୧୮ରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

ଭୁବନେଶ୍ୱର : ଆସନ୍ତା ୧୮ ତାରିଖରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ।  ନିତିନ ନବୀନ ବିଜେପି ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେବେ ।  ଜଟଣୀରେ ଆୟୋଜିତ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିରରେ ଉଦଘାଟନୀ ସହ ନିଜର … Read More

୩ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଅବସ୍ଥା ଗୁରୁତର

ବାରଙ୍ଗ: କଟକ ବାରଙ୍ଗରେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ । ଖଣ୍ଡା ଚୋଟରେ ୩ ଯୁବକ ଗୁରୁତର । ଗୁରୁତର ଯୁବକଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । କାଣ୍ଡ ଭିଆଇବା ପରେ ଘଟଣାସ୍ଥଳରୁ ଦୁର୍ବୃତ୍ତ ଚମ୍ପଟ । ତେବେ କେଉଁ କାରଣରୁ ଆକ୍ରମଣ … Read More

ଶିକାରୀଙ୍କ ଫାଶରେ ଝୁଲି କଲରାପତରିଆ ବାଘର ମୃତ୍ୟୁ

ନୀଳଗିରି : ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜ ଅଧୀନ କାଠଗୋଛି ଜଙ୍ଗଲରେ ଏକ କଲରାପତରିଆ ବାଘ ଶିକାରୀଙ୍କ ଫାଶରେ ପଡ଼ି ଯାଇଛି। ସୋମବାର ବିଳମ୍ବିତ ରାତିରେ ବାଘଟି ନିକଟସ୍ଥ କୁଲଡିହା ଅଭୟାରଣ୍ୟରୁ ପଳାଇ ଆସି ନୀଳଗିରି ରେଞ୍ଜରେ ମୃତ୍ୟୁଘଟିଥିବା ଅନୁମାନ କରାଯାଉଛି। … Read More

ଟ୍ରେଞ୍ଚରେ ପଡ଼ିଥିବା ହାତୀଛୁଆକୁ ସୁରକ୍ଷିତ ଉଦ୍ଧାର କଲା ବନବିଭାଗ

ଅନୁଗୁଳ : ଟ୍ରେଞ୍ଚରେ ପଡ଼ିଥିବା ହାତୀଛୁଆ ସୁରକ୍ଷିତ ଭାବେ ଉଦ୍ଧାର। ଖାଦ୍ୟ ଅନ୍ୱେଷଣରେ ଆସିଥିବା ହାତୀପଲ ମଧ୍ୟରୁ ଏକ ହାତୀଛୁଆ ଟ୍ରେଞ୍ଚରେ ପଡିଯାଇଥିଲା । ବନବିଭାଗ ପକ୍ଷରୁ ହାତୀଛୁଆକୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ଟ୍ରେଞ୍ଚ ଭିତରେ ଖସି ପଡ଼ିଥିଲା ହାତୀ ଛୁଆ … Read More

ପୋଲିସ ବାବୁଙ୍କ ଦବଙ୍ଗଗିରି, ପାର୍କିଂକୁ ନେଇ ପଡ଼ୋଶୀଙ୍କ କାର୍ ଭାଙ୍ଗିଲେ

ଭୁବନେଶ୍ୱର : ପୋଲିସ ବାବୁଙ୍କ ଦବଙ୍ଗଗିରି । ପାର୍କିଂ ବିବାଦକୁ ନେଇ ପଡ଼ୋଶୀଙ୍କ ଉପରେ ସୁଝାଇଲେ ରାଗ । ନିଜ କାର ପାର୍କିଂ କରିବାକୁ ଜାଗା ନହେବାରୁ ଅନ୍ୟ ଗାଡିକୁ ବାଡେଇ ଭାଙ୍ଗିଦେଇଛନ୍ତି । ଗାଡିକୁ ଲୁହା ରଡରେ ଭାଙ୍ଗି ଗୁଣ୍ଡ କରିଦେଇଛନ୍ତି … Read More

