ବିଜେଡି ଛାଡିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ
ଭୁବନେଶ୍ବର: ବିଜେଡିକୁ ବଡ ଝଟକା । ଦଳ ଛାଡିଲେ ବରିଷ୍ଠ ତଥା ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ । ସୋମବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ନିଜର ଇସ୍ତଫା … Read More
