ପ୍ରସୂତୀଙ୍କ ମୁତ୍ୟୁ ଘଟଣାରେ ଡାକ୍ତରଙ୍କ ଗିରଫ ଦାବିରେ ମେଡିକାଲ ଆଗରେ ଧାରଣା

ବାଣପୁର:ଗତକାଲି ବାଣପୁର ଡାକ୍ତରଖାନା ରେ ଜଣେ ଗର୍ଭବତୀ ମହିଳାଙ୍କ ପ୍ରସୂତୀ ପାଇଁ ଚିକିତ୍ସା ଚାଲିଥିଲା।ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ ଡାକ୍ତର ରମାକାନ୍ତ ନାୟକଙ୍କ ଭୁଲ ଚିକିତ୍ସା ପାଇଁ ମହିଳାଙ୍କ ମୃତ୍ୟୁ ହୋଇଛି|ଏନେଇ ବାଣପୁର ଥାନାରେ ପରିବାର ପକ୍ଷରୁ ଅଭିଯୋଗ ମଧ୍ୟ ହୋଇଛି|ଗତକାଲି … Read More

ଛାତରୁ ପଡ଼ି ଛାତ୍ର ଗୁରୁତର

ନୀଳଗିରି: ନୀଳଗିରି ବ୍ଲକ ଜାମୁଡିହାସ୍ଥିତ ଆଦର୍ଶ ବିଦ୍ୟାଳୟର ଜଣେ ଅଷ୍ଟମଶ୍ରେଣୀ ଛାତ୍ର ଛାତରୁ ଖସିପଡ଼ି ଗୁରୁତର ହୋଇଛନ୍ତି। ଗରଡ଼ିହି ପଞ୍ଚାୟତ ଅଧୀନ ବାଙ୍କିସାହି ଅଞ୍ଚଳର ନିଳାଦ୍ରୀ ଜେନାଙ୍କ ପୁଅ ତନ୍ମୟ(୧୩) ଆଦର୍ଶ ବିଦ୍ୟାଳୟରେ ପାଠ ପଢ଼ୁଥିବା ବେଳେ ସେ ନିକଟସ୍ଥ ଏକ … Read More

ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ: ବଢ଼ିଲା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦର

ଭୁବନେଶ୍ବର : ମଧ୍ୟପ୍ରାଚ୍ୟ ଯୁଦ୍ଧ, ଡଲାର ମୂଲ୍ୟ ବୃଦ୍ଧି ଏବଂ ବର୍ଦ୍ଧିତ ପେଟ୍ରୋଲ ଓ ଡିଜେଲ ଦର ପ୍ରଭାବ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଉପରେ ପଡ଼ିଛି। ପରିବହନ ମୂଲ୍ୟ ବଢ଼ିବା ଦ୍ବାରା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦରଦାମ ବୃଦ୍ଧି ପାଇଛି। ଖାଇବା … Read More

ତିନି ରଥର ଅଖ ନିର୍ମାଣ ଓ ବିନ୍ଧ ଅନୁକୂଳ କାର୍ଯ୍ୟ ଆରମ୍ଭ

ପୁରୀ : ତିନିରଥର ୪୨ଟି ଚକ ନିର୍ମାଣ ଶେଷ ପରେ ଅଖ କାର୍ଯ୍ୟ ଆରମ୍ଭ ହୋଇଛି। ଏଥିସହ ରଥର ବିଭିନ୍ନ ଅଂଶର ନିର୍ମାଣ କାର୍ଯ୍ୟ, ସମସ୍ତ ଅଖ ନିର୍ମାଣ ପରେ ପାଞ୍ଚ ଦଣ୍ଡା ଚଉପଟ ହୋଇ ସେଥିରେ ଉଭୟ ପଟରେ ମୁହଁାଟି … Read More

