ସେଲଫି ହେଲା କାଳ, କାବେରୀ ନଦୀରେ ବୁଡ଼ିଗଲେ ୫ ପର୍ଯ୍ୟଟକ
କର୍ଣ୍ଣାଟକ : କର୍ଣ୍ଣାଟକର ମାଣ୍ଡ୍ୟା ଜିଲ୍ଲାରେ ଫଟୋ ଉଠାଉଥିବା ବେଳେ ଚାଲିଗଲା ୫ ଜୀବନ । ଏଠାରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମୁଥାଠୀରେ କାବେରୀ ନଦୀ କୂଳରେ ଛିଡ଼ା ହୋଇ ଫଟୋ ଓ ସେଲଫି ଉଠାଇବା ନଦୀ ସ୍ରୋତରେ ଭାସି ଚାଲିଗଲା … Read More
