ଇନ୍ଧନ ବଞ୍ଚାଇବାକୁ ଅଭିନବ ପ୍ରୟାସ, ଘୋଡ଼ା ଚଢ଼ି ସ୍କୁଲ ଗଲେ ଶିକ୍ଷକ

ରାଞ୍ଚି : ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ବର୍ତ୍ତମାନ ଭାରତ ସମେତ ଅଧିକାଂଶ ରାଷ୍ଟ୍ରରେ ତୈଳ ସଙ୍କଟ ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଇନ୍ଧନ ବଞ୍ଚାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିଛି ଦିନ ପୂର୍ବେ ଦେଶବାସୀଙ୍କୁ ଯେଉଁ ଆହ୍ବାନ ଦେଇଥିଲେ, ତାହାକୁ … Read More

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ କାଳବୈଶାଖୀ ପାଇଁ ଆଲର୍ଟ ଜାରି

ଭୁବନେଶ୍ୱର : ପାଣିପାଗର ଡବଲ ୱାର୍ଣ୍ଣିଂ। ରାଜ୍ୟରେ ଖରା ସହ ଦେଖିବାକୁ ମିଳିବ କାଳବୈଶାଖୀ । ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ କାଳବୈଶାଖୀ ପାଇଁ ଆଲର୍ଟ ଜାରି। ଆସନ୍ତାକାଲି ଠାରୁ ତାପମାତ୍ରାରେ ବୃଦ୍ଧି ଘଟିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଲଗାତାର … Read More

ପଶ୍ଚିମବଙ୍ଗ ଫାଲଟା ନିର୍ବାଚନ, ଓହରିଲେ ଟିଏମସି ପ୍ରାର୍ଥୀ ଜାହାଙ୍ଗୀର ଖାନ

କୋଲକତା : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ବଡ଼ ଖବର । ଫାଲଟା ବିଧାନସଭା ଆସନରେ ମେ ୨୧ ତାରିଖରେ ପୁଣି ମତଦାନ ହେବ । କିନ୍ତୁ ନିର୍ବାଚନର ମାତ୍ର ୪୮ ଘଣ୍ଟା ପୂର୍ବରୁ ତୃଣମୂଳ କଂଗ୍ରେସ ପ୍ରାର୍ଥୀ ଜାହାଙ୍ଗୀର ଖାନ ନିର୍ବାଚନ … Read More

ଉତ୍ତରାଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁବନ ଚନ୍ଦ୍ର ଖଣ୍ଡୁରୀଙ୍କ ପରଲୋକ

ଡେରାଡୁନ : ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ମେଜର ଜେନେରାଲ ଭୁବନ ଚନ୍ଦ୍ର ଖଣ୍ଡୁରୀଙ୍କ ପରଲୋକ ହୋଇଛି । ଦୀର୍ଘଦିନରୁ ଅସୁସ୍ଥ ଥିଲେ ଖଣ୍ଡୁରୀ । ଡେରାଡୁନରେ ଶେନ ନିଶ୍ବାସ ତ୍ୟାଗ କରିଛନ୍ତି । ତାଙ୍କ ନିଧନରେ ଉତ୍ତରାଖଣ୍ଡରେ … Read More

ସାର୍ବଜନୀନ ସ୍ଥାନରୁ ବୁଲା କୁକୁରଙ୍କୁ ହଟାଇବାକୁ ସୁପ୍ରିମ ରାୟ, ୨୦୨୫ର ରାୟ ବଳବତ୍ତର

ନୂଆଦିଲ୍ଲୀ : ବୁଲା କୁକୁରଙ୍କୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ସାର୍ବଜନୀନ ସ୍ଥାନରୁ ବୁଲା କୁକୁରଙ୍କୁ ହଟାଇବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ଜନତାଙ୍କ ବୃହତର ସ୍ବାର୍ଥ ରକ୍ଷା ଦୃଷ୍ଟିରୁ ଜନଗହଳି ପୂର୍ଣ୍ଣ ରାସ୍ତାଗୁଡ଼ିକରୁ ବୁଲାକୁକୁରଙ୍କୁ ହଟାଇବାକୁ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ … Read More

