ପ୍ରେମିକ ଘର ଆଗରେ ଗର୍ଭବତୀ ପ୍ରେମିକାକୁ ହତ୍ୟା ଘଟଣା: ପୋଲିସର ନିଷ୍କ୍ରିୟତା ନେଇ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି
ହିଞ୍ଜିଳି: ହିଞ୍ଜିଳିରେ ବୀଭତ୍ସ ହତ୍ୟାକାଣ୍ଡ ନେଇ ମୋହନଙ୍କୁ ଚିଠି ଲେଖିଲେ ନବୀନ । ପୋଲିସର ନିଷ୍କ୍ରିୟତା ଉପରେ ଉଠାଇଲେ ପ୍ରଶ୍ନ। ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଖରିଡ଼ା ଗ୍ରାମରେ ଘଟିଥିବା ଗର୍ଭବତୀ ମହିଳାଙ୍କ ବୀଭତ୍ସ ହତ୍ୟାକାଣ୍ଡକୁ ନେଇ ଗଭୀର ଉଦବେଗ ପ୍ରକାଶ … Read More
