ଶୋଇଥିବାବେଳେ ଚଢିଗଲା ଡମ୍ପର: ୪ ମୃତ, ଜଣେ ଆହତ

ଉତ୍ତର ପ୍ରଦେଶ : ଉତ୍ତର ପ୍ରଦେଶର ବାରାବଙ୍କି ଜିଲ୍ଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଫତେପୁର ଥାନା ଅଞ୍ଚଳର ଝାନସା ଗାଁରେ ଏକ ଦ୍ରୁତଗାମୀ ଡମ୍ପର ଧକ୍କା ଦେବାରୁ ଗୋଟିଏ ପରିବାରର ଚାରି ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ମହିଳା … Read More

କୋଇଲା ଖଣିରେ ବିସ୍ଫୋରଣ, ୮୨ ମୃତ

ଚୀନ : ଚୀନର ଏକ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ । ଏହି ବିସ୍ଫୋରଣରେ ୮୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୮ ଜଣ ଶ୍ରମିକ ମାଟି ତଳେ ଫସି ରହିଥିବା ସୂଚନା ମିଳୁଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ … Read More

ନାବାଳିକା ସହ ପ୍ରେମ ସମ୍ପର୍କକୁ ନେଇ ବ୍ୟାଡମିଣ୍ଟନ୍ ଖେଳାଳୀଙ୍କୁ ହତ୍ୟା

ନୂଆଦିଲ୍ଲୀ: ହରିଆଣାରେ ଘଟିଛି ଏକ ବଡ଼ ଅଘଟଣ । ଜଣେ ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଖେଳାଳିଙ୍କୁ ଜଣେ ନାବାଳିକା ଝିଅ ସହିତ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା । ଯାହା ଯୋଗୁଁ ଖେଳାଳୀଙ୍କୁ ପିଟି ପିଟି ହତ୍ୟା କରାଯାଇଥିଲା । ପରିବାର ସଦସ୍ୟଙ୍କ ଅନୁଯାୟୀ, ପୋଲିସ … Read More

କେମିକାଲ ଲିକ୍ ଯୋଗୁଁ ବିସ୍ଫୋରଣ ଆଶଙ୍କା, ୪୦ ହଜାର ଲୋକଙ୍କୁ ସ୍ଥାନାନ୍ତର ନିର୍ଦ୍ଦେଶ

ଆମେରିକା : ଆମେରିକାର ସାଉଥ କାଲିଫର୍ନିଆରେ ଏକ ବିପଜ୍ଜନକ କେମିକାଲ ଜିନିଷ ଲିକ୍ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ସେଥିପାଇଁ ଶୁକ୍ରବାର ପ୍ରାୟ ୪୦ ହଜାର ଲୋକଙ୍କୁ ସେହି ସ୍ଥାନୀୟ ଅଞ୍ଚଳ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି । ପ୍ରଭାବିତ … Read More

ପ୍ରଥମ ଥର ଭାରତ ଆସିଲେ ଆମେରିକା ବିଦେଶ ସଚିବ ରୁବିଓ

ନୂଆଦିଲ୍ଲୀ: କୋଲକାତାରେ ଆମେରିକା ବିଦେଶ ସଚିବ ମାର୍କୋ ରୁବିଓ । ପ୍ରଥମ ଥର ଭାରତ ଆସିଲେ ରୁବିଓ! କୋଲକାତାରେ ହେଲା ଭବ୍ୟ ସ୍ୱାଗତ ।  ଭାରତ ମାଟିରେ ତାଙ୍କର ପ୍ରଥମ ଗସ୍ତ ହୋଇଥିବାରୁ ଏହାକୁ ଦୁଇ ଦେଶର ସମ୍ପର୍କ କ୍ଷେତ୍ରରେ ବେଶ୍ ଗୁରୁତ୍ୱପୂର୍ଣ୍ଣ … Read More

