୧୦୦ କୋଟି ଟଙ୍କାର ଗଞ୍ଜେଇ ତେଲ ଜବତ
ମାଲକାନଗିରି: ମାଲକାନଗିରି ପୋଲିସକୁ ବଡ଼ ସଫଳତା । ୧୦୦ କୋଟି ଟଙ୍କାର ଗଞ୍ଜେଇ ତେଲ ଜବତ । ଚିତ୍ରକୋଣ୍ଡା ଥାନା ଏସ୍ ଆର୍ ଛକରୁ ୨ ଲିଟର ଗଞ୍ଜେଇ ତେଲ ଜବତ କରିଛି ମାଲକାନଗିରି ପୋଲିସ । ଜବତ ଗଞ୍ଜେଇ ତେଲର ଆନୁମାନିକ … Read More
ମାଲକାନଗିରି: ମାଲକାନଗିରି ପୋଲିସକୁ ବଡ଼ ସଫଳତା । ୧୦୦ କୋଟି ଟଙ୍କାର ଗଞ୍ଜେଇ ତେଲ ଜବତ । ଚିତ୍ରକୋଣ୍ଡା ଥାନା ଏସ୍ ଆର୍ ଛକରୁ ୨ ଲିଟର ଗଞ୍ଜେଇ ତେଲ ଜବତ କରିଛି ମାଲକାନଗିରି ପୋଲିସ । ଜବତ ଗଞ୍ଜେଇ ତେଲର ଆନୁମାନିକ … Read More
ଭୁବନେଶ୍ବର: ହଷ୍ଟେଲ ଭିତରେ ଛାତ୍ରଙ୍କ ମୃତ୍ୟୁ । ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ଭୁବନେଶ୍ବରର ଏକ ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ବିଶ୍ବାସ ସ୍ବାଇଁ । ସେ ବିଟେକ୍ ପଢ଼ୁଥିଲେ । … Read More
ସୋର: ପାଇପ ମିସ୍ତ୍ରୀଙ୍କ ପୁଅ ହେଲେ ରାଜ୍ୟର ମାଟ୍ରିକ ଟପ୍ପର । ମୟୂରଭଞ୍ଜ ବାରିପଦା ପୌରପାଳିକା ମଧୁବନ ଅଞ୍ଚଳର ପାର୍ଥସାରଥୀ ମହାନ୍ତ ହୋଇଛନ୍ତି ରାଜ୍ୟ ଟପ୍ପର । ମୋଟ ୬୦୦ ମାର୍କରୁ ୫୮୮ ମାର୍କ ରଖିଛନ୍ତି ପାର୍ଥସାରଥୀ । ପରୀକ୍ଷା ପାଇଁ … Read More
ବଣାଇ: ମାଟି କାନ୍ଥ ଭୁଶୁଡ଼ି ୩୦ ଆହତ। ୧୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ। ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ବାନେଇକେଲା ଗାଁରେ ଅଘଟଣ ଘଟିଛି। ଗାଁରେ ଅଷ୍ଟପ୍ରହରୀ ନାମଯଜ୍ଞ ଚାଲିଥିବାବେଳେ କାନ୍ଥ ଭୁଶୁଡି ପଡିଥିଲା । ୩୦ ଜଣ ଆହତ ହୋଇଥିଲେ। ୨୦ … Read More
ଭୁବନେଶ୍ବର: ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ । କେଉଁଠି ବର୍ଷାରେ ଭାଙ୍ଗିଛି ଘର ତ କେଉଁଠି ପବନରେ ଉଡ଼ିଲାଣି ଚାଳଛପର। ବୌଦ୍ଧ ଜିଲ୍ଲା କଣ୍ଟାମାଳର ବିଭିନ୍ନ ଅଂଚଳରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇଛି । ଜୋରରେ ପବନ ସହ … Read More
ପୁଣେ: ମହାରାଷ୍ଟ୍ର ପୁଣେରେ ଜଣେ ୪ ବର୍ଷର ଶିଶୁକନ୍ୟାକୁ ଅତି ନୃଶଂସଭାବେ ଦୁଷ୍କର୍ମ ଓ ହତ୍ୟା କରାଯିବା ପରି ଅତିସମ୍ବେଦନଶୀଳ ଘଟଣା ଦେଖିବାକୁ ମିଳିଛି। ଦୁଷ୍କର୍ମ ଅଭିଯୁକ୍ତ ୬୫ ବର୍ଷୀୟ ଦିନ ମଜୁରିଆ ଭୀମରାଓ କାମ୍ବଲେକୁ ଗିରଫ କରାଯାଇଛି। ଏହି ଘଟଣାକୁ … Read More
ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ସଂଘର୍ଷ ମଧ୍ୟରେ ବୃଦ୍ଧି ପାଉଥିବା ଆର୍ଥିକ ଅସୁବିଧା ଏବଂ ଇନ୍ଧନ ମୂଲ୍ୟ ବୃଦ୍ଧି ଯୋଗୁଁ ଆମେରିକାର ସବୁଠାରୁ ଶସ୍ତା ବିମାନ ସେବା ସ୍ପିରିଟ୍ ଏୟାରଲାଇନ୍ସ ତୁରନ୍ତ କାର୍ଯ୍ୟ ବନ୍ଦ କରିଛି ବୋଲି ଶନିବାର ଘୋଷଣା କରିଛି। ଏନେଇ … Read More
କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ ହୋଇଛି। ଚଳିତ ବର୍ଷ ପାସ୍ … Read More
ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ଭୋଟ ଗଣନା ପୂର୍ବରୁ ନିର୍ବାଚନ ଆୟୋଗ ଶନିବାର ରାଜ୍ୟରେ ଅତିରିକ୍ତ ୧୬୫ ଜଣ ଗଣନା ପର୍ଯ୍ୟବେକ୍ଷକ ଏବଂ ୭୭ ଜଣ ପୁଲିସ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ଅତିରିକ୍ତ ଗଣନା ପର୍ଯ୍ୟବେକ୍ଷକ ପ୍ରତି ନିର୍ବାଚନମଣ୍ଡଳୀରେ ପୂର୍ବରୁ ନିୟୋଜିତ ୨୯୪ ଜଣ … Read More
ଛତିଶଗଡ଼ : ଛତିଶଗଡ଼ କାଙ୍କେର ଜିଲ୍ଲାରେ ପୁଣି ମାଓ ହିଂସାକାଣ୍ଡ । କାଙ୍କେର ଜିଲ୍ଲା ଡିଆରଜିର ୩ ଯବାନ ସହିଦ ହୋଇଛନ୍ତି । ମାଓ ଦମନ ଅପରେସନରେ ଯାଇଥିବାବେଳେ ଏଭଳି ଅଘଟଣ ଘଟିଛି । ଯବାନ ମାନଙ୍କୁ ଟାର୍ଗେଟ୍ କରି ପୂର୍ବରୁ ଆଇଇଡି … Read More