ବଙ୍ଗରେ ନିର୍ବାଚନ ତାତି ; ପୂର୍ବତନ ଶିକ୍ଷା ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଘରେ ଇଡି ରେଡ୍

କୋଲକତା: ଶନିବାର ସକାଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଏକ ଦଳ ପୂର୍ବତନ ଶିକ୍ଷା ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଦକ୍ଷିଣ କୋଲକାତା ସ୍ଥିତ ବାସଭବନରେ ଚଢ଼ାଉ କରିଛି। ସେବା ଆୟୋଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଘଟଣାରେ ଚଢାଉ କରିଥିବା ସୂଚନା ରହିଛି। ପଶ୍ଚିମବଙ୍ଗରେ … Read More

ଭୁବନେଶ୍ୱରରେ ପହଞ୍ଚିଲା ୫ କେଜିଆ ଗ୍ୟାସ ସିଲିଣ୍ଡର : କରିବାକୁ ପଡ଼ିବନି ପ୍ରି ବୁକିଂ

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଛି ୫ କେଜିକିଆ ଗ୍ୟାସ ସିଲିଣ୍ଡର ।  ଭିଭିନ୍ନ ଇଣ୍ଡିଆନ ଅୟଲ ଟାଙ୍କି ରେ ଇଣ୍ଡିଆନ ଗ୍ୟାସ ପକ୍ଷରୁ ଏହି ୫ କେଜିକିଆ ସିଲିଣ୍ଡର ଉପଲବ୍ଧ କରାଯାଇଛି ।  ଏଣିକି ଛାତ୍ରଛାତ୍ରୀ ବା ଯେଉଁମାନେ ଶ୍ରମିକ ଅଛନ୍ତି ,ଯେଉଁମାନେ … Read More

ଶେଷ ହେଲା ବାହାର ରତ୍ନଭଣ୍ଡାରର ଗଣତି ମଣତି, ୧୩ରୁ ଭିତର ରତ୍ନଭଣ୍ଡାରର ହେବ ଗଣତି ମଣତି

ପୁରୀ : ଦ୍ଵିତୀୟ ପର୍ଯ୍ୟାୟର ୪ ଦିନ ଧରି ଚାଲିଥିବା ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରର ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆଜି ଶେଷ ହୋଇଛି । ସମସ୍ତ ସେବାୟତଙ୍କ ସହଯୋଗରେ  ଏହା ସଂପୂର୍ଣ୍ଣ ହୋଇଛି । ୧୩ ତାରିଖରୁ ତୃତୀୟ ପର୍ଯ୍ୟାୟରେ … Read More

ଡିଏ କୁ ନେଇ ସୁପ୍ରିମ ନିଷ୍ପତ୍ତି: ପେନସନଭୋଗୀଙ୍କୁ ମିଳିବ ବେଶି ଫାଇଦା

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଡିଏ ଏବଂ ଡିଆର୍‌ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ମହଙ୍ଗା ଭତ୍ତା ବୃଦ୍ଧି କରିବା ସମୟରେ ରାଜ୍ୟ ସରକାର ଚାକିରି କରିଥିବା କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ପାତରଅନ୍ତର କରିପାରିବେ ନାହିଁ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି। … Read More

ପ୍ରଚାର ବେଳେ ବିଜେପି ଟିଏମସି କର୍ମୀ ମୁହାଁମୁହିଁ

କୋଲକତା: ପଶ୍ଚିମବଙ୍ଗ ନିର୍ବାଚନକୁ ଦିନ ଏତିକି ପାଖେଇ ଆସୁଛି,ସେତିକି ନିର୍ବାଚନୀ ଉଷ୍ମତା ବଢ଼ିବାରେ ଲାଗିଛି। ହୁଗୁଳି ଜିଲ୍ଲାରେ ପ୍ରଚାର ସମୟରେ ଟିଏମସି ଏବଂ ବିଜେପି ସମର୍ଥକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଭୋଟ୍ ପାଇଁ ଦୁଇ ସପ୍ତାହରୁ କମ୍ … Read More

ଦିଲ୍ଲୀରେ ବନ୍ଦ ହେବ ପେଟ୍ରୋଲ୍‌ ବାଇକ୍ !

