ଅଙ୍ଗନବାଡ଼ି କେନ୍ଦ୍ର ବିକାଶରେ ସହଯୋଗ ପାଇଁ ବିଧାୟକଙ୍କୁ ଚିଠି
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ବିକାଶରେ ସହଯୋଗ କରିବାକୁ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ମନ୍ତ୍ରୀ ପ୍ରଭାତୀ ପରିଡ଼ା ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀର ବିଧାୟକଙ୍କୁ ଚିଠି ଲେଖିଛନ୍ତି। ମହିଳା ଓ ଶିଶୁ ବିକାଶ … Read More
