ଦୁଇ ଦଣ୍ଡୁଆ ଦଳ ମଧ୍ୟରେ ସଂଘର୍ଷ, ରଣକ୍ଷେତ୍ର ପାଲଟିଲା ଦଣ୍ଡଯାତ୍ରା

ସୋରଡ଼ା : ଦୁଇ ଦଣ୍ଡୁଆ ଦଳ ମଧ୍ୟରେ ମାରପିଟ୍ ।  ରଣକ୍ଷେତ୍ର ପାଲଟିଲା ଦଣ୍ଡଯାତ୍ରା ।  ଏଭଳି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି ।  ଗଞ୍ଜାମ ଧରାକୋଟ ଥାନା ସୁନ୍ଦରାପଲ୍ଲୀ ଗାଁରେ ପଞ୍ଚୁଦଣ୍ଡ ଚାଲିଥିବା ବେଳେ ଦେଖିବାକୁ ମିଳିଛି ଏଭଳି ଘଟଣା … Read More

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ

ଉମରକୋଟ : ପୋଖରୀରେ ବୁଡ଼ି ୩ ଶିଶୁ ମୃତ ।  ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପର ପାରା ଗାଁରେ ବଡ଼ ଅଘଟଣ ।  ଦୁଇ ପରିବାରର ତିନି ଶିଶୁ କନ୍ୟାଙ୍କ ପାଣିରେ ବୁଡି ମୃତ୍ୟୁ ହୋଇଛି ।  ସ୍କୁଲରୁ … Read More

ଓଷ୍ଟେଟ- ୨୦୨୫ ପରୀକ୍ଷା ଫଳ ପ୍ରକାଶିତ, ୭୨.୩୮ ପ୍ରତିଶତ ପରୀକ୍ଷାର୍ଥୀ କୃତକାର୍ଯ୍ୟ

କଟକ : ପ୍ରକାଶ ପାଇଲା OSSTET- ୨୦୨୫ ପରୀକ୍ଷା ଫଳ । ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଇଲିଜିବିଲିଟି ଟେଷ୍ଟ- ଓଷ୍ଟେଟ । ଏଥିରେ ୭୨.୩୮ ପ୍ରତିଶତ ଆଶାୟୀ ଉତ୍ତୀର୍ଣ୍ଣ ହୋଇଥିବା ନେଇ BSE ପକ୍ଷରୁ ସୂଚନା । ମାଧ୍ୟମିକ ଶିକ୍ଷା ପରିଷଦର … Read More

ଆରମ୍ଭ ହେଲା ମା’ ତାରିଣୀଙ୍କ ଚଇତି ପର୍ବ, ସୁନାବେଶରେ ଦର୍ଶନ ଦେଉଛନ୍ତି ମାଆ

ଘଟଗାଁ : ଆଜିଠୁ ମା’ ତାରିଣୀଙ୍କ ଚଇତି ପର୍ବ । ସୁନାବେଶରେ ଦର୍ଶନ ଦେଉଛନ୍ତି ମାଆ । ଆଜି ବ୍ରହ୍ମ ମୁହୂର୍ତ୍ତରେ ପ୍ରଥମେ ମାଙ୍କୁ ହଳଦୀ, ଚୂଆ, ଗଙ୍ଗାଜଳ, ଅଘୁର,ଚନ୍ଦନ ଆଦିରେ ମହାସ୍ନାନ କରାଯାଇଥିଲା । ସ୍ନାନପରେ ମାଙ୍କୁ ସିନ୍ଦୁରରେ ସଜିତ କରାଯାଇଥିଲା … Read More

ଚଳନ୍ତି ଭଣ୍ଡାର ଗଣତି ପରେ ବାହାର ରତ୍ନଭଣ୍ଡାର ଗଣତିମଣତି ଆରମ୍ଭ

ପୁରୀ : ପୁଣି ଖୋଲିଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର । ଚଳନ୍ତି ଭଣ୍ଡାର ଗଣତି ପରେ ଆରମ୍ଭ ହୋଇଛି ବାହାର ରତ୍ନଭଣ୍ଡାର ଗଣତିମଣତି । ଦ୍ୱିତୀୟ ପର୍ଯ୍ୟାୟ ରେ ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି କରାଯାଉଛି । ଗତକାଲି ୨୦ ପ୍ରତିଶତ ଗଣତି … Read More

