ମେ’ ୨୦ ସୁଦ୍ଧା ଆଣ୍ଡାମାନରେ ମୌସୁମୀ ବାୟୁ ପହଞ୍ଚିବା ନେଇ ପୂର୍ବାନୁମାନ

ଭୁବନେଶ୍ବର: ମୌସୁମୀ ଆସିବାକୁ ବାଟ ସଫା । ମେ’ ୨୦ ରେ ବର୍ଷାର ଆଗମନ । ଆଣ୍ଡାମାନରେ ପହଞ୍ଚିବ ମୌସୁମୀ! । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଠିକ୍ ସମୟରେ ଭାରତୀୟ ଭୂଖଣ୍ଡରେ … Read More

ସାଇକେଲରେ ୧୨ କିମି ବୋହି ଥାନାକୁ ମୃତଦେହ ଆଣିଲେ ପରିବାର ଲୋକେ

ସୋର : ନ୍ୟାୟ ଦାବିରେ ସାଇକେଲରେ ୧୨ କିମି ବୁହାହେଲା ମୃତଦେହ । ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ହରିପୁର ଗ୍ରାମରେ ଘର ଛାତ ପକେଇବାକୁ ନେଇ ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଗଣ୍ଡଗୋଳରେ … Read More

ସାମାନ୍ୟ ବଚସାରୁ କଲେଜ ଛାତ୍ରଙ୍କୁ ବିଭତ୍ସ ହତ୍ୟା

ଝାରସୁଗୁଡ଼ା: ସାମାନ୍ୟ ବଚସାରୁ କଲେଜ ଛାତ୍ରଙ୍କୁ ବିଭତ୍ସ ହତ୍ୟା । ଝାରସୁଗୁଡ଼ା ବେଲପାହାଡ଼ ଅଞ୍ଚଳରେ ଆତତାୟୀଙ୍କ ବର୍ବରତା । ଜୁନାଡିହି କଲେଜର ଜଣେ ଯୁବକଙ୍କୁ ଦିନ ଦ୍ୱିପ୍ରହରରେ ଛୁରାମାଡ଼ କରି ହତ୍ୟା କରିଛନ୍ତି ଆତତାୟୀ । ମୃତକଙ୍କ ସହ ଥିବା ତାଙ୍କ ସହଯୋଗୀ … Read More

ଏନକାଉଣ୍ଟର: ପୋଲିସ ଗୁଳିରେ ୨ ଅପରାଧୀ ଆହତ

ଝାରସୁଗୁଡା: ଝାରସୁଗୁଡାରେ ଏନକାଉଣ୍ଟର । ପୋଲିସ ଏନକାଉଣ୍ଟରରେ ୨ ଅପରାଧୀ ଆହତ । ଆହତ ଅପରାଧୀ ହେଲେ ସୁନୀଲ ମହାନନ୍ଦ ଓ ଚାନ୍ଦ ବନଛୋର । ଗତକାଲି ଝାରସୁଗୁଡା ବେଲପାହାଡ଼ ଫାଟକରେ ଭୁଜାଲି ମାଡ଼ରେ ଜଣଙ୍କ ମୃତ୍ୟୁ ଘଟଣାର ଏହି ଦୁଇ ଜଣ … Read More

ନାତୁଣୀକୁ ଲାଗିଲା ବିଦ୍ୟୁତ୍ ଆଘତ, ବଞ୍ଚାଇବାକୁ ଯାଇ ଗଲା ଅଜାଙ୍କ ଜୀବନ

ଅନୁଗୁଳ: ନାତୁଣୀକୁ ବଞ୍ଚାଇବାକୁ ଯାଇ ଗଲା ଅଜାଙ୍କ ଜୀବନ। ମୃତକ ହେଲେ ୭୦ ବର୍ଷୀୟ ରତ୍ନାକର ସାହୁ । ଗୁରୁତର ନାତୁଣୀ ତୁଳସୀ ସାହୁଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି । ତୁଳସୀ ଘର ଛାତ ଉପରେ ଲୁଗା ଶୁଖାଉଥିବା ସମୟରେ … Read More

