ରାଜ୍ୟସ୍ତରୀୟ ବଜେଟ ସଚେତନତା କର୍ମଶାଳା
ଭୁବନେଶ୍ୱର: ବଜେଟ କେବଳ ଆୟ-ବ୍ୟୟର ତାଲିକା ନୁହେଁ, ବରଂ ଏହା ଓଡ଼ିଶାର ସମଗ୍ର ଉନ୍ନତି ସହ ପ୍ରତ୍ୟେକ ନାଗରିକଙ୍କ ସ୍ୱପ୍ନ ପୂରଣର ଏକ ସୁଦୃଢ଼ ରୋଡମ୍ୟାପ୍ ବୋଲି ରାଜ୍ୟସ୍ତରୀୟ ବଜେଟ ସଚେତନତା କର୍ମଶାଳା ‘ଆମେ ଜାଣିବା, ଆମ ବଜେଟ୍’ ଅବସରରେ ମୁଖ୍ୟମନ୍ତ୍ରୀ … Read More
