ଚିଠି ଲେଖି ମୁଖ୍ୟମନ୍ତ୍ରୀଙ୍କୁ ଉତ୍କଳ ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ଭୁଵନେଶ୍ୱର : ଉତ୍କଳ ଦିବସରେ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଧାନମନ୍ତ୍ରୀ ଚିଠି ଲେଖି, ଓଡ଼ିଶା ସମୃଦ୍ଧିର ନୂଆ ମାଇଲଖୁଣ୍ଟ ହାସଲ କରି ଚାଲିବ ବୋଲି କହିଛନ୍ତି । ଏହାସହ ରାଜ୍ୟ ସରକାରଙ୍କ କାର୍ଯ୍ୟକୁ ପ୍ରଶଂସା କରିଛ ନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, … Read More

ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷିତ, ୪ ମନ୍ତ୍ରୀଙ୍କୁ ମିଳିଲା ଦାୟିତ୍ବ

ଭୁବନେଶ୍ୱର : ଘୋଷଣା ହେଲା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାଁ । ୪ ମନ୍ତ୍ରୀଙ୍କୁ ୪ ଜିଲ୍ଲାର ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ବ ମିଳିଛି । ସେମାନେ ହେଲେ ସୁରେଶ ପୂଜାରୀ, ପୃଥ୍ବୀରାଜ ହରିଚନ୍ଦନ, ନିତ୍ୟାନନ୍ଦ ଗଣ୍ଡ ଓ କୃଷ୍ଣଚନ୍ଦ୍ର ପାତ୍ର … Read More

ରାଜ୍ୟପାଳଙ୍କ ଠାରୁ ରାଜ୍ୟରେ ଆରମ୍ଭ ହେଲା ୧୬ତମ ଜାତୀୟ ଜନଗଣନା

ଭୁବନେଶ୍ୱର : ରାଜ୍ୟପାଳଙ୍କ ଠାରୁ ରାଜ୍ୟରେ ଆରମ୍ଭ ହେଲା ଜନଗଣନା । ୧୫ ବର୍ଷ ପରେ ହେଉଛି ଜନଗଣନା । ଘରେ ବସି ନିଜେ ଦେଇପାରିବେ ନିଜ ପରିବାରର ତଥ୍ୟ । ପ୍ରଥମ ଥର ପାଇଁ ଜାତି ଭିତ୍ତିକ ଜନଗଣନା । ଦୀର୍ଘ … Read More

ବଦଳିଲା ନନ୍ଦନକାନନ ଖୋଲିବା ଓ ବନ୍ଦ ହେବା ସମୟ, ୧୦ ଘଣ୍ଟା ଖୋଲିବ ପ୍ରାଣୀ ଉଦ୍ୟାନ

ବାରଙ୍ଗ : ବଦଳିଲା ନନ୍ଦନକାନନ ଖୋଲିବା ଓ ବନ୍ଦ ହେବା ସମୟ । ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ରାଜ୍ୟ ତଥା ରାଜ୍ୟ ବାହାରୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ସମୟରେ ପରିବର୍ତ୍ତନ କରାଯାଇଛି । ପ୍ରତିବର୍ଷ ଭଳି … Read More

ବିଜୁ ବାବୁଙ୍କ ଉପରେ ବିବାଦୀୟ ମନ୍ତବ୍ୟ ନେଇ ନିସର୍ତ୍ତ କ୍ଷମା ମାଗିଲେ ନିଶିକାନ୍ତ ଦୁବେ

ଭୁବନେଶ୍ୱର : କ୍ଷମା ମାଗିଲେ ନିଶିକାନ୍ତ ଦୁବେ । ବିଜୁ ବାବୁଙ୍କ ଉପରେ ମନ୍ତବ୍ୟ ନେଇ କ୍ଷମା ମାଗିଲେ ସାଂସଦ ନିଶିକାନ୍ତ ଦୁବେ । ବିଜୁ ବାବୁ ଆମ ପାଇଁ ସବୁ ବେଳେ ଶୀର୍ଷ ରାଷ୍ଟ୍ରନାୟକ ରହିଛନ୍ତି ଓ ରହିବେ । ତାଙ୍କ … Read More

