ଭାଷଣ ଦେଇ ରାଜନାଥ ସିଂହ … Read More