’ଧାନ କିଣା ପ୍ରକ୍ରିୟାରେ ଖାମଖିଆଲି ମନୋଭାବ ବରଦାସ୍ତ କରାଯିବ’ ନାହିଁ : ଯୋଗାଣ ବିଭାଗ ପ୍ରମୁଖ ସଚିବ
ଭୁବନେଶ୍ୱର: ଧାନ କିଣା ପ୍ରକ୍ରିୟାରେ କୌଣସି ପ୍ରକାର ଖାମଖିଆଲି ମନୋଭାବ କିମ୍ବା ନିୟମ ଉଲ୍ଲଂଘନକୁ ଆଦୌ ବରଦାସ୍ତ କରାଯିବ ନାହିଁ। ସଚିବାଳୟରେ ବିଭାଗୀୟ ମନ୍ତ୍ରୀଙ୍କ ଉପସ୍ଥିତିରେ ଚାଲିଥିବା ସମୀକ୍ଷା ବୈଠକରେ ଅଫିସରମାନଙ୍କୁ ସିଧାସଳଖ ନାଲି ଆଖି ଦେଖାଇଛନ୍ତି ଖାଦ୍ୟ ଯୋଗାଣ ବିଭାଗ … Read More