ସୁଆଣ୍ଡୋରେ ରାଜ୍ୟସ୍ତରୀୟ ଉତ୍କଳ ଦିବସ କାର୍ଯ୍ୟକ୍ରମ, ସ୍ୱତନ୍ତ୍ର ପ୍ରଦେଶ ଭାବେ ୯୧ ବର୍ଷରେ ପଦାର୍ପଣ କଲା ଓଡ଼ିଶା

ଭୁବନେଶ୍ୱର : ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶା ପଦାର୍ପଣ କରିଛି ୯୧ ବର୍ଷରେ । ଓଡ଼ିଶା ଦିବସ ରାଜ୍ୟସ୍ତରୀୟ ଉତ୍ସବ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ସୁଆଣ୍ଡୋ ଗ୍ରାମରେ ଅନୁଷ୍ଠିତ ହୋଇଛି। ଗତ ବର୍ଷ ଏହା … Read More

ଫୋନରେ କଥା ହେବା ବେଳେ ତିନିମହଲା ଉପରୁ ପଡ଼ି ଯୁବତୀ ମୃତ

କଟକ : ତିନିମହଲା ଉପରୁ ପଡ଼ି ଯୁବତୀ ମୃତ । କଟକ ବାଦାମବାଡ଼ି ଅଞ୍ଚଳରେ ଅଘଟଣ । ଫୋନରେ କଥା ହେଉଥିବା ବେଳେ ଛାତ ଉପରୁ ପଡ଼ି ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଯୁବତୀଙ୍କ ଘର ଜଗତସିଂହପୁର ଅଞ୍ଚଳରେ ହୋଇଥିବା ବେଳେ … Read More

ପୋଲିସ ହାଉସିଂ ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍ , ବାବୁଙ୍କ ଘରୁ ମିଳିଲା ୧ କେଜି ୧୪୦ ଗ୍ରାମ ସୁନା

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର । OPHWC ଅଧିକାରୀଙ୍କ ୨୯ ପ୍ଲଟ୍ ରହିଛି । ଜଟଣୀ ବ୍ରହ୍ମପୁର ଓ ଅନ୍ୟ ସ୍ଥାନରେ ରହିଛି ୨୯ଟି ପ୍ଲଟ । ଭୁବନେଶ୍ବର କଳଙ୍ଗ ବିହାରରେ ରହିଛି ଦୁଇଟି ଘର । … Read More

ସ୍ତ୍ରୀକୁ ପିଟିପିଟି ହତ୍ୟା, ଅଭିଯୁକ୍ତକୁ ବାନ୍ଧିଲା ପୁଲିସ

ଭୁବନେଶ୍ୱର : ପାରିବାରିକ କଳହରୁ ବିଭତ୍ସ ହତ୍ୟାକାଣ୍ଡ । ପିଟିପିଟି ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ । ଗିରଫ ହେଲା ପତ୍ନୀହନ୍ତା ସ୍ବାମୀ ଗିରଫ । ବଡଗଡ ଥାନା ବାଙ୍କୁଆଳରେ ଘଟିଛି ହତ୍ୟାକାଣ୍ଡ । ଅଭିଯୁକ୍ତ ତଥା ବ୍ୟବସାୟୀ ସୁଶାନ୍ତ ସ୍ୱାଇଁ ଗିରଫ … Read More

ଜଳିଗଲେ ମହିଳା ସ୍ବାସ୍ଥ୍ୟକର୍ମୀ, ସ୍ବାମୀ ଗୁରୁତର

ବଲାଙ୍ଗିର: ଜଳିଗଲେ ମହିଳା ସ୍ବାସ୍ଥ୍ୟକର୍ମୀ । ଉଦ୍ଧାର କରିବାକୁ ଯାଇ ସ୍ବାମୀ ଗୁରୁତର ହୋଇଛନ୍ତି । ବଲାଙ୍ଗିର ଜିଲ୍ଲା ରାମଚନ୍ଦ୍ରପୁର ଉପ ସ୍ୱାସ୍ଥ୍ୟକେନ୍ଦ୍ରର ଜଣେ ମହିଳା ସ୍ୱାସ୍ଥ୍ୟକର୍ମୀ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଗତକାଲି ରାତିରେ ଶୋଇଥିବା ବେଳେ ହଠାତ୍ ମହିଳାଙ୍କ ଦେହରେ … Read More