ସମ୍ପ୍ରସାରଣ ହେବ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ, ଖୁବଶୀଘ୍ର ୬ ଲେନ ବିଶିଷ୍ଟ ଏଲେଭେଟେଡ଼ କରିଡର
ଭୁବନେଶ୍ୱର: ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ସମ୍ପ୍ରସାରଣ ହେବ । ନିର୍ମାଣ ହେବ ୬ ଲେନ ବିଶିଷ୍ଟ ହାଇ ସ୍ପିଡ଼ କରିଡର । ଉଭୟ ପାର୍ଶ୍ୱରେ ଦୁଇ ଲେନ ସର୍ଭିସ ରୋଡ଼ ସହିତ ରହିବ ୱେ ସାଇଡ ଆମିନିଟିଜ । ସ୍ୱତନ୍ତ୍ର ୟୁଟିଲିଟି କରିଡର … Read More