ଦେଶବ୍ୟାପୀ ଷ୍ଟେଟ୍ ବ୍ୟାଙ୍କ କର୍ମଚାରୀଙ୍କ ୨ଦିନିଆ ଧର୍ମଘଟ ସ୍ଥଗିତ

ନୂଆଦିଲ୍ଲୀ: ଆସନ୍ତା ୨୫ ଓ ୨୬ ତାରିଖରେ ଦେଶବ୍ୟାପୀ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଶାଖାଗୁଡ଼ିକ ଖୋଲା ରହିବ । ସର୍ବଭାରତୀୟ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ କର୍ମଚାରୀ ସଂଘ (ଏଆଇଏସ୍ବିଆଇଏସ୍ଏଫ୍) ପକ୍ଷରୁ ଡାକରା ଦିଆଯାଇଥିବା ଦୁଇଦିନିଆ ଧର୍ମଘଟକୁ ସ୍ଥଗିତ ରଖାଯାଇଛି ବୋଲି ଭାରତୀୟ ଷ୍ଟେଟ୍ … Read More

ଫର୍ଣ୍ଣିଚର ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ୩୦୦ ଦୋକାନ

ନୂଆଦିଲ୍ଲୀ : ଦିଲ୍ଲୀର ଫର୍ଣ୍ଣିଚର ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଗତକାଲି ଶାସ୍ତ୍ରୀ ପାର୍କରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ନିଆଁ ଲିଭାଇବା ପାଇଁ ଦମକଳ ଗାଡି ବିଳମ୍ବରେ ପହଞ୍ଚିବାରୁ ଲୋକେ ଉତ୍ତେଜିତ ହୋଇ ପଥର ମାଡ କରିଥିଲେ । … Read More

ପାକିସ୍ତାନୀ ଆତଙ୍କୀ ଓ ସୁରକ୍ଷା ବାହିନୀ ମଧ୍ୟରେ ଗୁଳି ବିନିମୟ

ନୂଆଦିଲ୍ଲୀ: ଶନିବାର ଜମ୍ମୁ ଡିଭିଜନର ରାଜୌରୀ ଜିଲ୍ଲାର ଗମ୍ଭୀର ମୁଘଲାନ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଅଞ୍ଚଳରେ ପ୍ରବଳ ସଶସ୍ତ୍ର ପାକିସ୍ତାନୀ ଆତଙ୍କବାଦୀଙ୍କ ଉପସ୍ଥିତି ବିଷୟରେ ସୁରକ୍ଷା ଏଜେନ୍ସିଗୁଡ଼ିକୁ ଗୁପ୍ତ ସୂଚନା ମିଳିବା … Read More

ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଛୁଟି ଦିନରେ ଅଫିସ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ ।  ଆଇନ ଶୃଙ୍ଖଳା ପରିସ୍ଥିତି, ଶିଳ୍ପାୟନ ପ୍ରକ୍ରିୟା ସମ୍ପର୍କରେ ଆଲୋଚନା କଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚତୁର୍ଥ ଶନିବାର ଛୁଟି ଦିନରେ ଖାରବେଳ ଭବନରେ ଅଫିସ କାର୍ଯ୍ୟ … Read More

ଲେଡି ବ୍ରାଉନସୁଗର ପେଡଲର ଗ୍ୟାଙ୍ଗ୍ ଉପରେ ଚଢ଼ାଉ, ୮ ଗିରଫ

ରାଉରକେଲା : ରାଉରକେଲାରେ ଲେଡି ବ୍ରାଉନସୁଗର ପେଡଲର ଗ୍ୟାଙ୍ଗ୍ ଉପରେ ପୋଲିସର ଚଢ଼ାଉ  ।  ୮ ଅଭିଯୁକ୍ତ ଗିରଫ ସହ ଦୁଇ କୋଟି ଟଙ୍କାର ବ୍ରାଉନସୁଗର ଜବତ ହୋଇଛି ।  ରାଉରକେଲାରେ ପ୍ଲାଣ୍ଟ ସାଇଡ ଥାନା ଅଞ୍ଚଳରେ ମହିଳା ଡ୍ରଗ୍ସ ସ୍ମଗଲରଙ୍କ ଉପରେ … Read More