ବାଲିଅନ୍ତା ମବ ଲିଞ୍ଚିଂ ବିବାଦ ପରେ ବଦଳିଲେ IPS ଅଫିସର ଦୟାଲ ଗଙ୍ଗୱାର
ଭୁବନେଶ୍ୱର : ବଦଳିଲେ IPS ଅଫିସର ଦୟାଲ ଗଙ୍ଗୱାର। ADGP କମ୍ୟୁନିକେସନ ପଦରୁ ହଟିଲେ ଦୟାଲ ଗଙ୍ଗୱାର। ଗୃହ ବିଭାଗ OSD ଭାବେ ମିଳିଛି ନିଯୁକ୍ତି । ଦୟାଲ ଗଙ୍ଗୱାରଙ୍କ ବଦଳିର କାରଣ କଣ ତାହା ସରକାରୀ ଭାବେ କୁହାଯାଇନାହିଁ । ତେବେ … Read More
