ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଏୟାର ଇଣ୍ଡିଆ ବିମାନ, ୧୮୧ ଯାତ୍ରୀ ସୁରକ୍ଷିତ ଉଦ୍ଧାର
ବେଙ୍ଗାଲୁରୁ : ବେଙ୍ଗାଲୁରୁ ଏୟାରପୋର୍ଟରେ ଟଳିଲା ବଡ଼ ଦୁର୍ଘଟଣା । ଦିଲ୍ଲୀରୁ ବେଙ୍ଗାଲୁରୁ ଆସିଥିବା ଏୟାର ଇଣ୍ଡିଆ ଟେଲ୍ ଷ୍ଟ୍ରାଇକର ଶିକାର ହୋଇଥିଲା । ତେବେ ବିମାନଟି ସୁରକ୍ଷିତ ଅବତରଣ କରିଯାଇଛି । ସମସ୍ତ ଯାତ୍ରୀ ଓ କ୍ରୁ ସଦସ୍ୟଙ୍କୁ ସୁରକ୍ଷିତ ବିମାନରୁ … Read More
