ସିବିଏସଇର ବଡ଼ ନିଷ୍ପତ୍ତି, ନବମ ଓ ଦଶମରେ ୩ଟି ଭାଷା ବାଧ୍ୟତାମୂଳକ
ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଜୁଲାଇ ୧ରୁ ୯ମ ଏବଂ ୧୦ମ ଶ୍ରେଣୀ ଛାତ୍ରଙ୍କ ପାଇଁ ୩ଟି ଭାଷା ଜାଣିଥିବା ବାଧ୍ୟତାମୂଳକ କରାଯାଇଛି । ଏହି ନୂଆ ନିୟମ ଜୁଲାଇ ୧, ୨୦୨୬ ଶିକ୍ଷାବର୍ଷ ୨୦୨୬-୨୭ରୁ ଆରମ୍ଭ ହେବ … Read More
