ଟିଏମସି ପାଇଁ ପ୍ରଚାର କଲେ ଅରବିନ୍ଦ କେଜରିୱାଲ

ନୂଆଦିଲ୍ଲୀ: ଆପ ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ରବିବାର ପଶ୍ଚିମବଙ୍ଗର ବାଲିଗଞ୍ଜରେ ନିର୍ବାଚନ ରାଲିକୁ ସମ୍ବୋଧିତ କରି ତୃଣମୂଳ କଂଗ୍ରେସ ପାଇଁ ପ୍ରଚାର କରିଛନ୍ତି। କିଛି ନିର୍ଦ୍ଦିଷ୍ଟ ବିଧାନସଭାରେ ନିର୍ବାଚନ ସମୟରେ ସୁରକ୍ଷା ବାହିନୀ ମୁତୟନ ଉପରେ ପ୍ରଶ୍ନ ଉଠାଇ ଏହାକୁ … Read More

ପଞ୍ଜାବ ସରକାରଙ୍କ ସୁରକ୍ଷା ପ୍ରତ୍ୟାହାର ପରେ ହରଭଜନଙ୍କୁ ସିଆରପିଏଫ୍ ସୁରକ୍ଷା ପ୍ରଦାନ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରଣାଳୟ ପୂର୍ବତନ କ୍ରିକେଟର ଓ ରାଜ୍ୟସଭା ସାଂସଦ ହରଭଜନ ସିଂହଙ୍କୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି । ପଞ୍ଜାବ ସରକାରଙ୍କ ଦ୍ବାରା ସୁରକ୍ଷା ପ୍ରତ୍ୟାହାର କରାଯିବାର କିଛି ଘଣ୍ଟା ପରେ କେନ୍ଦ୍ର ସରକାର ହରଭଜନ ସିଂହଙ୍କୁ ସିଆରପିଏଫ୍ ସୁରକ୍ଷା … Read More

ବାଇକକୁ ୫ କିମି ଘୋଷାଡ଼ି ନେଲା ବସ୍, ୩ ସାଙ୍ଗ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ଭିଣ୍ଡ ଜିଲ୍ଲାର ଗୋପାଳପୁରା ଷ୍ଟେଟ ହାଇଓେ୍ବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଠାରେ ଏକ ଦ୍ରୁତଗାମୀ ବସ୍ ବାଇକରେ ଥିବା ୪ ସାଙ୍ଗକୁ ଚାପି ଦେଇଥିଲା । ଭୟଙ୍କର ସଡ଼କ ଦୁର୍ଘଟଣାରେ ୩ ଜଣ ଯୁବକଙ୍କ ଜୀବନ ଚାଲିଯାଇଥିଲା … Read More

ବିଜେପିରେ ମିଶିଲା ପରେ ହରଭଜନ ସିଂଙ୍କ Z+ ସୁରକ୍ଷା ହଟାଇଲେ ପଞ୍ଜାବ ସରକାର

ପଞ୍ଜାବ : ଆମ୍ ଆଦମୀ ପାର୍ଟି ଛାଡିବା ପରେ ରାଜ୍ୟସଭା ସାଂସଦ ହରଭଜନ ସିଂଙ୍କୁ ବଡ଼ ଝଟକା ଦେଇଛନ୍ତି ପଞ୍ଜାବ ସରକାର । ପଞ୍ଜାବ ସରକାର ହରଭଜନ ସିଂଙ୍କ Z+ ସୁରକ୍ଷାକୁ ହଟାଇ ଦେଇଛନ୍ତି । ହରଭଜନ ସିଂଙ୍କ ପିଏକୁ ତାଙ୍କ ସୁରକ୍ଷା … Read More

ଉଡ଼ାଣ ଭରୁଥିବା ବେଳେ ବିମାନ ଇଂଜିନରେ ଲାଗିଲା ନିଆଁ, ୬ ଯାତ୍ରୀ ଆହତ

ନୂଆଦିଲ୍ଲୀ : ଦିଲ୍ଲୀ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ବିମାନବନ୍ଦରରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ସ୍ବିଜରଲାଣ୍ଡ ଜୁରିଚ୍ ଯିବାକୁ ଥିବା ସ୍ବିସ୍ ଏୟାରଲାଇନ୍ସର ବିମାନ ଉଡ଼ାଣ ଭରୁଥିବା ସମୟରେ ଇଂଜିନରେ ନିଆଁ ଲାଗିଯାଇଥିଲା । ବିମାନ ଇଂଜିନରେ ନିଆଁ ଲାଗିବା ଜାଣିବା … Read More

ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ : ଟ୍ରମ୍ପଙ୍କ ଉପରେ ଗୁଳିମାଡ଼ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ : ଟ୍ରମ୍ପଙ୍କ ଉପରେ ହୋଇଥିବା ଗୁଳିମାଡ଼ ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୱାଶିଂଟନ୍ ଡିସିରେ ଘଟିଥିବା ଘଟଣାରେ ଡୋନାଲ୍ଡ ଟ୍ରମ୍ପ, ତାଙ୍କ ପତ୍ନୀ ଏବଂ ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ସୁରକ୍ଷିତ ଥିବା ଜାଣି ସେ ଆଶ୍ୱସ୍ତି … Read More

ଚାରମିନାର ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଜୀବନ ବଞ୍ଚାଇବାକୁ ବଗିରୁ ଡେଇଁଲେ ଯାତ୍ରୀ

ତେଲେଙ୍ଗାନା : ଆଜି ସକାଳେ ତେଲେଙ୍ଗାନାର ଆଲେର ରେଳ ଷ୍ଟେସନ ନିକଟରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ତେଲେଙ୍ଗାନାର ଭୁବନଗିରି ଜିଲ୍ଲାରେ ଥିବା ଅଲେର ରେଲୱେ ଷ୍ଟେସନ୍ ନିକଟରେ ଚାରମିନାର ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିଛି । ଫଳରେ ଯାତ୍ରୀଙ୍କ ମଧ୍ୟରେ … Read More

ବସରେ ଭୟଙ୍କର ବିସ୍ଫୋରଣ, ୧୩ ଯାତ୍ରୀ ମୃତ

କଲମ୍ବିଆ: କଲମ୍ବିଆର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ହିଂସା ପୁଣି ଥରେ ଭୟଙ୍କର ରୂପ ନେଇଛି । ଶନିବାର ଦିନ ଏକ ବସରେ ଶକ୍ତିଶାଳୀ ବିସ୍ଫୋରଣ ହୋଇଥିଲା, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅତି କମରେ ୩୮ ଜଣ ଆହତ ହୋଇଥିବା … Read More

ଡିନର ପାର୍ଟିରେ ଗୁଳିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରାଷ୍ଟ୍ରପତି ଟ୍ରମ୍ପ

ନୂଆଦିଲ୍ଲୀ: ଟ୍ରମ୍ପଙ୍କ ଡିନର ପାର୍ଟିରେ ଆଟାକ । ଘେରିଗଲେ ସୁରକ୍ଷାକର୍ମୀ । ରାତିରେ ୱାଶିଂଟନ ହିଲଟନ୍ ଠାରେ ଆୟୋଜିତ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଡିନର ସମୟରେ ଗୁଳିମାଡ଼ ହୋଇଥିଲା । ଗୁଳି ଶବ୍ଦ ଶୁଣାଯିବା ପରେ ସେଠାରେ ଆତଙ୍କ ଖେଳିଯାଇଥିଲା । ଗୁଳି … Read More

ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟାକାଣ୍ଡ: ଅଭିଯୁକ୍ତଙ୍କୁ ନେଇ କ୍ରାଇମସିନ୍ ରିକ୍ରିଏସନ୍

ବ୍ରହ୍ମପୁର: ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ମାମଲାରେ କ୍ରାଇମସିନ୍ ରିକ୍ରିଏସନ୍। ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳରେ କ୍ରାଇମ ସିନ୍ ରିକ୍ରିଏସନ୍ କରୁଛି ପୋଲିସ । କେମିତି ଅପହରଣ କରିଥିଲେ? କାହିଁକି ଅପହରଣ କଲେ ଏବଂ କେମିତି ହତ୍ୟା କଲେ? ସେନେଇ … Read More