ପିକଅପ-ବାଇକ ଧକ୍କା: ଦୁଇ ମୃତ, ଜଣେ ଗୁରୁତର

କୁଚିଣ୍ଡା : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା  । ସମ୍ବଲପୁର ଜିଲ୍ଲା ମହୁଲପାଲି ଥାନା କୁସୁମୀ ଫାଣ୍ଡି ଅନ୍ତର୍ଗତ ପେଟ୍ରୋଲ ପମ୍ପ ନିକଟରେ  ଅଘଟଣ । ଏକ ପିକ ଅପ ସାଙ୍ଗେ ବାଇକ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ … Read More

୪ ଘଣ୍ଟାର ଅପରେଶନ୍ ପରେ କଲଭର୍ଟରୁ ଭାଲୁକୁ କାବୁ କଲା ବନବିଭାଗ

ନବରଙ୍ଗପୁର : ଦୀର୍ଘ ୪ ଘଣ୍ଟାର ଅପରେଶନ୍ ପରେ ଯନ୍ତାରେ ପଡିଲା ଭାଲୁ ।  ନବରଙ୍ଗପୁର ରେଞ୍ଜ ଦେଉଳା ଗାଁ ନିକଟ ଏକ କଲଭର୍ଟରୁ ଭାଲୁକୁ ବନବିଭାଗ କାବୁ କରିନେଇଛି । ନବରଙ୍ଗପୁର ଫରେଷ୍ଟର ଲକିମାଝୀଙ୍କ ନେତୃତ୍ବରେ ୧୫ଜଣ ବନବିଭାଗର କର୍ମଚାରୀ ଭାଲୁକୁ … Read More

ଭୁଜାଲି ଚୋଟରେ ଜଣେ ମୃତ, ଜଣେ ଗୁରୁତର

ଝାରସୁଗୁଡା  : ଝାରସୁଗୁଡା ଜିଲ୍ଲା ବେଲପାହାଡ଼ ଫାଟକରେ ଭୁଜାଲି ମାଡ଼ରେ ଜଣେ ମୃତ ଜଣେ ଗୁରୁତର । ଉଭୟ ବେଲପାହାଡ଼ ଜୁନାଡିହି କଲେଜ ପଡାର ବୋଲି ଜଣା ପଡ଼ିଛି ।  ମୃତକ ଜଣକ ରାହୁଲ ମହତ, ଆହତ ଜଣକ ଆକାଶ ସାହୁ ବୋଲି … Read More

ଟଙ୍କା ନଦେବାରୁ ବେଙ୍ଗାଳୁରୁରେ ପ୍ରବାସୀ ଶ୍ରମିକଙ୍କୁ ପିଟି ପିଟି ହତ୍ୟା

ଭଦ୍ରକ : ଟଙ୍କା ନଦେବାରୁ ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ ।  ସାଙ୍ଗମାନେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ।  ବେଙ୍ଗାଳୁରୁ ହ୍ୱାଇଟ ଫିଲଡ ଅଞ୍ଚଳରେ ଘଟିଛି ଘଟଣା ।  ମୃତକ ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳର ନାରାୟଣ ମଲ୍ଲିକଙ୍କ … Read More

ଘୋଷଯାତ୍ରା ପ୍ରସ୍ତୁତି: ଶେଷ ପର୍ଯ୍ୟାୟରେ ତିନି ରଥର ଚକ ନିର୍ମାଣ ସହ ଯୋଜା ଓ ମୁହାଁଟ ଚଉପଟ କାମ

ପୁରୀ : ମହାପ୍ରଭୁଙ୍କ ଘୋଷଯାତ୍ରା ଲାଗି ଜୋରସୋରରେ ଚାଲିଛି ରଥନିର୍ମାଣ କାମ । ତିନି ରଥର ଚକ ନିର୍ମାଣ ସହ ତିନି ରଥର ଯୋଜା ଓ ମୁହାଁଟ ଚଉପଟ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ବରେ … Read More

ଯୁବକଙ୍କୁ ଅଧ କିଲୋମିଟର ଘୋଷାଡ଼ି ନେବା ପରେ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼

ସୁନ୍ଦରଗଡ଼: ସୁନ୍ଦରଗଡ଼ ଭଷ୍ମା ଥାନା ଅଞ୍ଚଳରେ ବର୍ବରତା ! । ଯୁବକଙ୍କୁ ଘୋଷାଡ଼ି ନେଇ ଖୁଣ୍ଟରେ ବାନ୍ଧି ନିର୍ଧୁମ ଛେଚିଲେ । ସୁନ୍ଦରଗଡ଼ ଜିଲ୍ଲା ଭଷ୍ମା ଥାନା ଅଞ୍ଚଳରେ ବର୍ବର ଘଟଣା ଘଟିଛି। ମୃତ୍ୟୁ ମୁଖରୁ ଫେରି ଆସିଛନ୍ତି ମଣ୍ଟୁ ଶତନାମୀ । … Read More

ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍, ନିର୍ଦ୍ଦେଶ ଦେଲେ ଡିଜିପି

ଭୁବନେଶ୍ବର: ଡିଜିପିଙ୍କ ନିର୍ଦ୍ଦେଶ ସମସ୍ତ ଥାନାରେ ସକାଳ ୯ଟା ପୂର୍ବରୁ ଦୈନିକ “ବ୍ରିଫିଂ ପରେଡ୍” ବାଧ୍ୟତାମୂଳକ । ଏଣିକି ପ୍ରତିଦିନ ସକାଳ ୯ଟା ପୂର୍ବରୁ ସମସ୍ତ ଥାନାରେ ବ୍ରିଫିଂ ପରେଡ୍ ଅନୁଷ୍ଠିତ ହେବ । ଅପରାଧ ନିୟନ୍ତ୍ରଣ, ସାଧାରଣ ଲୋକଙ୍କ ସହ ପୋଲିସର … Read More

ଜମି ବିବାଦକୁ ନେଇ ମହିଳାଙ୍କୁ ହତ୍ୟା

ବାଲେଶ୍ଵର: ଜମିବାଡ଼ି ବିବାଦକୁ ନେଇ ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ବାଲେଶ୍ଵର ଜିଲ୍ଲା ଖଇରା ଥାନା ହରିପୁର ଗ୍ରାମରେ ଘର ଛାତ କାମକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଥିଲେ । ଏଥିରେ ଉତ୍ତ୍ୟକ୍ତ ହୋଇ ଗୋଟିଏ ଗୋଷ୍ଠୀର … Read More

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୪୮ ଘଣ୍ଟାରେ ଘନୀଭୂତ ହୋଇ ଅବପାତ ରୂପ ନେବ

ଭୁବନେଶ୍ୱର : ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି ।  ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବାର … Read More

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ: ଅବସ୍ଥା ସଙ୍କାଟପନ୍ନ

ସମ୍ବଲପୁର: ସମ୍ବଲପୁରରେ ଆତଙ୍କରାଜ । ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ । ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରି ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି । ଗୁରୁତର ଯୁବକ ବିକି ରଏ । ସଙ୍କାଟପର୍ଣ୍ଣ ଅବସ୍ଥାରେ ଉଦ୍ଧାର କରାଯାଇ ଭୀମସାରରେ ଭର୍ତ୍ତି କରାଯାଇଛି । … Read More