ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ବାମୀ, ଜବରଦସ୍ତ ଖୁଆଇଲା ଗର୍ଭପାତ ଔଷଧ
ରାଜସ୍ଥାନ : ଗର୍ଭବତୀ ପତ୍ନୀକୁ ଜବରଦସ୍ତି ଗର୍ଭପାତ ଔଷଧ ଖୁଆଇ ହତ୍ୟା କଲା ସ୍ବାମୀ । ରାଜସ୍ଥାନ ଭିଲୱାଡା ଜିଲ୍ଲାରେ ଏଭଳି ଘଟଣା ଦେଖିବାକୁ ମିଳିଛି । ବ୍ୟକ୍ତି ଜଣକ ନିଜ ଗର୍ଭବତୀ ପତ୍ନୀକୁ ପିଟି ପିଟି ହତ୍ୟା କରିବା ଅଭିଯୋଗ ହୋଇଛି … Read More
