ରାଜ୍ୟରେ ବିଜେପି ସରକାରକୁ ପୂରିଲା ୨ ବର୍ଷ: ନିରାଡମ୍ବର ଭାବେ ପାଳନ କରାଯିବ ପୂର୍ତ୍ତି ଉତ୍ସବ

ଭୁବନେଶ୍ୱର :  ଜୁନ୍‌ ମାସରେ ରାଜ୍ୟରେ ଭାରତୀୟ ଜନତା ପାର୍ଟି (ବିଜେପି) ସରକାର ଗଠନ କରିବାର ଦୁଇ ବର୍ଷ ପୂର୍ତ୍ତି ହେଉଛି। ଏହି ଅବସରରେ ଜୁନ୍‌ ୧୨ରୁ ୨୧ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ପାଳନ କରାଯିବ। ତେବେ ଏହି … Read More

ରାଜ୍ୟକୁ ନାହିଁ ତୈଳ ସଙ୍କଟ, ମ୍ୟାନେଜମେଣ୍ଟ ଅଭାବରୁ କିଛି ପମ୍ପରେ ସୃଷ୍ଟି ହୋଇଛି ଡ୍ରାଏ ଆଉଟ ସ୍ଥିତି

ଭୁବନେଶ୍ୱର: ଯୋଗାଣ ବିଭାଗ ପ୍ରମୁଖ ସଚିବ ତେଲ ସଙ୍କଟ ଉପରେ ବଡ଼ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ , ରାଜ୍ୟରେ ତେଲ ସଙ୍କଟ ଆଦୌ ନାହିଁ । ଭୟଭୀତ ହୋଇ ଆଦୌ ତେଲ କିଣନ୍ତୁ ନାହିଁ । ସେ … Read More

ଆହୁରି ୫ ଦିନ ତାଣ୍ଡବ ରଚିବ କାଳବୈଶାଖୀ, ୨୩ ଜିଲ୍ଲାରେ ବିଜୁଳି-ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଦିନରେ ଡହ ଡହ ଖରା ହେଉଥିବା ବେଳେ ଅପରାହ୍ନ ରେ କାଳବୈଶାଖୀ ।  ଅସହ୍ୟ ଖରା ଗରମ ଗୁଳୁଗୁଳୁରେ ସାରା ଓଡିଶା ସିଝୁଥିବା ବେଳେ କାଳବୈଶାଖୀ ବର୍ଷାରେ ଭିଜୁଛି ।  ପବନ ସହ କାଳବୈଶାଖୀ ତାଣ୍ଡବ ରଚୁଥୁବା ବେଳେ ଆହୁରି … Read More

ଓଡ଼ିଶାରେ ବିଜେପି ସରକାରର ୨ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବେ ମୋଦୀ, ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ଵର: ଓଡ଼ିଶାରେ ବିଜେପି ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ରାଜନୀତିରେ ବଡ଼ ହଲଚଲ୍ ଦେଖିବାକୁ ମିଳିଛି । ଏହି ଅବସରରେ ଆୟୋଜିତ  କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସୁଥିବା ନେଇ ରାଜସ୍ୱ ମନ୍ତ୍ରୀ … Read More

ସରକାରୀ ଗାଡ଼ି ବ୍ୟବହାର ଉପରେ ଲାଗିବ କଟକଣା, ଆସିବ ନୂଆ ଗାଇଡଲାଇନ୍ !

ଭୁବନେଶ୍ଵର :  ସରକାରୀ ଗାଡ଼ି ବ୍ୟବହାର ଉପରେ ଲାଗିବ କଡ଼ା କଟକଣା  । ଆସିପାରେ ନୂଆ ଗାଇଡଲାଇନ୍ । ରାଜ୍ୟରେ ଇନ୍ଧନର ବ୍ୟବହାର କମାଇବା ଏବଂ ପ୍ରଶାସନିକ ସ୍ତରରେ ମିତବ୍ୟୟିତା ଆପଣାଇବା ପାଇଁ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବାକୁ ଯାଉଛନ୍ତି  … Read More

ସାରା ରାଜ୍ୟରେ ତେଲ ସଙ୍କଟ, ଠପ୍ ହୋଇଯିବ ବସ୍ ସେବା !

