କେରଳମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭି.ଡି. ସତୀଶନ

ତିରୁଅନନ୍ତପୁରମ : କେରଳମ ରାଜନୀତିରେ ଆରମ୍ଭ ହୋଇଛି ନୂଆ ଅଧ୍ୟାୟ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିରୋଧୀ ଦଳ ନେତା ଭି.ଡି. ସତୀଶନ । ଭିଡି ସତୀଶନଙ୍କ ପଦ ଓ ଗୋପନୀୟତାର ଶପଥ ପାଠ … Read More

ବିହାରରେ ଜଳିଗଲା ଯାତ୍ରୀବାହୀ ଟ୍ରେନ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ବିହାର: ଦୁଇଦିନରେ ଦୁଇ ଟ୍ରେନରେ ଅଗ୍ନିକାଣ୍ଡ । ରାଜଧାନୀ ପରେ ଏବେ ଜଳିଲା ବିହାରର ପାସେଞ୍ଜର ଟ୍ରେନ୍ ଜଳିଗଲା ଯାତ୍ରୀବାହୀ ଟ୍ରେନ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ ।  ବିହାର ରୋହତାସ ଜିଲ୍ଲାର ସାସାରାମ ରେଳ ଷ୍ଟେସନ୍ ରେ ସାସାରାମ-ପାଟନା ପାସେଞ୍ଜର ରେଳ ଷ୍ଟେସନରେ … Read More

ୟୁପିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୨ ମୃତ

ନୂଆଦିଲ୍ଲୀ: ୟୁପିରେ ଦୁଇଟି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଉଭୟ ଦୁର୍ଘଟଣାରେ ମୋଟ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ, ସୋମବାର ଲଖିମପୁର ଖେରି ଜିଲ୍ଲାରେ ଏକ ମ୍ୟାଜିକ୍ ଭ୍ୟାନ ଏବଂ ଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ୮ … Read More

ତୈଳ ସ୍ଥିତିର ସମୀକ୍ଷା କଲେ ମୁଖ୍ୟ ସଚିବ, କହିଲେ ଗୁଜବ ହିଁ ସଂକଟ ଛିଡ଼ା କରିଦେଲା

ଭୁବନେଶ୍ୱର  : ରାଜ୍ୟରେ ତୈଳ ସ୍ଥିତିର ସମୀକ୍ଷା କଲେ ମୁଖ୍ୟ ସଚିବ ଅନୁ ଗର୍ଗ ।  ରାଜ୍ୟରେ ନାହିଁ ତୈଳ ଅଭାବ, ସ୍ଥିତି ସ୍ବାଭାବିକ ରହିଛି ।  ପେଟ୍ରୋଲ ପମ୍ପରେ ଭିଡ଼ ନକରିବାକୁ ମୁଖ୍ୟ ସଚିବ ପରାମର୍ଶ ଦେଇଛନ୍ତି ।  ନିୟମିତ ସ୍ଥିତି … Read More

ବଢ଼ିଲା ମାଟ୍ରିକ ସପ୍ଲିମେଣ୍ଟାରୀ ଫର୍ମ ଫିଲ୍‌ଅପ୍‌ ଅବଧି, ମେ’ ୨୫ ଶେଷ ତାରିଖ

ଭୁବନେଶ୍ଵର:ବଢ଼ିଲା ମାଟ୍ରିକ ସପ୍ଲିମେଣ୍ଟାରୀ ଫର୍ମ ଫିଲ୍‌ଅପ୍‌ ଅବଧି। ମେ’ ୨୫ ତାରିଖ ଯାଏଁ ଅବଧି ବଢ଼ାଇଲା ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ। ସୋମବାର ସରୁଥିଲା ମାଟ୍ରିକ ସପ୍ଲିମେଣ୍ଟାରୀ ଫର୍ମ ଫିଲ୍‌ଅପ୍‌ ଅବଧି। ପରୀକ୍ଷା ପାଇଁ ଫର୍ମ ପୂରଣ ମେ ୮ ତାରିଖରୁ … Read More