ୟୁଜିସିର ନିଷ୍ପତ୍ତି, ଅଙ୍ଗନୱାଡି ପିଲାଙ୍କ ପାଠପଢ଼ା ଓ ସ୍ୱାସ୍ଥ୍ୟର ଯତ୍ନ ନେବେ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ

ଭୁବନେଶ୍ବର: ୟୁଜିସିର ବଡ଼ ନିଷ୍ପତ୍ତି । ଅଙ୍ଗନୱାଡିକୁ ଆଡପ୍ଟ କରିବେ ବିଶ୍ୱବିଦ୍ୟାଳୟ । ଏଣିକି କୁନି କୁନି ପିଲାଙ୍କ ପାଠପଢ଼ା ଏବଂ ସ୍ୱାସ୍ଥ୍ୟର ଯତ୍ନ ନେବେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ । ଶିଶୁ ଶିକ୍ଷାକୁ ଅଧିକ ସୁଦୃଢ଼ କରିବା ପାଇଁ ୟୁଜିସି ଏହି … Read More

ତଣ୍ଟି ଚିପି ଭାଣିଜୀକୁ ହତ୍ୟା କଲା ମାଇଁ ! ପାଇଖାନାରୁ ମୃତଦେହ ଉଦ୍ଧାର

ଭଞ୍ଜନଗର : ନାବାଳିକାଙ୍କୁ ତଣ୍ଟି ଚିପି ହତ୍ୟା ଅଭିଯୋଗ । ପାଇଖାନା ଘରୁ ଉଦ୍ଧାର ହେଲା ମୃତଦେହ । ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଛାମୁଣ୍ଡା ଗାଁରେ ଚାଞ୍ଚଲ୍ୟ । ନାବାଳିକାଙ୍କ ମାଇଁକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । … Read More

୪ ମାସର ନିଖୋଜ ଶିଶୁ ପୁତ୍ର ଉଦ୍ଧାର, ବାପା ରଚିଥିଲା ପୁଅ ଅପହରଣ ନାଟକ

ଟାଙ୍ଗୀ  : ନିଖୋଜ ୪ ମାସର ଶିଶୁପୁତ୍ର ମାଆ କୋଳକୁ ଫେରିଲା ।  ଗତକାଲି ଖୋର୍ଦ୍ଧା ରେଳମଣ୍ଡଳ ନିରାକାରପୁର ରେଳ ଷ୍ଟେସନରେ ବିଳମ୍ବିତ ରାତିରେ ମାଆ କୋଳରୁ ୪ ମାସର ଶିଶୁ ପୁତ୍ର ଚୋରୀ ଅଭିଯୋଗ ହୋଇଥିଲା । ପିଲା ଚୋରି ନାଟକର … Read More

ଗ୍ୟାସ କଳାବଜାରୀ: ପେଟ୍ରୋଲ ପମ୍ପରେ ମିଳିବ ୫ କେଜି ସିଲିଣ୍ଡର

ଭୁବନେଶ୍ୱର : ଗ୍ୟାସ ଅଭାବ ସମୟରେ ଯୋଗାଣ ବିଭାଗର ବଡ଼ ପଦକ୍ଷେପ । ପେଟ୍ରୋଲ ପମ୍ପରେ ମିଳିବ ୫ କେଜି ସିଲିଣ୍ଡର । ସହଜ ଉପଲବ୍ଧତା ପାଇଁ ନୂଆ ବ୍ୟବସ୍ଥା କରାଯାଇଛି। କଲେଜ ଓ ଶିଳ୍ପାଞ୍ଚଳ ନିକଟ ପେଟ୍ରୋଲ ପମ୍ପରେ ଗ୍ୟାସ୍ ମିଳିବ। … Read More

ଆଜିଠୁ କମିବ କାଳବୈଶାଖୀ ପ୍ରଭାବ, ୧୨ରୁ ବଢ଼ିବ ତାତି, ଗୁଳୁଗୁଳି

ଭୁବନେଶ୍ୱର : ଆଜିଠୁ କମିବ କାଳବୈଶାଖୀ ପ୍ରଭାବ । ୧୨ରୁ ଗରମ, ଗୁଳୁଗୁଳି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୧୨ରୁ ୧୪ ତାରିଖ ଯାଏଁ ଗରମ ଓ ଗୁଳୁଗୁଳିର ପ୍ରଭାବ ବହୁ ଅଧିକ ରହିବ । ୧୪ ଜିଲ୍ଲାରେ ଜନସାଧାରଣଙ୍କୁ … Read More