ଏୟାର ଇଣ୍ଡିଆ ବନ୍ଦ କଲା ୧୦୦ ଉଡ଼ାଣ

ନୂଆଦିଲ୍ଲୀ : ଏୟାର ଇଣ୍ଡିଆ ଅନ୍ତର୍ଜାତୀୟ ଯାତ୍ରୀଙ୍କୁ ବଡ଼ ଝଟକା ଦେଇଛି । ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁଁ ସାରା ବିଶ୍ୱରେ ଇନ୍ଧନ ଅଭାବ ସୃଷ୍ଟି ହୋଇଛି । ଯାହା ଜେଟ୍ ଇନ୍ଧନ ମୂଲ୍ୟକୁ ମଧ୍ୟ ପ୍ରଭାବିତ କରିଛି । ଏୟାର ଇଣ୍ଡିଆ … Read More

ପ୍ରକାଶ ପାଇଲା CBSE ଦ୍ବାଦଶ ପରୀକ୍ଷା ଫଳ, ଚଳିତବର୍ଷ ପାସ୍ ହାର ୮୫.୨୦%

ନୂଆଦିଲ୍ଲୀ : ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ପରୀକ୍ଷା ରେଜଲ୍ଟ । cbse.gov.in କିମ୍ବା results.cbse.nic.in ଯାଇ ଚେକ୍ କରିପାରିବେ ଛାତ୍ରଛାତ୍ରୀ । ଡିଜି ଲକର୍ ଏବଂ ଉମଙ୍ଗ ଆପରେ ମଧ୍ୟ ରେଜଲ୍ଟ ପ୍ରକାଶିତ । ଏସବୁ ୱେବସାଇଟରେ ନିଜର ପରୀକ୍ଷା ଫଳ … Read More

ଫ୍ଲୋର ଟେଷ୍ଟରେ ପାସ୍ ହେଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ

ତାମିଲନାଡୁ : ବିଜୟ ଥାଲାପତି ତାମିଲନାଡୁ ବିଧାନସଭାରେ ଫ୍ଲୋର ଟେଷ୍ଟରେ ପାସ୍ କରିଛନ୍ତି । ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପ୍ରମାଣ କରିଛନ୍ତି ଥାଲାପତି । ବିଜୟଙ୍କ ସମର୍ଥନରେ ୧୪୪ ଏବଂ ବିରୋଧରେ ମିଳିଲା ୨୨ ଭୋଟ୍ । ଏହି ବିଜୟ ସହ ରାଜ୍ୟରେ … Read More

ଦେଶବାସୀଙ୍କୁ ଅପିଲ୍ ପରେ ନିଜ କାରକେଡରେ ଗାଡ଼ି ସଂଖ୍ୟା ଅଧା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦେଶବାସୀଙ୍କୁ ଅପିଲ୍ ପରେ ନିଜେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନିଜ ତରଫରୁ ସମସ୍ତଙ୍କୁ ଉଦାହରଣ ଦେଇଛନ୍ତି । ନିଜ କାରକେଡକୁ ୫୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ କରିଛନ୍ତି ପିଏମ୍ ମୋଦି । ପ୍ରଧାନମନ୍ତ୍ରୀ … Read More

ମୁଲାୟମ ସିଂହଙ୍କ ପୁଅ ପ୍ରତୀକ ଯାଦବଙ୍କ ଦେହାନ୍ତ

ଉତ୍ତରପ୍ରଦେଶ : ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ ସିଂହଙ୍କ ପୁଅ ପ୍ରତୀକ ଯାଦବଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୩୮ ବର୍ଷ ବୟସ ହୋଇଥିଲା । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ହସ୍ପିଟାଲକୁ ନିଆଯିବା ସମୟରେ ଶେଷ … Read More

