ପାଲଘରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ୧୨ ଜୀବନ
ମହାରାଷ୍ଟ୍ର : ପାଲଘରର ମୁମ୍ବାଇ-ଅହମ୍ମଦାବାଦ ଜାତୀୟ ରାଜୀୟ ପଥରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ଥିବାବେଳେ ୨୦ରୁ ୨୫ ଜଣ ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । … Read More
