ଆତଙ୍କବାଦୀ ଲିଙ୍କ ଅଭିଯୋଗରେ ଭୁବନେଶ୍ୱରରୁ ଯୁବକଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ
ଭୁବନେଶ୍ୱର: ଭୁବନେଶ୍ୱରରୁ ଆତଙ୍କବାଦୀ ଲିଙ୍କ ଅଭିଯୋଗରେ ଜଣେ ଯୁବକ ଗିରଫ । ମହମ୍ମଦ ଇମ୍ରାନକୁ ଗିରଫ କଲା ଦିଲ୍ଲୀ ପୋଲିସର ସ୍ପେସାଲ୍ ବ୍ରାଞ୍ଚ । ୟୁନିଟ୍ ୬ଅଞ୍ଚଳରୁ କମିଶନରେଟ ପୋଲିସ ସହାୟତାରେ ଇମ୍ରାନକୁ ଦିଲ୍ଲୀ ପୋଲିସ ଗିରଫ କରିଛି । ଭୁବନେଶ୍ୱର ଡିସିପି … Read More
