ଦୁର୍ନୀତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ; ବିଦା ହେଲେ ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର
ଭୁବନେଶ୍ୱର: ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ସେ ପୂର୍ବରୁ ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ ଏବଂ ପରେ … Read More
