ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପରେ ଅଗ୍ନିକାଣ୍ଡ

ଲମତାପୁଟ : କୋରାପୁଟର ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପରେ ଅଗ୍ନିକାଣ୍ଡ ।  ଦିନ ସାଢେ ୧୧ ଟାରୁ ୧୨ ମଧ୍ୟରେ ପ୍ରକଳ୍ପ ଟ୍ରିପ ହୋଇଥିଲା  l  ପ୍ରକଳ୍ପ କେବୁଲ ଗୁଡ଼ିକରୁ ନିଆଁ ଲାଗିବା ଆରମ୍ଭ ହୋଇଥିଲା  l  ପ୍ରକଳ୍ପ ଭିତରେ ଭୟାବହ ଅଗ୍ନିକାଣ୍ଡ ଦେଖି … Read More

ବିବାହର ୨୫ ଦିନରେ ନବବଧୂର ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲା ପରିବାର

ଟାଙ୍ଗି : ନବବଧୂକୁ ହତ୍ୟା ଅଭିଯୋଗ । ବିବାହର ୨୫ଦିନ ନଯାଉ ଶାଶୂ ଘରେ ନବ ବଧୂର ମୃତ୍ୟୁ । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଧିନ ତାରାପି ଗାଁରୁ ଆସିଛି ଅଭିଯୋଗ । ମୃତ … Read More

ଗ୍ରୀଷ୍ମପ୍ରବାହକୁ ନେଇ ଗାଇଡ ଲାଇନ: କାମ ନଥିଲେ ଘରୁ ଅଯଥା ବହାରନ୍ତୁ ନାହିଁ

ଭୁବନେଶ୍ୱର : ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ତାତିରୁ ସତର୍କ ରହିବା ପାଇଁ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପରାମର୍ଶ । ଆସନ୍ତା ଜୁନ ୨ତାରିଖ ପର୍ଯ୍ୟନ୍ତ ରହିବ ଗ୍ରୀଷ୍ମପ୍ରବାହ । ରାଜ୍ୟରେ ଗ୍ରୀଷ୍ମପ୍ରବାହକୁ ନେଇ ସତର୍କତା … Read More

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଇନ୍ଧନ ଯାନ ବନ୍ଦ, ପ୍ରତି ଶନିବାର ଲାଗୁ ହେବ ନିୟମ

ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ବନ୍ଦ ହୋଇଛି ଇନ୍ଧନ ଜାନ । ବାଇକ୍, କାର ଆଉ ଅଟୋ ଭଳି ଇନ୍ଧନ ଯାନକୁ ମୁଖ୍ୟ ଫାଟକରେ ଛଡ଼ା ଯାଉନି । ଏଣିକି ପ୍ରତି ଶନିବାର ଦିନ ଏହି ନିୟମକୁ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଲାଗୁ … Read More

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅଘୋଷିତ ବିଦ୍ୟୁତ୍ କାଟ, ଜନସାଧାରଣ ଛଟପଟ

ଭୁବନେଶ୍ୱର : ରାଜ୍ୟରେ ଅସହ୍ୟ ଖରା ସାଙ୍ଗକୁ ଅଘୋଷିତ ବିଦ୍ୟୁତ୍ କାଟ । ଏବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଏହାସହ ଯୋଡ଼ି ହୋଇଯାଇଛି ବିଜୁଳି ସମସ୍ୟା । ତାତି ବଢିବା ସହ ବିଦ୍ୟୁତ କାଟ ଯୋଗୁ ଛଟପଟ ହେଉଛନ୍ତି … Read More

ନାବାଳକକୁ ଝୁଣିଦେଲେ କୁକୁର ପଲ, ଅବସ୍ଥା ଗୁରୁତର

ବ୍ରହ୍ମପୁର: ନାବାଳକକୁ ଝୁଣିଦେଲେ କୁକୁର ପଲ। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ପାଟପୁରରେ ଏପରି ଅଭାବନୀୟ ଘଟଣା ଘଟିଛି । ଜଣେ ନାବାଳକକୁ ଝୁଣି ମୁଣ୍ଡର ଖପୁରୀ ବାହାର କରିଦେଇଛନ୍ତି ବୁଲା କୁକୁର ପଲ । ନାବାଳକର ଖପୁରୀର ଗୋଟିଏ ସ୍ଥାନ ବାହାରି … Read More

ପୁଅର ମୃତ୍ୟୁ ଖବର ଶୁଣି ଜୀବନ ହାରିଲେ ବାପା

ଯାଜପୁର : ଯାଜପୁର ମଙ୍ଗଳପୁର ଥାନାରେ ଅଭାବନୀୟ ଘଟଣା ଘଟିଛି । କନିକାପଡା ପଞ୍ଚାୟତ ମାନସୀପାଟଣା ଗାଁରେ ଗୋଟିଏ ରାତିରେ ତିନି ତିନିଟି ମୃତ୍ୟୁ ଖବର ସାମ୍ନାକୁ ଆସିଛି । ପ୍ରଥମେ ବିଷ ପିଇଥିବା ଯୁବକଙ୍କୁ ମେଡିକାଲକୁ ଆଣିବାକୁ ଯାଇ ହୃଦଘାତରେ ଯୁବକଙ୍କ … Read More

ତ୍ରିକୋଣୀୟ ପ୍ରେମକୁ ନେଇ ପ୍ରେମିକାର ମାମୁ ଓ ମା କୁ ହାଣିଲା ପ୍ରେମିକ

ବାଲେଶ୍ବର: ବାଲେଶ୍ବରରେ ଘଟିଛି ଅଘଟଣ । ତ୍ରିକୋଣୀୟ ପ୍ରେମକୁ ନେଇ ହଣାକଟା । ପ୍ରେମିକାର ମାମୁ ଓ ମା କୁ ହାଣିଲା ପ୍ରେମିକ । ବାଲେଶ୍ବର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଷ୍ଟେସନ ପରିସରରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଘଟଣା । ସୂଚନା … Read More

ସ୍ଥଗିତ ରହିଲା ରତ୍ନଭଣ୍ଡାର ଗଣତି କାର୍ଯ୍ୟ, ପୁଣି ଜୁନରୁ ହେବ ଆରମ୍ଭ

ପୁରୀ:ଆସନ୍ତାକାଲି ଠାରୁ ସ୍ଥଗିତ ରହିବ ରତ୍ନଭଣ୍ଡାର ଗଣତି କାର୍ଯ୍ୟ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଆଖି ଆଗରେ ରଖି ଏହି  ନିଷ୍ପତ୍ତି ଗ୍ରହଣ କରାଯାଇଛି। ଜୁନ୍‌ ମାସରେ ପୁଣି ଗଣତି … Read More

ଅଂଶୁଘାତରେ ବନ ବିଭାଗର ପାରା କର୍ମଚାରୀଙ୍କ ମୃତ୍ୟୁ

ମାଲକାନଗିରି : ଅସହ୍ୟ ଖରା, ତାତି, ଗୁଳୁଗୁଳିରେ ଆଉଟୁ ପାଉଟୁ ହେଉଛି ସାରା ରାଜ୍ୟ। ତେବେ ଏହା ମଧ୍ୟରେ କିଛି ସ୍ଥାନରୁ ଅଂଶୁଘାତ ଜନିତ ମୃତ୍ୟୁ ଖବର ମଧ୍ୟ ସାମ୍ନାକୁ ଆସିଛି। ଶନିବାର ଅଂଶୁଘାତରେ ବନ ବିଭାଗର ପାରା କର୍ମଚାରୀଙ୍କ ମୃତ୍ୟୁ … Read More