ମେ’ ୨୦ ସୁଦ୍ଧା ଆଣ୍ଡାମାନରେ ମୌସୁମୀ ବାୟୁ ପହଞ୍ଚିବା ନେଇ ପୂର୍ବାନୁମାନ

ଭୁବନେଶ୍ବର: ମୌସୁମୀ ଆସିବାକୁ ବାଟ ସଫା । ମେ’ ୨୦ ରେ ବର୍ଷାର ଆଗମନ । ଆଣ୍ଡାମାନରେ ପହଞ୍ଚିବ ମୌସୁମୀ! । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଠିକ୍ ସମୟରେ ଭାରତୀୟ ଭୂଖଣ୍ଡରେ … Read More

ସାଇକେଲରେ ୧୨ କିମି ବୋହି ଥାନାକୁ ମୃତଦେହ ଆଣିଲେ ପରିବାର ଲୋକେ

ସୋର : ନ୍ୟାୟ ଦାବିରେ ସାଇକେଲରେ ୧୨ କିମି ବୁହାହେଲା ମୃତଦେହ । ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ହରିପୁର ଗ୍ରାମରେ ଘର ଛାତ ପକେଇବାକୁ ନେଇ ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଗଣ୍ଡଗୋଳରେ … Read More

ସାମାନ୍ୟ ବଚସାରୁ କଲେଜ ଛାତ୍ରଙ୍କୁ ବିଭତ୍ସ ହତ୍ୟା

ଝାରସୁଗୁଡ଼ା: ସାମାନ୍ୟ ବଚସାରୁ କଲେଜ ଛାତ୍ରଙ୍କୁ ବିଭତ୍ସ ହତ୍ୟା । ଝାରସୁଗୁଡ଼ା ବେଲପାହାଡ଼ ଅଞ୍ଚଳରେ ଆତତାୟୀଙ୍କ ବର୍ବରତା । ଜୁନାଡିହି କଲେଜର ଜଣେ ଯୁବକଙ୍କୁ ଦିନ ଦ୍ୱିପ୍ରହରରେ ଛୁରାମାଡ଼ କରି ହତ୍ୟା କରିଛନ୍ତି ଆତତାୟୀ । ମୃତକଙ୍କ ସହ ଥିବା ତାଙ୍କ ସହଯୋଗୀ … Read More

ଏନକାଉଣ୍ଟର: ପୋଲିସ ଗୁଳିରେ ୨ ଅପରାଧୀ ଆହତ

ଝାରସୁଗୁଡା: ଝାରସୁଗୁଡାରେ ଏନକାଉଣ୍ଟର । ପୋଲିସ ଏନକାଉଣ୍ଟରରେ ୨ ଅପରାଧୀ ଆହତ । ଆହତ ଅପରାଧୀ ହେଲେ ସୁନୀଲ ମହାନନ୍ଦ ଓ ଚାନ୍ଦ ବନଛୋର । ଗତକାଲି ଝାରସୁଗୁଡା ବେଲପାହାଡ଼ ଫାଟକରେ ଭୁଜାଲି ମାଡ଼ରେ ଜଣଙ୍କ ମୃତ୍ୟୁ ଘଟଣାର ଏହି ଦୁଇ ଜଣ … Read More

ନାତୁଣୀକୁ ଲାଗିଲା ବିଦ୍ୟୁତ୍ ଆଘତ, ବଞ୍ଚାଇବାକୁ ଯାଇ ଗଲା ଅଜାଙ୍କ ଜୀବନ

ଅନୁଗୁଳ: ନାତୁଣୀକୁ ବଞ୍ଚାଇବାକୁ ଯାଇ ଗଲା ଅଜାଙ୍କ ଜୀବନ। ମୃତକ ହେଲେ ୭୦ ବର୍ଷୀୟ ରତ୍ନାକର ସାହୁ । ଗୁରୁତର ନାତୁଣୀ ତୁଳସୀ ସାହୁଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି । ତୁଳସୀ ଘର ଛାତ ଉପରେ ଲୁଗା ଶୁଖାଉଥିବା ସମୟରେ … Read More