କଳାବଜାରୀଙ୍କ ଉପରେ ସର୍ଜିକାଲ ଷ୍ଟ୍ରାଇକ୍: ଗଞ୍ଜାମ ଓ ଅନୁଗୁଳରୁ ୮୯ ସିଲିଣ୍ଡର ଜବତ

ଭୁବନେଶ୍ବର: ରାଜ୍ୟରେ ଗ୍ୟାସ ସିଲିଣ୍ଡରର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅସାଧୁ ବ୍ୟବସାୟୀଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛି ଯୋଗାଣ ବିଭାଗ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ପରେ ସାରା ରାଜ୍ୟରେ ଯୋଗାଣ ବିଭାଗ … Read More

ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ ପଲ, ଘରୁ ବାହାରୁ ନାହାଁନ୍ତି ଗ୍ରାମବାସୀ

ଆନନ୍ଦପୁର: ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ ପଲ। ଭୟଭୀତ ଲୋକେ। ଆନନ୍ଦପୁର ବନ୍ଯପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ ଜଙ୍ଗଲ ନିକଟବର୍ତ୍ତୀ ପୁରୁଣା ବାନ୍ଧଗୋଡ଼ା ଗାଁରେ ଦଳ ଦଳ ହୋଇ ବୁଲୁଛନ୍ତି ଭାଲୁ ପଲ । ସଞ୍ଜ ନଇଁଲେ ଗାଁ ଭିତରକୁ ପଶିଆସି … Read More

ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ସୂଚନା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG । ଲୋକସେବା ଭବନରେ ତୈଳ କମ୍ପାନୀର ପ୍ରତିନିଧି ଏବଂ ଯୋଗାଣ ବିଭାଗ ସଚିବଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର … Read More

ସରିଲା ଖାତା ଦେଖା, ମେ’ ଦ୍ୱିତୀୟ ସପ୍ତାହ ସୁଦ୍ଧା ବାହାରିବ ମାଟ୍ରିକ ଫଳ

କଟକ : ଆଜି ସରିଲା ମାଟ୍ରିକ ଖାତା ଦେଖା । ନିର୍ଭୁଲ ମୂଲ୍ୟାୟନ ସହ ବିନା ଦ୍ୱନ୍ଦରେ ସରିଛି ଖାତା ଦେଖା । ଆଜି ସକାଳ ସୁଦ୍ଧା ୪ ଜିଲ୍ଲାର ଖାତା ଦେଖା ସରିଯାଇଛି। ବୋର୍ଡକୁ ଖାତା ଗୁଡ଼ିକ ଅଣାଯାଇଛି । ଆଜିଠାରୁ … Read More

ସ୍କୁଟିକୁ ଧକ୍କା ଦେଲା ବସ୍: ଚାଲିଗଲା ୨ ଜୀବନ, ଜଣେ ଗୁରୁତର

ରାୟଗଡ଼ା: ବିବାହ ଭୋଜି ହେଲା ଶେଷ ଭୋଜି । ଦୁର୍ଘଟଣାରେ ଚାଲିଗଲା ୨ ଜୀବନ, ଜଣେ ଗୁରୁତର ହୋଇଛନ୍ତି । ବିବାହ ଭୋଜି ଖାଇ ଫେରୁଥିବା ବେଳେ ମର୍ମନ୍ତୁଦ ସଡ଼କ ହୋଇଥିଲା । କୋରାପୁଟ ଜିଲ୍ଲା ବନ୍ଧୁଗାଁ ଥାନା ସୀମାନ୍ତ ନାକଟି ରାସ୍ତାରେ … Read More

ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୪ ଲେନ୍ କରାଯାଉ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପତ୍ର ଲେଖିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୋଳ ଜିଲ୍ଲାରେ ଖଣିଜ ଉତ୍ପାଦନ ଓ ଶିଳ୍ପ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ପତ୍ର ଲେଖିିଛନ୍ତି । ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୨ରୁ ଚାରି ଲେନ୍ … Read More