୫ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ପ୍ରଧାନଶିକ୍ଷକ

କେନ୍ଦ୍ରପଡ଼ା : କେନ୍ଦ୍ରପଡ଼ା ଜିଲ୍ଲାରେ ଜଣେ ପ୍ରଧାନ ଶିକ୍ଷକ, ବକେୟା ଦରମା ପାଇବା ପାଇଁ ଜଣେ କର୍ମଚାରୀଙ୍କଠାରୁ ୫,୦୦୦ ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଦ୍ୱାରା ଗିରଫ।ସୋମବାର କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ନିକଟସ୍ଥ ଚଡ଼େଇଗୁଆଁ ସ୍ଥିତ ହାଇସ୍କୁଲର ପ୍ରଧାନ ଶିକ୍ଷକ … Read More

ଜମିବାଡ଼ି ବିବାଦକୁ ନେଇ ମହିଳାଙ୍କୁ ହତ୍ୟା

ମାହାଙ୍ଗା : ଜମିବାଡ଼ି ବିବାଦକୁ ନେଇ ସୋମବାର ସକାଳେ ଜଣେ ମହିଳାଙ୍କୁ ବିଲରେ ହାଣିଲା ଖୁଡ଼ୁତାଶୂର। ମୃତକ ଜଣକ ହେଉଛନ୍ତି କଟକ ଜିଲ୍ଲା ମାହାଙ୍ଗା ବ୍ଲକ୍ ଅକରପଡା ଗ୍ରାମର ସ୍ଵର୍ଣ୍ଣଲତା ସାହୁ। ଘଟଣା ଅନୁସାରେ ମୃତକ ସ୍ଵର୍ଣ୍ଣଲତା ସାହୁ ଘାସ କାଟିବାକୁ … Read More

ବାଲିଅନ୍ତା ହତ୍ୟା ମାମଲାରେ ସବୁ ଅଭିଯୁକ୍ତ ଚିହ୍ନଟ: କ୍ରାଇମବ୍ରାଞ୍ଚ ଡିଜି

ଭୁବନେଶ୍ୱର : ବାଲିଅନ୍ତା ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲାରେ ଚିହ୍ନଟ ହେଲେ ସବୁ ଅଭିଯୁକ୍ତ। ସିସିଟିଭିରୁ ଚିହ୍ନଟ ହୋଇଛନ୍ତି ସବୁ ଅଭିଯୁକ୍ତ। କ୍ରାଇମବ୍ରାଞ୍ଚ ଡିଜି ବିନୟ ତୋଷ ମିଶ୍ର ଏ ନେଇ ସୂଚନା ଦେଇଛନ୍ତି ।  ସେ କହିଛନ୍ତି, ବାଲିଅନ୍ତା ବର୍ବର କାଣ୍ଡର … Read More

ବିଜେପି କୋର୍ କମିଟି ବୈଠକରେ ରାଷ୍ଟ୍ରୀୟ ଅଧ୍ୟକ୍ଷ, ୨୦୩୬ ‘ବିକଶିତ ଓଡ଼ିଶା’ ପାଇଁ ମାଷ୍ଟରପ୍ଲାନ୍ ପ୍ରସ୍ତୁତ

ଭୁବନେଶ୍ୱର : ବିଜେପି କୋର କମିଟି ବୈଠକରେ ୨୦୩୬ ‘ବିକଶିତ ଓଡ଼ିଶା’ ପାଇଁ ପ୍ରସ୍ତୁତ ହେଲା ମାଷ୍ଟରପ୍ଲାନ୍ ।  ଉତ୍ତରଦାୟୀ ସରକାର ଓ ଶକ୍ତିଶାଳୀ ସଂଗଠନ ଉପରେ ଜୋର ଦିଆଯାଇଛି ।  ବୈଠକରେ ଯୋଗ ଦେବା ପରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ … Read More

ଆସନ୍ତା ୨୦ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ (+୨) ପରୀକ୍ଷା ଫଳ ।  ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ଵାରା ପରିଚାଳିତ ୨୦୨୬ ବାର୍ଷିକ ଯୁକ୍ତ ଦୁଇ (+୨) ପରୀକ୍ଷା ଫଳ ଆସନ୍ତା ମେ’ ୨୦ … Read More