ନୂଆଦିଲ୍ଲୀ: ଦିଲ୍ଲୀରେ ଶେଷ ହେବ ପେଟ୍ରୋଲ ଗାଡିର ଯୁଗ। ରାଜଧାନୀ ଦିଲ୍ଲୀରେ ଦୁଇଚକିଆ ପେଟ୍ରୋଲ ଯାନ ଉପରେ ରୋକ୍ ଲାଗିବ। ୨୦୨୮ରୁ ନୂତନ ପେଟ୍ରୋଲ ଦୁଇଚକିଆ ଯାନ ପଞ୍ଜୀକରଣ ବନ୍ଦ ହୋଇପାରେ। ଦିଲ୍ଲୀ ସରକାରଙ୍କ ଇଭି ଡ୍ରାଫ୍ଟ ପଲିସି ଆସିଛି। ପରିବହନ … Read More

ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ବିଜେପିର ବ୍ଲୁ-ପ୍ରିଣ୍ଟ, ଶାହାଙ୍କ ସହ ଓଡ଼ିଶା ନେତାଙ୍କ ରୁଦ୍ଧଦ୍ୱାର ବୈଠକ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ବିଜେପିର ବ୍ଲୁ-ପ୍ରିଣ୍ଟ ।  କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଓଡ଼ିଶା ନେତାଙ୍କ ରୁଦ୍ଧଦ୍ୱାର ବୈଠକ ।  ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ବିଜେପି ଏହାର ରଣନୀତିକୁ ଜୋରଦାର କରିଛି। … Read More

ସଂସଦ ପରିସରରେ ଗାଡ଼ିରୁ ଓହ୍ଲାଇ ରାହୁଲଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ସଂସଦ ପରିସରରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ । ଗାଡ଼ିରୁ ଓହ୍ଲାଇ ରାହୁଲ ଗାନ୍ଧୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଓ ରାହୁଲଙ୍କ ମଧ୍ୟରେ କ’ଣ ହେଲା କଥାବାର୍ତ୍ତା ? ନୂଆଦିଲ୍ଲୀରେ ଦୁଇ ପ୍ରମୁଖ … Read More

ବୃନ୍ଦାବନ ଡଙ୍ଗା ବୁଡ଼ିରେ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା କଲେ ମୋଦି

ଉତ୍ତରପ୍ରଦେଶ : ବୃନ୍ଦାବନରେ ଡଙ୍ଗା ଦୁର୍ଘଟଣା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କୁ ସେ ସମବେଦନା ଜଣାଇବା ସହ ଆର୍ଥିକ ସହାୟତାର ଘୋଷଣା କରିଛନ୍ତି । ଏହି ଦୁର୍ଘଟଣାର ଏକ ଭିଡିଓ … Read More

ସଫଳ ହେଲା ଆର୍ଟେମିସ୍-୨ ମିଶନ, ଚନ୍ଦ୍ରରୁ ଫେରିଲେ ନାସାର ୪ ମହାକାଶଚାରୀ

ନୂଆଦିଲ୍ଲୀ : ଚନ୍ଦ୍ରରୁ ଫେରିଲେ ନାସାର ୪ ମହାକାଶଚାରୀ । ସଫଳ ହେଲା ଆର୍ଟେମିସ୍-୨ ଚନ୍ଦ୍ର ଅଭିଯାନ । ୪ ଲକ୍ଷ କିଲୋମିଟର ଦୂରରୁ ଫେରିଲେ ୪ ମହାକାଶଚାରୀ । ୯ ଦିନର ରୋମାଞ୍ଚକର ଯାତ୍ରା ଶେଷ । ଆଜି ଭୋରୁ ପ୍ରଶାନ୍ତ … Read More