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ: ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର :  କାଳବୈଶାଖୀ ନେଲା ୩ ଜୀବନ ।  କେନ୍ଦୁଝର ଟାଉନ ଥାନା ନରଣପୁର ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ।  ପ୍ରବଳ ଝଡ଼ପବନରେ ଭାଙ୍ଗିଲା ଟେଣ୍ଟ, ଚାପି ହୋଇ ୩ ମୃତ ।  ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ସୂଚନା … Read More

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ରାୟଗଡ଼ା: ଭିଜିଲାନ୍ସ ଜାଲରେ ରାୟଗଡ଼ାର ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ । ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ କୋଲନରା ବ୍ଲକରେ କାର୍ଯ୍ଯରତ ଅଛନ୍ତି । ରାୟଗଡା ସହରର ରାଉତ କଲୋନୀ ସ୍ଥିତ ବାସଭବନ, କୋଳନରା … Read More

ପାଇଖାନାରୁ ବେକ ମୁହଁ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ: ମର୍ଣ୍ଣିଙ୍ଗ ୱାକରେ ଯାଇଥିବା ଛାତ୍ରଙ୍କୁ ହତ୍ୟା । ପାଇଖାନା ଭିତରୁ ବେକ ମୁହଁ ବନ୍ଧା ଅବସ୍ଥାରେ ମିଳିଲା ମୃତଦେହ । ହତ୍ୟା ଅଭିଯୋଗ ଆଣିଲେ ପରିବାର । ଭଦ୍ରକ ଜିଲ୍ଲା ଚରମ୍ପା ହାଇସ୍କୁଲ ରୋଡ଼ ଅଞ୍ଚଳରେ ଘଟିଛି ଘଟଣା । ମୃତକ … Read More

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ, ନାଏବ ସରପଞ୍ଚଙ୍କ ସ୍ୱାମୀ ଗିରଫ

ଅନୁଗୋଳ: ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମାଡ ଓ ମରଣାନ୍ତକ ଆକ୍ରମଣ ଘଟଣାରେ ନାଏବ ସରପଞ୍ଚଙ୍କ ସ୍ୱାମୀ ଗିରଫ । ଅନୁଗୋଳ ଜିଲ୍ଲା କଣିଁହା ବ୍ଲକ ଅନ୍ତର୍ଗତ ବାଲିପସି ଗ୍ରାମପଞ୍ଚାୟତ ର ନାଏବ ସରପଞ୍ଚଙ୍କ ସ୍ୱାମୀ ବିଷ୍ଣୁଚରଣ ପ୍ରଧାନ ନିଶାସକ୍ତ ଅବସ୍ଥାରେ ଗ୍ରାମ ପଞ୍ଚାୟତ … Read More

କାଠଯୋଡ଼ି ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ବାରଙ୍ଗ : ବାରଙ୍ଗରେ ପୁଣି ଚାଞ୍ଚଲ୍ୟ । ମହିଳାଙ୍କୁ ମାରି ପୋତିଦେଲେ । କାଠଯୋଡ଼ି ନଦୀ ପଠାରୁ ମିଳିଲା ଅଧା ପୋତାହୋଇଥିବା ମୃତଦେହ । ଆଜି ସକାଳେ ମୃତଦେହକୁ କୁକୁର ଖାଉଥିବାଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ମହିଳାଙ୍କର କେବଳ … Read More

ଆସନ୍ତା ୨୪ ଯାଏଁ ଅପରିବର୍ତ୍ତିତ ରହିବ ପାଗ; ଗ୍ରୀଷ୍ମ ଲହରୀ ସାଙ୍ଗକୁ ଗୁଳୁଗୁଳିରୁ ମିଳିବନି ନିସ୍ତାର

ଭୁବନେଶ୍ୱର: ବୁଧବାର ଓଡ଼ିଶାର ୨୨ଟି ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ପାର୍ କରିଛି । ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷୁଥିବାବେଳେ, ଉପକୂଳବାସୀଙ୍କୁ ମଧ୍ୟ ଗରମ ସହ ଗୁଳୁଗୁଳିରୁ ନିସ୍ତାର ନାହିଁ । ରାତିରେ ବି ତାତିରୁ ତ୍ରାହି ମିଳୁନି । … Read More