ରାଜ୍ୟ କ୍ୟାବିନେଟରେ ୫ ବିଭାଗର ୧୧ ପ୍ରସ୍ତାବକୁ ମୋହର
ଭୁବନେଶ୍ୱର : ୫ ବିଭାଗର ୧୧ ପ୍ରସ୍ତାବକୁ ମୋହର । ଜଳସଂପଦ ବିଭାଗର ୫ଟି ଟେଣ୍ଡରକୁ ଅନୁମୋଦନ । ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ପାନୀୟଜଳ ପରିଚାଳନା ଓ ରକ୍ଷଣାବେକ୍ଷଣ ନୀତିକୁ ମଞ୍ଜୁରୀ । ୩ ,୪୦୦ କୋଟିର … Read More