ମହଙ୍ଗା ପଡ଼ିଲା ବିଜୟଙ୍କୁ ସମର୍ଥନ, ଦଳରୁ ବିଦା ହେଲେ ଏଆଇଏଡିଏମକେର ବିଦ୍ରୋହୀ ନେତା

ଚେନ୍ନଇ:ତାମିଲନାଡୁ ରାଜନୀତିରେ ଘଡି କେ ଘୋଡା ଛୁଟୁଛି। ତାମିଲନାଡୁରେ ଦୁଇ ଫାଳ ହେଲା ଏଆଇଏଡିଏମକେ। ମହଙ୍ଗା ହେଲା ବିଜୟଙ୍କୁ ସମର୍ଥନ। ତାମିଲନାଡୁ ବିଧାନସଭା ନିର୍ବାଚନ ପରେ ଏଆଇଏଡିଏମକେରେ ଦେଖା ଯାଇଥିବା ବିବାଦ ଏବେ ତୀବ୍ର ରୂପ ଧାରଣ କରିଛି। ବୁଧବାର ଏଆଇଏଡିଏମକେର … Read More

ଧାନର MSP ୭୨ ଟଙ୍କା ବୃଦ୍ଧି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ:ଧାନର MSP  କ୍ବିଣ୍ଟାଲ ପିଛା ୭୨ ଟଙ୍କା ବୃଦ୍ଧି କଲେ କେନ୍ଦ୍ର ସରକାର। ବୁଧବାର କେନ୍ଦ୍ର ସରକାର ୨୦୨୬-୨୭ ଖରିଫ ଋତୁ ପାଇଁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (MSP) କୁ ପ୍ରତି କ୍ୱିଣ୍ଟାଲ ୭୨ ଟଙ୍କା ବୃଦ୍ଧି କରିବାକୁ ଅନୁମୋଦନ … Read More

ନନ୍ଦିଗ୍ରାମ ବିଧାନସଭା ଆସନ ଛାଡ଼ିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କଲକତା:ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ସେ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଜିତିଥିବା ବେଳେ ଆଜି ଗୋଟିଏ ସିଟ ଛାଡ଼ିବା ସମ୍ପର୍କରେ କହିଛନ୍ତି। ସେ ଭବାନୀପୁର ଆସନ ରଖିବେ ଓ ନିଜର ପାରମ୍ପରିକ ସିଟ ନନ୍ଦିଗ୍ରାମକୁ … Read More

ଅନଲାଇନ ଟଙ୍କା ଇନଭେଷ୍ଟମେଣ୍ଟ ନାଁରେ ଠକେଇ: ୫ ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ବର: ଠକୁଥିଲେ ମାଡ଼ି ବସିଲା ପୋଲିସ । ୫ ବଡ଼ ଧରଣର ସାଇବର ଲୁଟେରାଙ୍କୁ ବାନ୍ଧିଲା ପୋଲିସ । ଅନଲାଇନ ଟଙ୍କା ଇନଭେଷ୍ଟମେଣ୍ଟ ନାଁରେ ଲୋକଙ୍କୁ ଠକୁଥିବା ଏକ ସାଇବର ରାକେଟର ୫ ଜଣକୁ ଗିରଫ କଲା ସାଇବର ପୋଲିସ । ପୂର୍ବତନ … Read More

କଙ୍ଗାରୁ କୋର୍ଟ ଉପରେ ପୋଲିସର ଚଢ଼ାଉ: ଜାତିରେ ମିଶିବା ପାଇଁ ଯୁବକ ହୋଇଥାନ୍ତେ ଲଣ୍ଡା

କୋରାପୁଟ: କୋରାପୁଟରେ ‘କଙ୍ଗାରୁ କୋର୍ଟ’ ଉପରେ ପୋଲିସର ଚଢ଼ାଉ । ଜାତିରେ ମିଶିବା ପାଇଁ ଯୁବକ ହୋଇଥାନ୍ତେ ଲଣ୍ଡା, ଠିକ୍ ସମୟରେ ପହଞ୍ଚି ରୋକିଲା ପୋଲିସ । ସାମାଜିକ ବାସନ୍ଦରୁ ମୁକ୍ତି ହେବା ପାଇଁ ଚାଲିଥିଲା କଙ୍ଗାରୁ କୋର୍ଟ । ହଠାତ ପହଁଚିଥିଲା … Read More