ଭୁବନେଶ୍ୱର : ରାଜ୍ୟରେ ଦିନେ ଦୁଇ ଦିନ ଭିତରେ ଯାତ୍ରୀବାହୀ ବସସେବା ସଂପୂର୍ଣ୍ଣ ଠପ ହୋଇଯିବ। ଏମିତି ଆଶଂକା ପ୍ରକାଶ କରିଛି ରାଜ୍ୟ ଘରୋଇ ବସ ମାଲିକ ସଙ୍ଘ । ସାରା ରାଜ୍ୟରେ ତେଲର ଉତ୍କଟ ସମସ୍ୟା ଦେଖାଦେଇଛି । ଏଥିପାଇଁ ବାଧ୍ୟ … Read More

ଜୁଲାଇ ୧ରୁ ଓଡ଼ିଶା ସମେତ ୧୬ ରାଜ୍ୟରେ SIR

ଭୁବନେଶ୍ୱର: ଭାରତୀୟ ନିର୍ବାଚନ କମିଶନ (ଇସିଆଇ) ଗୁରୁବାର ଦିନ ଓଡ଼ିଶା ସମେତ ୧୬ଟି ରାଜ୍ୟ ଏବଂ ତିନୋଟି କେନ୍ଦ୍ରଶାସିତ ଅଞ୍ଚଳରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ର ତୃତୀୟ ପର୍ଯ୍ୟାୟ ଘୋଷଣା କରିଛନ୍ତି। ତେବେ ଦେଶବ୍ୟାପୀ ଭୋଟର ଯାଞ୍ଚ ପ୍ରକ୍ରିୟାରେ … Read More

ଇଭି କରାଯିବ OSRTCର ସମସ୍ତ ବସ୍: ପରିବହନ ମନ୍ତ୍ରୀ

ଭୁବନେଶ୍ୱର : OSRTCର ସମସ୍ତ ଗାଡିକୁ ଇଭି କରାଯିବ । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ଏହାସହ ରାଜ୍ୟରେ ଚାର୍ଜିଂ ଷ୍ଟେସନର ଅଭାବ ରହିବ ନାହିଁ । ଇଭି ଚାର୍ଜିଂ ଷ୍ଟେସନ କମ୍ପାନୀ ସହିତ ପ୍ରାଥମିକ ଆଲୋଚନା … Read More

ଭିଜିଲାନ୍ସ ଜାଲରେ କାଡା ଡିଭିଜନ ଇଞ୍ଜିନିୟର

ଭଦ୍ରକ: ଭିଜିଲାନ୍ସ ଜାଲରେ କାଡା ଡିଭିଜନ ଇଞ୍ଜିନିୟର । ଆୟ ବହିର୍ଭୁତ ସମ୍ପତି ଠୁଳ କରିବା ଅଭିଯୋଗରେ ବିଜୟ କୁମାର ମହାନ୍ତିଙ୍କ ଘରେ ରେଡ୍ । ତାଙ୍କର ଭଡା ଘର ଓ ସରକାରୀ କାର୍ଯ୍ୟାଳୟ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ … Read More

ବାଲେଶ୍ବର ଖଇରା ହତ୍ୟାକାଣ୍ଡ: ନ୍ୟାୟ ନ ମିଳିଲେ କଙ୍କାଳ ପ୍ରତିବାଦ

ବାଲେଶ୍ଵର : ନ୍ୟାୟ ଦିଅ, ନହେଲେ କଙ୍କାଳ ପ୍ରତିବାଦ । ଚେତାବନୀ ଦେଲେ ବାଲେଶ୍ବର ଖଇରା ମୃତକଙ୍କ ପରିବାର। ଖଇରା ଥାନା ଅନ୍ତର୍ଗତ ହରିପୁର ଗାଁରେ ଜମିବାଡ଼ି ବିବାଦକୁ ନେଇ ଯେଉଁ ହତ୍ୟାକାଣ୍ଡ ଘଟିଥିଲା, ଆଜି ତାକୁ ୪ ଦିନ ପୂରିଛି । … Read More