ମେ’ ୪ରେ ହେବନି ମୁଖ୍ୟମନ୍ତ୍ରୀ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତା ସୋମବାର ଅର୍ଥାତ ମେ ୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିେଯାଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପକୁ ଆଖି ଆଗରେ ରଖି ବଡ଼ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ। ଆସନ୍ତା ସୋମବାର ଅର୍ଥାତ ମେ ୪ ତାରିଖରେ … Read More

ସରକାରୀ ଚାଉଳ ହଡ଼ପ କରି ଦଣ୍ଡିତ ହେଲେ ୩ ଅବସରପ୍ରାପ୍ତ କର୍ମଚାରୀ

କଟକ : ସରକାରୀ ଚାଉଳ ହଡ଼ପ କରି ଦଣ୍ଡିତ ହେଲେ ୩ ବାବୁ ।  କେଉଁଝର ହାଟଡିହି ବ୍ଲକର ତିନି ଅବସରପ୍ରାପ୍ତ କର୍ମଚାରୀଙ୍କୁ ଦଣ୍ଡିତ କରିଛନ୍ତି ଭିଜିଲାନ୍ସ କୋର୍ଟ । ସମସ୍ତଙ୍କ ୨ ବର୍ଷର ସଶ୍ରମ ଦଣ୍ଡାଦେଶ ସହ ୧୦ ହଜାର ଟଙ୍କା … Read More

ବକେୟା ଦରମା ନ ଦେଲେ ସପରିବାର ଧାରଣାରେ ବସିବେ ଆରଏମସି କର୍ମଚାରୀ

ରେଙ୍ଗାଲିକ୍ୟାମ୍ପ: ଦରମା ପାଇଁ ଗର୍ଜିଲେ ଆରଏମସି କର୍ମଚାରୀ।  ୫ ତାରିଖରୁ ସପରିବାର ଧାରଣା ଦେବାକୁ ଚେତାବନୀ ଦେଇଛନ୍ତି। ଓଡ଼ିଶାର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲ୍ଲାରେ ଏବେ ଅଜବ ସ୍ଥିତି। ପ୍ରଶାସନିକ ସ୍ତରରେ ସବୁକିଛି ଠିକ୍ ଚାଲିଥିବା ଦାବି କରାଯାଉଥିଲେ ହେଁ, ବାସ୍ତବ … Read More

ମହାନଦୀ ଜଳ ବିବାଦ ମାମଲା: ମେ’ ୩୦ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର : ମହାନଦୀ ଜଳ ବିବାଦ ମାମଲାରେ ଟ୍ରିବ୍ୟୁନାଲରେ ହେଲା ଗୁରୁତ୍ବପୂର୍ଣ୍ଣ ଶୁଣାଣି ।  ମହାନଦୀର ସଂଗୃହୀତ ଜଳ ବାବଦରେ ବୈଷୟିକ କମିଟିର ଯୁଗ୍ମ ସ୍ବାକ୍ଷରିତ ରିପୋର୍ଟ ଦାଖଲ । ରିପୋର୍ଟକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ … Read More

ଏସଆଇ ଚାକିରି କେଳେଙ୍କାରୀ ମାମଲା: ୮ ଅଭିଯୁକ୍ତଙ୍କ ନାଁରେ ସିବିଆଇ ପକ୍ଷରୁ NBW ଜାରି

ଭୁବନେଶ୍ୱର : ପୋଲିସ ଏସଆଇ ଚାକିରି କେଳେଙ୍କାରୀ ମାମଲାରେ ସିବିଆଇ ପକ୍ଷରୁ ୮ଜଣଙ୍କ ନାଁରେ NBW ଜାରି । ସିବିଆଇ ପକ୍ଷରୁ ଜାରି ହୋଇଥିବା ସମନର ଉତ୍ତର ନରଖିବାରୁ ୮ ଜଣଙ୍କ ନାଁରେ NBW ଜାରି କରିଛନ୍ତି ସ୍ୱତନ୍ତ୍ର ସିବିଆଇ କୋର୍ଟ । … Read More

