ଖୁବଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: କୋରାପୁଟବାସୀଙ୍କ ପାଇଁ ଖୁସି ଖବର। ଯାତୟାତ ପାଇଁ ସୁଗମ ହେବ ଟ୍ରେନ। ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍। ଏନେଇ ସୂଚନା ଦେଲେ ସିଏମ୍ଓ। ସପ୍ତାହରେ ୩ ଦିନ ଚାଲିବା ନେଇ ଜଣାପଡିଛି। ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍ ଚାଲିବା … Read More
