ନାବାଳକକୁ ଝୁଣିଦେଲେ କୁକୁର ପଲ, ଅବସ୍ଥା ଗୁରୁତର
ବ୍ରହ୍ମପୁର: ନାବାଳକକୁ ଝୁଣିଦେଲେ କୁକୁର ପଲ। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ପାଟପୁରରେ ଏପରି ଅଭାବନୀୟ ଘଟଣା ଘଟିଛି । ଜଣେ ନାବାଳକକୁ ଝୁଣି ମୁଣ୍ଡର ଖପୁରୀ ବାହାର କରିଦେଇଛନ୍ତି ବୁଲା କୁକୁର ପଲ । ନାବାଳକର ଖପୁରୀର ଗୋଟିଏ ସ୍ଥାନ ବାହାରି … Read More
