ମହାପ୍ରଭୁଙ୍କ ଜମିର ହେବ ସେଟଲମେଣ୍ଟ, ଗଠନ ହେବ ବଡ଼ କର୍ପସ ଫଣ୍ଡ : ଆଇନ ମନ୍ତ୍ରୀ
ଭୁବନେଶ୍ୱର : ମହାପ୍ରଭୁଙ୍କ ଜମିର ହେବ ସେଟଲମେଣ୍ଟ । ରାଜ୍ୟ ଭିତରେ ଏବଂ ବାହାରେ ଥିବା ମହାପ୍ରଭୁଙ୍କ ଜମିକୁ ନିଜ ଅଧୀନକୁ ନେବେ ସରକାର । କିନ୍ତୁ ଲମ୍ବା ସମୟ ଧରି ଜଗନ୍ନାଥ ଜମିରେ ରହୁଥିବା ଲୋକଙ୍କୁ ଜମି ସେଟେଲମେଣ୍ଟରେ ଦିଆଯିବ । … Read More
