ଦାଦନ ଖଟିବାକୁ ଗଲା ବେଳେ ୧୫ ଶିଶୁ ଶ୍ରମିକ ଉଦ୍ଧାର
ମାଲକାନଗିରି : ଦାଦନ ଖଟିବାକୁ ଗଲା ବେଳେ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି । ୧୫ ଶିଶୁଙ୍କୁ ଉଦ୍ଧାର କଲା ପୋଲିସ। ମାଲକାନଗିରି ଜିଲ୍ଲାରୁ ଆନ୍ଧ୍ରପ୍ରଦେଶକୁ ଶିଶୁ ଶ୍ରମିକ ଚାଲାଣ ହେଉଥିଲେ । ଏଥିରେ ୧୫ଜଣ ନାବାଳକ ଓ ନାବାଳିକା ଆନ୍ଧ୍ର ପ୍ରଦେଶକୁ … Read More