ବଦଳିଲା ସିଭିଲ୍ ସର୍ଭିସ୍ ପରୀକ୍ଷା ନିୟମ, ଏଣିକି ପ୍ରିଲିମ୍ ପରୀକ୍ଷାର ମିଳିବ Answer key

ନୂଆଦିଲ୍ଲୀ : ସିଭିଲ୍ ସର୍ଭିସ୍ ପରୀକ୍ଷାର୍ଥୀଙ୍କ ପାଇଁ ଆସିଲା ନୂଆ ନିୟମ । ଏଣିକି ପ୍ରିଲିମ୍ ପରୀକ୍ଷା ପରେ ମିଳିବ ଏହାର ଆନ୍ସର କି । ଚଳିତବର୍ଷ ଠାରୁ ଏହି ନିୟମ ଲାଗୁ କରିବାକୁ ଯାଉଛି UPSC । ପରୀକ୍ଷା ପ୍ରକ୍ରିୟାକୁ ସ୍ବଚ୍ଛତା … Read More

ଉଜ୍ଜୟିନୀ ଏକ୍ସପ୍ରେସ ଲାଇନଚ୍ୟୁତ, ଯାତ୍ରୀ ଭୟଭୀତ

ଉତ୍ତରାଖଣ୍ଡ : ଋଷିକେଶରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଯୋଗ ନଗରୀର ଋଷିକେଶ ରେଳ ଷ୍ଟେସନ ନିକଟରେ ଥିବା ଖଣ୍ଡ ଗାଁ ଅଞ୍ଚଳରେ ଉଜ୍ଜୟିନୀ ଏକ୍ସପ୍ରେସର ୩ଟି କୋଚ୍ ଲାଇନଚ୍ୟୁତ ହୋଇଛି । ଏହି ଘଟଣାଟି ସୋମବାର ରାତି ପ୍ରାୟ … Read More

ଇରାନ ଉପରେ ହେବାକୁ ଥିବା ବଡ଼ ଆକ୍ରମଣ ସ୍ଥଗିତ, ଘୋଷଣା କଲେ ଟ୍ରମ୍ପ

ନୂଆଦିଲ୍ଲୀ: ଟ୍ରମ୍ପଙ୍କ ବଡ଼ ଘୋଷଣା । ଇରାନ ଉପରେ ହେବାକୁ ଥିବା ବଡ଼ ଆକ୍ରମଣ ସ୍ଥଗିତ ।  ଗଲ୍ଫ ଦେଶଗୁଡ଼ିକର ଅନୁରୋଧ କ୍ରମେ ଟଳିଲା ଇରାନ ଉପରେ ଆମେରିକାର ସେନା ଆକ୍ରମଣ ।  ଶେଷ ମୁହୂର୍ତ୍ତରେ ରଣନୀତି ବଦଳାଇଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ … Read More

ପାଲଘରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ୧୨ ଜୀବନ

ମହାରାଷ୍ଟ୍ର : ପାଲଘରର ମୁମ୍ବାଇ-ଅହମ୍ମଦାବାଦ ଜାତୀୟ ରାଜୀୟ ପଥରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ଥିବାବେଳେ ୨୦ରୁ ୨୫ ଜଣ ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । … Read More

ଉତ୍ତରପ୍ରଦେଶରେ ଅଦିନିଆ ରଥଯାତ୍ରା, ପ୍ରତିବାଦ କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ : ଉତ୍ତରପ୍ରଦେଶରେ ଅଦିନିଆ ରଥଯାତ୍ରା । ହାପୁର ଜିଲ୍ଲାର ଶ୍ରୀଜଗନ୍ନାଥ ସେବା ସମିତି ଏହି ଅଦିନିଆ ରଥଯାତ୍ରା ପାଳନ କରିବାକୁ ଯାଉଛି । ଏହାକୁ ନେଇ ଦୃଢ ପ୍ରତିବାଦ କରିଛି ପୁରୀ ଶ୍ରୀମନ୍ଦିର ପ୍ରଶାସନ । ଏହା ଜାଣିବା ପରେ ହାପୁର … Read More