ନିଶା ନିବାରଣ କେନ୍ଦ୍ରରେ ଅନ୍ତେବାସୀଙ୍କୁ ଇଞ୍ଜେକସନ୍ ଦେଇ ହତ୍ୟା, ୨ ଗିରଫ
ଜଗତସିଂହପୁର : ଜଗତସିଂହପୁର ସହରର ଥିବା ‘ସୁଧାର’ ନିଶା ନିବାରଣ କେନ୍ଦ୍ରର ଜଣେ ଅନ୍ତେବାସୀଙ୍କୁ ନିର୍ଘାତ ମାଡ଼ ସହ ଇଞ୍ଜେକସନ୍ ଦେଇ ହତ୍ୟା କରା ଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ଜଗତସିଂହପୁର ଥାନା ପୁଲିସ ହତ୍ୟା ମାମଲା ରୁଜୁ … Read More
