ଯାଆଁଳା କନ୍ୟା ସନ୍ତାନ ଜନ୍ମ ହେବାରୁ ଗାଁ ଦାଣ୍ଡରେ ପୁଅ-ବୋହୁଙ୍କୁ ମାଡ଼
ସାଲେପୁର : କନ୍ୟା ସନ୍ତାନ ଜନ୍ମ ହେବାରୁ ପୁଅ ବୋହୁଙ୍କୁ ଗାଁ ଦାଣ୍ଡରେ ନିସ୍ତୁକ ମାଡ଼ ମାରିଲେ ଶାଶୁ ଶଶୁର ଓ ନଣନ୍ଦ । ମାସେ ହେଲା ଦେଉଥିଲେ ଅକଥନୀୟ ନିର୍ଯାତନା । ସୋସିଆଲ ମିଡିଆରେ ଭିଡିଓ ଭାଇରଲ । ଏଭଳି ଅଭାବନୀୟ … Read More