ପ୍ରକାଶ ପାଇଲା ମାଟ୍ରିକ୍‌ ରେଜଲ୍ଟ: ପାସ୍‌ ହାର ୯୫.୩୩%, ଗଜପତି ସବୁଠୁ ଆଗୁଆ

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ ହୋଇଛି। ଚଳିତ ବର୍ଷ ପାସ୍ … Read More

ଚମ୍ପୁଆ ରେଞ୍ଜରେ ୧୬ ଟିକିଆ ହାତୀ ପଲଙ୍କ ଆତଙ୍କ, ଘର ଭାଙ୍ଗି ଖାଉଛନ୍ତି ଧାନ

ଯୋଡ଼ା: କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜରେ ହାତୀ ଉପଦ୍ରବ । ପଦ୍ମପୁର ଗାଁରେ ଘର ଭାଙ୍ଗି ଧାନ ଖାଇଛନ୍ତି ୧୬ ଟିକିଆ ହାତୀପଲ । ସେହିପରି ବାଲିବନ୍ଧ ସେକ୍ସନର ବଳଭଦ୍ରପୁର ଗାଁରେ ଗୋଟିଏ ଘର ଭାଙ୍ଗିଦେଇଛନ୍ତି ହାତୀ । ହାତୀ ଘର ଭାଙ୍ଗିବା … Read More

ଜମି ଭାଗବଣ୍ଟାକୁ ନେଇ ଶ୍ବଶୁର ଘରେ ଜ୍ବାଇଁଙ୍କୁ ଗୁଳିକରି ହତ୍ୟା

ଭୁବନେଶ୍ବର: ଶ୍ବଶୁରଘରେ ଜ୍ବାଇଁଙ୍କୁ ଗୁଳିକରି ହତ୍ୟା । ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଜ୍ବାଇଁର ମୃତଦେହ ଉଦ୍ଧାର। କନ୍ଧମାଳ ବେଲଘର ଥାନା ସାପେରି ଗାଁରେ ଚାଞ୍ଚଲ୍ୟ ଦେଶୀ ବନ୍ଧୁକରୁ ଗୁଳିକରି ହତ୍ୟା ଅଭିଯୋଗ । ଶିକାର କରିବା ବାହାନାରେ ଡାକିନେଇ ହତ୍ୟା । ଶଳାମାନେ … Read More

ଶିଳପୁଆରେ ଛେଚି ବାପାଙ୍କୁ ହତ୍ୟା କଲା ପୁଅ

ଆଠଗଡ଼: ପୁଅ ଭୁଲିଗଲା ରକ୍ତ ସମ୍ପର୍କ । ରକ୍ତମୁଖା ସାଜିଲା ଜନ୍ମକଲା ପୁଅ । ସାମାନ୍ଯ କଳହରୁ ଶିଳପୁଆରେ ଛେଚି ବାପାଙ୍କୁ ହତ୍ୟା । ଆଠଗଡ଼ ଥାନା ଜାଗିଆପଡା ହରିଜନ ସାହିରେ ଘଟିଛି ଏଭଳି ହୃଦୟ ବିଦାରକ ଘଟଣା । ପିତୃହନ୍ତା ପୁଅକୁ … Read More

ଗ୍ୟାସ ସିଲିଣ୍ଡର ଫାଟି ମା’ ମୃତ, ୩ ପୁଅ ଗୁରୁତର

ଭୁବନେଶ୍ବର: ଗ୍ୟାସ ସିଲିଣ୍ଡର ଫାଟି ମା’ ମୃତ । ୩ ପୁଅ ଗୁରୁତର ।  କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୁଡ୍ରା ବଜାରସାହିରେ ଘଟିଛି ହୃଦୟବିଦାରକ ଘଟଣା ।  ଅଗ୍ନିକାଣ୍ଡରେ ଜୀବନ୍ତ ଦଗ୍ଧ ହୋଇଛନ୍ତି ମହିଳା । ମୃତ ମହିଳାଙ୍କ ୩ ପୁଅ … Read More