ବ୍ରିଜ ଉପରୁ ନଦୀକୁ ଡେଇଁ ରିଲସ କଲାବେଳେ ଭାସିଗଲେ ଦୁଇ ଯୁବ

ଭଦ୍ରକ: ରିଲ୍ସ ହେଲା କାଳ । ବ୍ରିଜ ଉପରୁ ନଦୀକୁ ଡେଇଁ ରିଲସ କରୁଥିବାବେଳେ ଅଘଟଣ । ରିଲ୍ସବେଳେ ନଦୀରେ ଭାସିଗଲେ ଦୁଇ ଯୁବକ। ଜଣେ ଯୁବକ ଉଦ୍ଧାର ଓ ଅନ୍ୟ ଜଣେ ଯୁବକ ନିଖୋଜ । ଭଦ୍ରକ ପୁରୁଣା ବଜାର ଥାନା … Read More

ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ : ନନ୍ଦା, ଭଦ୍ରା ଓ ବୈଜୟନ୍ତୀ ଡଙ୍ଗାକୁ ପାଣିରୁ ବାହାର କଲେ ଭୋଇ ସେବକ

ପୁରୀ : ଆଜି ପବିତ୍ର ଚୈତ୍ର ପୂର୍ଣ୍ଣିମା । ମହାପ୍ରଭୁଙ୍କ ଗ୍ରୀଷ୍ମକାଳୀନ ଚନ୍ଦନ ଯାତ୍ରା ନିମନ୍ତେ ପ୍ରସ୍ତୁତି ଆରମ୍ଭ । ବର୍ଷ ତମାମ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ରହିଥିବା ନନ୍ଦା,ଭଦ୍ରା ଏବଂ ବୈଜୟନ୍ତୀ ଡଙ୍ଗାକୁ ପାଣିରୁ ବାହାର କରିଛନ୍ତି ଭୋଇ ସେବକ ମାନେ … Read More

ଉତ୍ତରାଖଣ୍ତରୁ ଧରାପଡ଼ିଲା ଚୌଦ୍ବାର ଜେଲରୁ ଚମ୍ପଟ ମାରିଥିବା ହାର୍ଡକୋର ଅପରାଧୀ ରାଜା ସାହାଣୀ

ଚୌଦ୍ବାର:ଚୌଦ୍ବାରରୁ ଚମ୍ପଟ, ଋଷିକେଶରୁ ଗିରଫ । ଚୌଦ୍ବାର ଜେଲରୁ ଚମ୍ପଟ ମାରିଥିବା ହାର୍ଡକୋର ଅପରାଧୀ ରାଜା ସାହାଣୀ ଗିରଫ । ଦୀର୍ଘ ୬ ମାସ ପରେ ଉତ୍ତରାଖଣ୍ତରୁ ଗିରଫ ହୋଇଛି ରାଜା ସାହାଣୀ । ଆଜି ସନ୍ଧ୍ୟା ସୁଦ୍ଧା ଓଡିଶା ରେ … Read More

ବିଜେପି କାର୍ଯ୍ୟାଳୟ ବାହାରେ ବୋମା ବିସ୍ଫୋରଣ

ଚଣ୍ଡିଗଡ଼: ରାଜଧାନୀ ଚଣ୍ଡିଗଡ଼ରେ ବୋମା ବିସ୍ଫୋରଣ। ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ ହେବା ଫଳରେ ଆତଙ୍କ ସୃଷ୍ଟି ହୋଇଥିଲା। ବିସ୍ଫୋରଣର ଶବ୍ଦ ବହୁ ଦୂରକୁ ଶୁଣାଯାଇଥିବା ଜଣାପଡ଼ିଛି। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ, ଅଗ୍ନିଶମ ବାହିନୀ ଏବଂ ବରିଷ୍ଠ … Read More