ମମତା ବାନାର୍ଜୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ କାରଣ ଦର୍ଶାଅ ନୋଟିସ୍‌

ନୂଆଦିଲ୍ଲୀ : ପଶ୍ଚିମବଙ୍ଗରେ ଏସ୍‌ଆଇଆର୍‌  କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ ସୁପ୍ରିମକୋର୍ଟ ମମତା ବାନାର୍ଜୀ ସରକାରଙ୍କୁ ଭର୍ତ୍ସନା କରିଛନ୍ତି। ଏହା ସହିତ ମୁଖ୍ୟ ସଚିବ, ଗୃହ ସଚିବ ଏବଂ … Read More

ରାଘବ ଚଢାଙ୍କୁ ରାଜ୍ୟସଭାର ଉପନେତା ପଦରୁ ହଟାଇଲା ଆପ୍

ନୂଆଦିଲ୍ଲୀ : ରାଜ୍ୟସଭା ସାଂସଦ ରାଘବ ଚଢାଙ୍କୁ ଲାଗିଲା ବଡ଼ ଝଟକା । ରାଜ୍ୟସଭାର ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇଲା ଆମ ଆଦମୀ ପାର୍ଟି । ତାଙ୍କ ସ୍ଥାନରେ ସାଂସଦ ଅଶୋକ ମିତ୍ତଲଙ୍କୁ ଆପ୍ ଉପନେତା କରିବାକୁ ନିଷ୍ପତ୍ତି ନେଇଛି । … Read More

୪୦ଟି ପେଟ୍ରୋଲିୟମ ସାମଗ୍ରୀ ଉପରୁ ସୀମା ଶୁଳ୍କ ସମ୍ପୂର୍ଣ୍ଣ ଛାଡ଼

ନୂଆଦିଲ୍ଲୀ : ପେଟ୍ରୋଲିୟମ ସଂକଟ ଭିତରେ ସାର, ଫାର୍ମାସ୍ୟୁଟିକାଲ ଓ ପ୍ଲାଷ୍ଟି ଶିଳ୍ପକୁ ପ୍ରୋତ୍ସାହନ । ୪୦ଟି ଗୁରୁତ୍ବପୂର୍ଣ୍ଣ ପେଟ୍ରୋଲିୟମ ସାମଗ୍ରୀ ଉପରୁ ସୀମା ଶୁଳ୍କକୁ ସମ୍ପୂର୍ଣ୍ଣ ଛାଡ କଲେ କେନ୍ଦ୍ର ସରକାର । ଅର୍ଥମନ୍ତ୍ରାଳୟ ବିଜ୍ଞପ୍ତି ଜାରି କରି ଜୁନ ୩୦ … Read More

ବାପାକୁ ପିସ୍ତଲ ଦେଖାଇ ୧୦ ଲକ୍ଷ ଲୁଟିନେଲା ପୁଅ

ନୂଆଦିଲ୍ଲୀ : ବାପାକୁ ପିସ୍ତଲ ଦେଖାଇ ଟଙ୍କା ଲୁଟ୍ କରୁଥିଲା ପୁଅ । ଏବେ ପୋଲିସ ହାତରେ ଧରାପଡିଲା । ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ୧୦ ଲକ୍ଷ ଟଙ୍କା ଲୁଟ୍ ମାମଲାରେ ପୋଲିସକୁ ୨୪ ଘଣ୍ଟା ଭିତରେ ସଫଳତା ମିଳିଛି । … Read More

ମହଙ୍ଗା ହେଲା ବିମାନ ଯାତ୍ରା, ୧୦୦୦ଟଙ୍କା ଟିକେଟ୍ ଦାମ୍ ବଢାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତରାଷ୍ଟ୍ରୀୟ ବିମାନ ପାଇଁ ଇନ୍ଧନ ସରଚାର୍ଜ ବୃଦ୍ଧି କରିବାକୁ ଘୋଷଣା କରିଛି । ଏୟାର ଟର୍ବାଇନ୍ ଇନ୍ଧନ ସରଚାର୍ଜର ମୂଲ୍ୟ ବୃଦ୍ଧି ହେବା ଯୋଗୁଁ ଏହାର ପ୍ରଭାବ ଯାତ୍ରୀଙ୍କ ଉପରେ ପଡିଛି … Read More

ଇଣ୍ଡୋନେସିଆରେ ଭୂମିକମ୍ପ, ତୀବ୍ରତା ୭.୪

ଇଣ୍ଡୋନେସିଆ : ଶକ୍ତିଶାଳୀ ଭୂକମ୍ପରେ ଥରିଲା ଇଣ୍ଡୋନେସିଆ । ରିକ୍ଚର ସ୍କେଲରେ ଭୂକମ୍ପରେ ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଆଜି ସକାଳ ପ୍ରାୟ ୬ଟା ୪୮ ରେ ମୋଲୁକା ସାଗରରେ ଏହି ଭୂକମ୍ପ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ ଟେରନେଟ୍ ଠାରୁ … Read More

ରାଜ୍ୟରେ ଏଲ୍‌ପିଜି ଓ ପେଟ୍ରୋଲିୟମ୍‌ଜାତ ଦ୍ରବ୍ୟର ସୁଗମ ଯୋଗାଣ ସୁନିଶ୍ଚିତ କରିବାକୁ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ବର: ରାଜ୍ୟରେ ଏଲ୍‌ପିଜି ଓ ପେଟ୍ରୋଲିୟମ୍‌ଜାତ ଦ୍ରବ୍ୟର ସୁଗମ ଯୋଗାଣ ସୁନିଶ୍ଚିତ କରିବାକୁ ଆଜି ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଗୃହନିର୍ମାଣ ଓ ନଗର ଉନ୍ନୟନ ତଥା ସରକାରୀ … Read More

ରାଜ୍ୟରେ ୧, ୮୮୯ ନୂଆ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ

ଭୁବନେଶ୍ବର: ରାଜ୍ୟରେ ଆଉ ୧, ୮୮୯  ନୂଆ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ । ରାଜ୍ୟର ଅଙ୍ଗନବାଡ଼ି ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ ।  ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୧୮୮୯ଟି ନୂଆ ଅଙ୍ଗନବାଡ଼ି କେନ୍ଦ୍ର କୋଠାକୁ ଉଦଘାଟନ କରିଛନ୍ତି ଉପ-ମୁଖ୍ୟମନ୍ତ୍ରୀ … Read More

ପ୍ରଥମ ଦିନରେ ପ୍ରାୟ ୧୭ ହଜାର ଲୋକଙ୍କ ଗଣନା

ଭୁବନେଶ୍ଵର: ଗତକାଲିଠାରୁ ଦେଶବ୍ୟାପୀ ଜନଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। କାଲି ପ୍ରଥମ ଦିନରେ ଓଡିଶାରେ ପ୍ରାୟ ୧୭ ହଜାର ଲୋକଙ୍କ ଗଣନା ହୋଇଛି । ଜନଗଣନା ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣ ଏହି ସୂଚନା ଦେବା ସହ ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ … Read More

ପଶ୍ଚିମବଙ୍ଗ ପ୍ରଚାର ମୈଦାନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର : ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ରହିଛି। ଏଥିଲାଗି ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ଆଜି ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ। ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ବୋଧିତ କରି ବିଜେପି … Read More