କେନ୍ଦୁଝର ସଦର ଅଞ୍ଚଳ ପାଇଁ ଏକ ନୂତନ ପରିଚୟ ଆଣିବ ଅରଡେଇ ପୋଲ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରଚେଷ୍ଟାରେ କେନ୍ଦୁଝର ସଦର ଅନ୍ତର୍ଗତ ବୋଦାପାଳସା ଗ୍ରାମପଂଚାୟତ ପାଇଲା ନୂତନ ପରିଚୟ। ବହୁଦିନୁ ଏହି ଅଞ୍ଚଳ ସମେତ ଆଖପାଖ ପାଞ୍ଚଟି ପଂଚାୟତର ଲୋକଙ୍କ ଆଶା ଥିବା ଅରଡେଇ ନାଳ ଉପରେ ନିର୍ମାଣ ହୋଇଥିବା ପୋଲକୁ ମୁଖ୍ୟମନ୍ତ୍ରୀ … Read More