ଡେଲିଭରି କମ୍ପାନୀ ଟ୍ରକରୁ ଗଞ୍ଜେଇ ଜବତ

ବାଲେଶ୍ୱର: ଅଭିନବ ଉପାୟରେ ଚାଲିଛି ଚୋରା ଚାଲାଣ। ପୋଲିସକୁ ଯେପରି ସନ୍ଦେହ ନ ହେଉ ସେଥିଲାଗି ଡେଲିଭରି’ କମ୍ପାନୀର ଟ୍ରକ୍ ରେ ଚାଲିଥିଲା ଗଞ୍ଜେଇ ଚାଲାଣ। ପାର୍ସଲ ଟ୍ରକ ହେଲଫର ସିଟ ତଳୁ ମିଳିଲା ପୁଳାପୁଳା ଗଞ୍ଜେଇ। ଦୁର୍ଘଟଣା ପରେ ମିଳିଲା … Read More

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ଏୟାରପୋର୍ଟରୁ ସାଢ଼େ ୩ କୋଟିର ମାରିଜୁଆନା ଜବତ

ଭୁବନେଶ୍ୱର: ବିମାନବନ୍ଦର ଏବେ ଡ୍ରଗ୍ସ ମାଫିଆଙ୍କ ନୂଆ ଟ୍ରାଞ୍ଜିଟ୍ ରୁଟ୍ ପାଲଟିଛି। ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ ଧରଣର ନିଶାଦ୍ରବ୍ୟ ଚୋରାଚାଲାଣର ପର୍ଦ୍ଦାଫାଶ ହୋଇଛି। ଏୟାରପୋର୍ଟରୁ ପ୍ରାୟ ସାଢ଼େ ତିନି କୋଟି ଟଙ୍କାର ବିଦେଶୀ ମାରିଜୁଆନା ଜବତ କରିଛି ରାଜସ୍ୱ … Read More

ଆକ୍ସନ ମୋଡରେ ଶୁଭେନ୍ଦୁ ସରକାର, କ୍ୟାବିନେଟରେ ୬ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

କଲକତା:ଆକ୍ସନ ମୋଡରେ ଶୁଭେନ୍ଦୁ। ନବନିଯୁକ୍ତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ସୋମବାର ତାଙ୍କର ପ୍ରଥମ କ୍ୟାବିନେଟ୍ ବୈଠକର ଅଧ୍ୟକ୍ଷତା କରି ଛଅଟି ନିଷ୍ପତ୍ତି ନେଇଛନ୍ତି।ଏହି ବୈଠକରେ ଅନେକ ଗୁଡିଏ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା। ରାଜ୍ୟ ଓ କେନ୍ଦ୍ର ଭିତରେ ଥିବା  … Read More

ଜୁଲାଇ ପହିଲାରୁ ଲାଗୁ ହେବ ଭିବି-ଜିରାମ-ଜି ଆଇନ, ମିଳିବ ୧୨୫ ଦିନର ରୋଜଗାର ଗ୍ୟାରେଣ୍ଟି

ନୂଆଦିଲ୍ଲୀ:ଜୁଲାଇ ୧ରୁ ଲାଗୁ ହେବ ଭିବି-ଜିରାମ-ଜି ଆଇନ। ଏନେଇ କେନ୍ଦ୍ର ସରକାର ଅଧିସୂଚନା ଜାରି କରିଛନ୍ତି ।ନୂଆ ଆକ୍ଟ ଅନୁଯାୟୀ, ଜୁଲାଇ ୧, ୨୦୨୬ରୁ ସମଗ୍ର ଦେଶରେ ଲାଗୁ ହେବ ଭିବି-ଜିରାମ-ଜି। ଯାହା ପୂର୍ବରୁ ମହାତ୍ମା ଗାନ୍ଧୀ ରାଷ୍ଟ୍ରୀୟ ଗ୍ରାମୀଣ ରୋଜଗାର … Read More

ବାଂଲାଦେଶ ସୀମାରେ ଲାଗିବ ତାରବାଡ଼, ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ନିଷ୍ପତ୍ତି

କୋଲକତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶୁଭେନ୍ଦୁ ଅଧିକାରୀ ଦାୟିତ୍ୱ ନେବା ପରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦୀର୍ଘଦିନ ଧରି ଥିବା ବାଂଲାଦେଶ ସୀମା ବିବାଦର ସମାଧାନର ବାଟ ଦେଖାଇଛନ୍ତି ମୁଖ୍ୟମନ୍ତ୍ରୀ। ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କରିଛନ୍ତି … Read More