୧୫ ଦିନ ମଧ୍ୟରେ ମଦ ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ: ଆକ୍ସନ ମୋଡରେ ଥାଲପତି

ତାମିଲନାଡୁ : ଥାଲପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଧାର୍ମିକ ସ୍ଥଳ, ଶିକ୍ଷାନୁଷ୍ଠାନ ଏବଂ ବସ୍ ଷ୍ଟପ୍ ଠାରୁ ୫୦୦ ମିଟର ଦୂରତା ମଧ୍ୟରେ ଥିବା ୭୧୭ଟି ସରକାରୀ TASMAC ମଦ ଦୋକାନକୁ … Read More

ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ, ୧୨ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ରାଜଗଢ ଜିଲ୍ଲାର ପଚୋରରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଗତକାଲି ରାତି ପ୍ରାୟ ୮ଟା ୩୦ ମିନିଟ ସମୟରେ ସହର ମଝିରେ ଥିବା ଏକ ଭାରତ ପେଟ୍ରୋଲିୟମ୍ ପମ୍ପରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଏହି … Read More

ଯୁଦ୍ଧ ପରିସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ: ‘ବର୍ଷେ ଯାଏଁ କିଣନି ସୁନା, ପେଟ୍ରୋଲ୍ ଡିଜେଲ୍ ସଞ୍ଚୟ କର’

ନୂଆଦିଲ୍ଲୀ: ବୈଦେଶିକ ମୁଦ୍ରା ସଞ୍ଚୟ ପାଇଁ ସୁନା, ଇନ୍ଧନ, ଖାଇବା ତେଲ, ସାର ଓ ବିଦେଶ ଯାତ୍ରା ଆଦି ବାବଦରେ ଖର୍ଚ୍ଚ କମ୍ କରିବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ । ଏହାପରେ, ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । କିଛି … Read More

ଜଳ ଅଭାବରୁ ରବି ଫସଲ ନଷ୍ଟ: ପ୍ରତିବାଦରେ କଂଗ୍ରେସ କର୍ମୀଙ୍କ ଜଳ ସତ୍ୟାଗ୍ରହ

ନୂଆପଡ଼ା : ଚାଷ ଜମିକୁ ଜଳ ଅଭାବରେ ରବି ଧାନ ଫସଲ ନଷ୍ଟ ।  ପ୍ରତିବାଦରେ ଡ୍ୟାମ ପାଣିରେ ବୁଡ଼ି ଜଳ ସତ୍ୟାଗ୍ରହ ।  ନୂଆପଡ଼ା ଜିଲ୍ଲା ପତୋରା ଡ୍ୟାମ ପାଣିରେ ବୁଡ଼ି ଜିଲ୍ଲା କଂଗ୍ରେସ କର୍ମୀଙ୍କ ଆନ୍ଦୋଳନ ।  ନୂଆପଡ଼ା ଜିଲ୍ଲା … Read More

ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ: ୧୪ରେ ଡିଜି ଅଫିସ ଘେରାଉ କରିବ ବିଜେଡି

ଭୁବନେଶ୍ୱର : ଆସନ୍ତା ୧୪ ତାରିଖରେ ପୋଲିସ ମୁଖ୍ୟାଳୟ ଘେରାଉ କରିବ ବିଜେଡି ।  କଟକରେ ବିଜୁ ଜନତା ଦଳର ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଛି ।  ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ବୀଭତ୍ସ ହତ୍ୟା ଘଟଣାରୁ ରାଜ୍ୟର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଥିବା … Read More

୧୮ରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

ଭୁବନେଶ୍ୱର : ଆସନ୍ତା ୧୮ ତାରିଖରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ।  ନିତିନ ନବୀନ ବିଜେପି ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେବେ ।  ଜଟଣୀରେ ଆୟୋଜିତ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିରରେ ଉଦଘାଟନୀ ସହ ନିଜର … Read More

୩ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଅବସ୍ଥା ଗୁରୁତର

ବାରଙ୍ଗ: କଟକ ବାରଙ୍ଗରେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ । ଖଣ୍ଡା ଚୋଟରେ ୩ ଯୁବକ ଗୁରୁତର । ଗୁରୁତର ଯୁବକଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । କାଣ୍ଡ ଭିଆଇବା ପରେ ଘଟଣାସ୍ଥଳରୁ ଦୁର୍ବୃତ୍ତ ଚମ୍ପଟ । ତେବେ କେଉଁ କାରଣରୁ ଆକ୍ରମଣ … Read More

ଶିକାରୀଙ୍କ ଫାଶରେ ଝୁଲି କଲରାପତରିଆ ବାଘର ମୃତ୍ୟୁ

ନୀଳଗିରି : ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜ ଅଧୀନ କାଠଗୋଛି ଜଙ୍ଗଲରେ ଏକ କଲରାପତରିଆ ବାଘ ଶିକାରୀଙ୍କ ଫାଶରେ ପଡ଼ି ଯାଇଛି। ସୋମବାର ବିଳମ୍ବିତ ରାତିରେ ବାଘଟି ନିକଟସ୍ଥ କୁଲଡିହା ଅଭୟାରଣ୍ୟରୁ ପଳାଇ ଆସି ନୀଳଗିରି ରେଞ୍ଜରେ ମୃତ୍ୟୁଘଟିଥିବା ଅନୁମାନ କରାଯାଉଛି। … Read More

ଟ୍ରେଞ୍ଚରେ ପଡ଼ିଥିବା ହାତୀଛୁଆକୁ ସୁରକ୍ଷିତ ଉଦ୍ଧାର କଲା ବନବିଭାଗ

ଅନୁଗୁଳ : ଟ୍ରେଞ୍ଚରେ ପଡ଼ିଥିବା ହାତୀଛୁଆ ସୁରକ୍ଷିତ ଭାବେ ଉଦ୍ଧାର। ଖାଦ୍ୟ ଅନ୍ୱେଷଣରେ ଆସିଥିବା ହାତୀପଲ ମଧ୍ୟରୁ ଏକ ହାତୀଛୁଆ ଟ୍ରେଞ୍ଚରେ ପଡିଯାଇଥିଲା । ବନବିଭାଗ ପକ୍ଷରୁ ହାତୀଛୁଆକୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ଟ୍ରେଞ୍ଚ ଭିତରେ ଖସି ପଡ଼ିଥିଲା ହାତୀ ଛୁଆ … Read More

ପୋଲିସ ବାବୁଙ୍କ ଦବଙ୍ଗଗିରି, ପାର୍କିଂକୁ ନେଇ ପଡ଼ୋଶୀଙ୍କ କାର୍ ଭାଙ୍ଗିଲେ

ଭୁବନେଶ୍ୱର : ପୋଲିସ ବାବୁଙ୍କ ଦବଙ୍ଗଗିରି । ପାର୍କିଂ ବିବାଦକୁ ନେଇ ପଡ଼ୋଶୀଙ୍କ ଉପରେ ସୁଝାଇଲେ ରାଗ । ନିଜ କାର ପାର୍କିଂ କରିବାକୁ ଜାଗା ନହେବାରୁ ଅନ୍ୟ ଗାଡିକୁ ବାଡେଇ ଭାଙ୍ଗିଦେଇଛନ୍ତି । ଗାଡିକୁ ଲୁହା ରଡରେ ଭାଙ୍ଗି ଗୁଣ୍ଡ କରିଦେଇଛନ୍ତି … Read More